Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବ୍ରାଜିଲର ସର୍ବୋଚ୍ଚ ଜାତୀୟ ସମ୍ମାନରେ ସମ୍ମାନିତ ହେଲେ ପ୍ରଧାନମନ୍ତ୍ରୀ ମୋଦୀ
ଆଜିର ଖବର

ବ୍ରାଜିଲର ସର୍ବୋଚ୍ଚ ଜାତୀୟ ସମ୍ମାନରେ ସମ୍ମାନିତ ହେଲେ ପ୍ରଧାନମନ୍ତ୍ରୀ ମୋଦୀ

July 9, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ବ୍ରାଜିଲର ରାଷ୍ଟ୍ରପତି ଲୁଇଜ୍ ଇନାସିଓ ଲୁଲା ଡା ସିଲଭା ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ବ୍ରାଜିଲର ସର୍ବୋଚ୍ଚ ଜାତୀୟ ସମ୍ମାନ – “ଦି ଗ୍ରାଣ୍ଡ କଲାର ଅଫ୍ ଦି ନ୍ୟାସନାଲ୍ ଅର୍ଡର ଅଫ୍ ଦି ସାଉଦର୍ଣ୍ଣ କ୍ରସ୍” ସମ୍ମାନରେ ସମ୍ମାନୀତ କରିଛନ୍ତି।

ପ୍ରଧାନମନ୍ତ୍ରୀ ଏହି ବିଶିଷ୍ଟ ସମ୍ମାନ ପାଇଁ ରାଷ୍ଟ୍ରପତି, ସରକାର ଏବଂ ବ୍ରାଜିଲର ଜନସାଧାରଣଙ୍କ ପ୍ରତି ଆନ୍ତରିକତାର ସହିତ କୃତଜ୍ଞତା ଜ୍ଞାପନ କରିଛନ୍ତି। ପୁରସ୍କାର ଗ୍ରହଣ କରି ସେ ଉଲ୍ଲେଖ କରିଛନ୍ତି ଯେ, ଏହି ସମ୍ମାନ ଭାରତର ୧.୪ ବିଲିୟନ ଜନସାଧାରଣଙ୍କ ପ୍ରତି ଏବଂ ଭାରତ ଓ ବ୍ରାଜିଲ ମଧ୍ୟରେ ଥିବା ସ୍ଥାୟୀ ତଥା ନିବିଡ଼ ବନ୍ଧୁତ୍ୱ ପ୍ରତି ଏକ ଶ୍ରଦ୍ଧାଞ୍ଜଳି। ସେ ଆହୁରି କହିଛନ୍ତି ଯେ, ରାଷ୍ଟ୍ରପତି ଲୁଲା ଭାରତ-ବ୍ରାଜିଲ ରଣନୈତିକ ସହଭାଗୀତାର କ୍ଷେତ୍ରରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ, ଏବଂ ଏହି ପୁରସ୍କାର ଦ୍ୱିପାକ୍ଷିକ ସମ୍ପର୍କକୁ ଶୀର୍ଷ ଶିଖରରେ ପହଞ୍ଚାଇବା ପାଇଁ ତାଙ୍କର ଅକ୍ଳାନ୍ତ ପ୍ରୟାସ ପ୍ରତି ଏକ ମର୍ଯ୍ୟାଦାଜନକ ସମ୍ମାନ।

ପ୍ରଧାନମନ୍ତ୍ରୀ ଗୁରୁତ୍ୱାରୋପ କରିଥିଲେ ଯେ, ଏହି ପୁରସ୍କାର ଦୁଇ ଦେଶର ଜନସାଧାରଣଙ୍କୁ ସେମାନଙ୍କର ଭବ୍ୟ ଏବଂ ବନ୍ଧୁତ୍ୱପୂର୍ଣ୍ଣ ସମ୍ପର୍କକୁ ଆହୁରି ନିବିଡ଼ କରିବା ପାଇଁ ପ୍ରେରଣା ଯୋଗାଇବ।

ପ୍ରଧାନମନ୍ତ୍ରୀ ମୋଦୀ ବ୍ରାଜିଲ ସର୍ବୋଚ୍ଚ ଜାତୀୟ ସମ୍ମାନ
Share. Facebook Twitter LinkedIn Email WhatsApp Copy Link

Related Posts

ଦୁଇଟି ଗୁରୁତ୍ୱପୂର୍ଣ୍ଣ ଏକ୍ସପ୍ରେସ୍ ଟ୍ରେନକୁ ଆଧୁନିକ ଏଲଏଚବି କୋଚ୍ ସହିତ ଅପଗ୍ରେଡ୍ କରିବ ପୂର୍ବତଟ ରେଳପଥ 

February 24, 2026

IPL 2026 କାର୍ଯ୍ୟସୂଚୀ ସମ୍ପର୍କରେ ବଡ଼ ଅପଡେଟ୍: ଏହି ଦିନ ଘୋଷଣା ହେବ ତାରିଖ

February 24, 2026

ମାର୍ଚ୍ଚ ୧ ତାରିଖ ସନ୍ଧ୍ୟା ୬:୩୦ରୁ ଟିଭି ପ୍ରିମିୟମରେ ଦେଖନ୍ତୁ ସୁପରହିଟ୍ ଚଳଚ୍ଚିତ୍ର ‘ଚନ୍ଦ୍ରବଂଶୀ’

February 24, 2026

ଓଡିଶାର ସବୁଠାରୁ ବଡ ଓ ଫ୍ଲାଗସିପ୍ ରିଆଲିଟି ଶୋ‘ ରଜ କୁଇନ୍’: ଆସନ୍ତା ୨୮ରୁ ବିଭିନ୍ନ ସହରରେ ଅଡିସନ୍

February 24, 2026
Latest News

ଦୁଇଟି ଗୁରୁତ୍ୱପୂର୍ଣ୍ଣ ଏକ୍ସପ୍ରେସ୍ ଟ୍ରେନକୁ ଆଧୁନିକ ଏଲଏଚବି କୋଚ୍ ସହିତ ଅପଗ୍ରେଡ୍ କରିବ ପୂର୍ବତଟ ରେଳପଥ 

February 24, 2026

ନାକଟିଦେଉଳରେ ବନାଞ୍ଚଳ ସ୍ତରୀୟ ଜଙ୍ଗଲ ନିଆଁ ନିରାକରଣ ସଚେତନତା ସଭା

February 24, 2026

IPL 2026 କାର୍ଯ୍ୟସୂଚୀ ସମ୍ପର୍କରେ ବଡ଼ ଅପଡେଟ୍: ଏହି ଦିନ ଘୋଷଣା ହେବ ତାରିଖ

February 24, 2026

ମାର୍ଚ୍ଚ ୧ ତାରିଖ ସନ୍ଧ୍ୟା ୬:୩୦ରୁ ଟିଭି ପ୍ରିମିୟମରେ ଦେଖନ୍ତୁ ସୁପରହିଟ୍ ଚଳଚ୍ଚିତ୍ର ‘ଚନ୍ଦ୍ରବଂଶୀ’

February 24, 2026

ଓଡିଶାର ସବୁଠାରୁ ବଡ ଓ ଫ୍ଲାଗସିପ୍ ରିଆଲିଟି ଶୋ‘ ରଜ କୁଇନ୍’: ଆସନ୍ତା ୨୮ରୁ ବିଭିନ୍ନ ସହରରେ ଅଡିସନ୍

February 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.