Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସୁସ୍ଥ ହେଲେ ନବୀନ ପଟ୍ଟନାୟକ, ଫେରିବେ ଓଡିଶା, ଜାଣନ୍ତୁ କେବେ ଓ କେତେବେଳେ
ଆଜିର ଖବର

ସୁସ୍ଥ ହେଲେ ନବୀନ ପଟ୍ଟନାୟକ, ଫେରିବେ ଓଡିଶା, ଜାଣନ୍ତୁ କେବେ ଓ କେତେବେଳେ

July 11, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
NaveenPatnaik
ସୁସ୍ଥ ହେଲେ ନବୀନ ପଟ୍ଟନାୟକ, ଫେରିବେ ଓଡିଶା, ତାରିଖ ହେଲା ଘୋଷଣା

ଭୁବନେଶ୍ବର: ଓଡିଶା ଫେରିବେ ବିରୋଧୀ ଦଳର ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ଏ ନେଇ ବିଜେଡି ଶିବିରରେ ବେଶ ଚଳଚଞ୍ଚଳ ହୋଇପଡିଛି। କାରଣ ରାଜ୍ୟରେ ଦଳର ମୁଖ୍ୟ ନ ଥିବାରୁ ନେତାମାନେ ଅଡୁଆ ଅନୁଭବ କରୁଥିଲେ। ହେଲେ ନବୀନ ଆସିବା ପରେ ସେମାନେ ଶାସକ ଦଳକୁ ଉପଯୁକ୍ତ ମୁକାବିଲା କରିପାରିବେ ବୋଲି ଆଶା ରଖିଛନ୍ତି।

ତେବେ ବିଜେଡି ସୁତ୍ର ଅନୁସାରେ ଆସନ୍ତା ୧୨ ତାରିଖରେ ମୁମ୍ଵାଇରୁ ଫେରିବେ ନବୀନ ପଟ୍ଟନାୟକ । ଦିନ ୧୨ଟାରେ ଭୁବନେଶ୍ଵର ଏୟାରପୋର୍ଟରେ ଆସି ପହଞ୍ଚିବେ । ଚିକିତ୍ସା ହେବା ପାଇଁ ସେ ଗତ ଜୁନ ୨୦ ତାରିଖରେ ମୁମ୍ଵାଇ ଯାଇଥିଲେ। ଗତ ୨୨ ତାରିଖରେ କୋକିଳାବେନ-ଧୀରୁ ଭାଇ ଅମ୍ଵାନୀ ହସ୍ପିଟାଲକୁ ସର୍ଭାଇକାଲ ଆର୍ଥ୍ରାଇଟିସ୍ ଅପରେସନ କରାଯାଇଥିଲେ । ନବୀନ ଏବେ ସମ୍ପୂର୍ଣ୍ଣ ସୁସ୍ଥ ହେବାପରେ ଗତ ୭ ତାରିଖରେ ହସ୍ପିଟାଲରୁ ଡିସଚାର୍ଜ ହୋଇଥିଲେ ।

NaveenPatnaik ନବୀନ ପଟ୍ଟନାୟକ
Share. Facebook Twitter LinkedIn Email WhatsApp Copy Link

Related Posts

ଟିମ ଇଣ୍ଡିଆର ଚମତ୍କାର ବିଜୟ: ଇଂଲଣ୍ଡକୁ ପରାସ୍ତ କରି ଟି-୨୦ ବିଶ୍ଵକପ ଫାଇନାଲର ସ୍ଥାନ କଲା ପକ୍କା

March 5, 2026

ପ୍ରବାଦ ପୁରୁଷ ସ୍ୱର୍ଗତ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀରେ ମୁଖ୍ୟମନ୍ତ୍ରୀ କହିଲେ ବିଜୁ ବାବୁଙ୍କ ସ୍ୱପ୍ନ ପୂରଣ ହେବ

March 5, 2026

ଭାରତୀୟ ବାୟୁସେନାର ଲଢ଼ୁଆ ବିମାନ ନିଖୋଜ: ରାଡାରୁ ଯୋଗାଯୋଗ ବିଚ୍ଛିନ୍ନ

March 5, 2026

ନିର୍ବାଚନ ପୂର୍ବରୁ ପଶ୍ଚିମବଙ୍ଗରେ ବଡ଼ ହଲଚଲ: ରାଜ୍ୟପାଳ ସିଭି ଆନନ୍ଦ ବୋଷଙ୍କ ଇସ୍ତଫା

March 5, 2026
Latest News

ଟିମ ଇଣ୍ଡିଆର ଚମତ୍କାର ବିଜୟ: ଇଂଲଣ୍ଡକୁ ପରାସ୍ତ କରି ଟି-୨୦ ବିଶ୍ଵକପ ଫାଇନାଲର ସ୍ଥାନ କଲା ପକ୍କା

March 5, 2026

ପ୍ରବାଦ ପୁରୁଷ ସ୍ୱର୍ଗତ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀରେ ମୁଖ୍ୟମନ୍ତ୍ରୀ କହିଲେ ବିଜୁ ବାବୁଙ୍କ ସ୍ୱପ୍ନ ପୂରଣ ହେବ

March 5, 2026

ଭାରତୀୟ ବାୟୁସେନାର ଲଢ଼ୁଆ ବିମାନ ନିଖୋଜ: ରାଡାରୁ ଯୋଗାଯୋଗ ବିଚ୍ଛିନ୍ନ

March 5, 2026

ନିର୍ବାଚନ ପୂର୍ବରୁ ପଶ୍ଚିମବଙ୍ଗରେ ବଡ଼ ହଲଚଲ: ରାଜ୍ୟପାଳ ସିଭି ଆନନ୍ଦ ବୋଷଙ୍କ ଇସ୍ତଫା

March 5, 2026

୨୦୨୬ ଟି୨୦ ବିଶ୍ୱକପ ସେମିଫାଇନାଲ: ଇଂଲଣ୍ଡ ବିରୋଧରେ ବିଶାଳ ସ୍କୋର ଛିଡ଼ା କଲା ଭାରତ

March 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.