Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭାରତର ବିକାଶ ଏବଂ ଅର୍ଥନୈତିକ ଆହ୍ୱାନକୁ ନେଇ ସୋଆ ଆଇବିିସିଏସ୍ ପକ୍ଷରୁ ଏଫ୍‌ଡିପି ଆୟୋଜିତ
ଆଜିର ଖବର

ଭାରତର ବିକାଶ ଏବଂ ଅର୍ଥନୈତିକ ଆହ୍ୱାନକୁ ନେଇ ସୋଆ ଆଇବିିସିଏସ୍ ପକ୍ଷରୁ ଏଫ୍‌ଡିପି ଆୟୋଜିତ

July 9, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ବିଶ୍ୱର ୪ର୍ଥ ସର୍ବବୃହତ ଅର୍ଥନୈତିକ ଶକ୍ତି ଭାବେ ଭାରତ ଉଭା ହୋଇଥିବା ବେଳେ ଏହାର ଆନୁଷ୍ଠାନିକ ସ୍ଥିତିକୁ ସୁଦୃଢ଼ କରିବା ସହ ବିକଶିତ ଦେଶଗୁଡ଼ିକ ଅବଲମ୍ବନ କରୁଥିବା ଆନ୍ତର୍ଜାତିକ ମାନକୁ ଅନୁଶୀଳନ କରିବା ଆବଶ୍ୟକ ବୋଲି ଜଣେ ବିଶିଷ୍ଟ ବିଶେଷଜ୍ଞ କହିଛନ୍ତି।

ଭାରତୀୟ ବଜାରର ସଫଳତା ସ୍ପଷ୍ଟ ବାରି ହୋଇପାରୁଥିବା ବେଳେ ଆମର ଆନୁଷ୍ଠାନିକ ସ୍ଥିତିକୁ ସୁଦୃଢ଼ କରିବାର ଆବଶ୍ୟକତା ରହିଛି ବୋଲି କହିଛନ୍ତି ନୂଆଦିଲ୍ଲୀ ସ୍ଥିତ ଇଣ୍ଡିଆନ୍ ଇନ୍‌୍‌ଷ୍ଟିଚ୍ୟୁଟ୍ ଅଫ୍ ଫରେନ୍ ଟ୍ରେଡ (ଆଇଆଇଏଫ୍‌ଟି)ର ଅର୍ଥନୈତିକ ଶାଖାର ପ୍ରଫେସର ତଥା ମୁଖ୍ୟ ଡକ୍ଟର ବସନ୍ତ କୁମାର ସାହୁ କହିଛନ୍ତି। ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଡିମ୍‌ଡ ଟୁ ବି ବିଶ୍ୱବିଦ୍ୟାଳୟ ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ବିଜିନେସ୍ ଆଣ୍ଡ କମ୍ପ୍ୟୁଟର ଷ୍ଟଡିଜ୍ (ଆଇବିସିଏସ୍‌) ପକ୍ଷରୁ ଆୟୋଜିତ ଫ୍ୟାକଲ୍ଟି ଡେଭଲପମେଂଟ ପ୍ରୋଗ୍ରାମରେ ବକ୍ତବ୍ୟ ରଖିବା ଅବସରରେ ଏହା କହିଛନ୍ତି ପ୍ରଫେସର ସାହୁ।

ଆଇବିସିଏସ୍ ପକ୍ଷରୁ ଆୟୋଜିତ ଏଫଡିପିର ଶୀର୍ଷକ ଥିଲା ‘ଭାରତର ବିକାଶ ଏବଂ ଅର୍ଥନୈତିକ ଆହ୍ୱାନ୍‌’।

କାର୍ଯ୍ୟକ୍ରମରେ ଆଇବିସିଏସ୍‌ର ଡିନ୍ ପ୍ରଫେସର ଅୟସ କାନ୍ତ ମହାନ୍ତି ଅଧ୍ୟକ୍ଷତା କରି ଉଚ୍ଚ ଶିକ୍ଷା ଅନୁଷ୍ଠାନଗୁଡ଼ିକର ଜାତୀୟ ସ୍ତରରେ ଅର୍ଥନୈତିକ ଆଲେଚନା ଏବଂ ନୀତି ସଚେତନତା ନିମନ୍ତେ ରହିଥିବା ଭୂମିକା ସମ୍ପର୍କରେ ବକ୍ତବ୍ୟ ରଖିଥିଲେ।

କାର୍ଯ୍ୟକ୍ରମରେ ଆସୋସିଏଟ୍ ଡିନ୍ ପ୍ରଫେସର (ଡକ୍ଟର) ମନୋରଞ୍ଜନ ଦାଶ ବିଶ୍ୱର ୪ର୍ଥ ସର୍ବବୃହତ ଅର୍ଥନୀତି ଶକ୍ତି ଭାବେ ଭାରତ ଉଭା ହେବା ଏବଂ ଏ କ୍ଷେତ୍ରରେ ଅର୍ଥନୈତିକ ଆହ୍ୱାନ ସମ୍ପର୍କରେ ମତ ରଖିଥିଲେ।

କାର୍ଯ୍ୟକ୍ରମକୁ ଆଇବିସିଏସ୍‌ର ଡକ୍ଟର ବିଭୁତି ଭୂଷଣ ମିଶ୍ର ଏବଂ ଡକ୍ତର ପ୍ରୀତି ୱାଇ ଷଡ଼ଙ୍ଗୀ ପରିଚାଳନା କରିଥିବା ବେଳେ ଡକ୍ଟର ଧ୍ରୁତି ସୁନ୍ଦର ସାହୁ ଧନ୍ୟବାଦ ଅର୍ପଣ କରିଥିଲେ।

ଭାରତୀୟ ବଜାର
Share. Facebook Twitter LinkedIn Email WhatsApp Copy Link

Related Posts

ଏନଏଚଆରସିଙ୍କ ହସ୍ତକ୍ଷେପ ପରେ ଥାଇଲ୍ୟାଣ୍ଡରୁ ଫେରିଲେ ନିର୍ଯାତିତ ଛଅ ଓଡ଼ିଆ ଶ୍ରମିକ

March 8, 2026

ଅନ୍ତର୍ଜାତୀୟ ମହିଳା ଦିବସରେ କର୍ତ୍ତବ୍ୟ ପଥ ଠାରେ ଆୟୋଜିତ ହେବ ‘ଶକ୍ତି ପଦଯାତ୍ରା’

March 8, 2026

କୋଟା ବିମାନବନ୍ଦରର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

March 8, 2026

ଆଜି ଅନ୍ତର୍ଜାତୀୟ ମହିଳା ଦିବସ ସମାରୋହରେ ଯୋଗଦେବେ ରାଷ୍ଟ୍ରପତି

March 8, 2026
Latest News

ବିଶ୍ବ ଅସ୍ଥିରତା ସମୟରେ ଭାରତର ସୁଦୃଢ ତୈଳ ନିରାପତ୍ତା

March 8, 2026

ଏନଏଚଆରସିଙ୍କ ହସ୍ତକ୍ଷେପ ପରେ ଥାଇଲ୍ୟାଣ୍ଡରୁ ଫେରିଲେ ନିର୍ଯାତିତ ଛଅ ଓଡ଼ିଆ ଶ୍ରମିକ

March 8, 2026

ଅନ୍ତର୍ଜାତୀୟ ମହିଳା ଦିବସରେ କର୍ତ୍ତବ୍ୟ ପଥ ଠାରେ ଆୟୋଜିତ ହେବ ‘ଶକ୍ତି ପଦଯାତ୍ରା’

March 8, 2026

ପଶ୍ଚିମବଙ୍ଗରେ ରାଷ୍ଟ୍ରପତିଙ୍କ ଅପମାନ ଏବଂ ସାନ୍ତାଳ ସଂସ୍କୃତିର ଅନାଦରକୁ ନିନ୍ଦା କଲେ ପ୍ରଧାନମନ୍ତ୍ରୀ

March 8, 2026

କୋଟା ବିମାନବନ୍ଦରର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

March 8, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.