Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜାତୀୟ ଖାଦ୍ୟ ସୁରକ୍ଷା କେନ୍ଦ୍ରୀୟ ଟିମ ଆକାଂକ୍ଷା ବ୍ଲକ ଗସ୍ତ: ସାଧାରଣ ବଣ୍ଟନ ବ୍ୟବସ୍ଥା ଓ ମଣ୍ଡି ପରିଦର୍ଶନ
ଆଜିର ଖବର

ଜାତୀୟ ଖାଦ୍ୟ ସୁରକ୍ଷା କେନ୍ଦ୍ରୀୟ ଟିମ ଆକାଂକ୍ଷା ବ୍ଲକ ଗସ୍ତ: ସାଧାରଣ ବଣ୍ଟନ ବ୍ୟବସ୍ଥା ଓ ମଣ୍ଡି ପରିଦର୍ଶନ

July 11, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: କେନ୍ଦ୍ର ଜାତୀୟ ଖାଦ୍ୟ ସୁରକ୍ଷା ଅନୁଧ୍ୟାନକାରୀ ଦଳ ଆକାଂକ୍ଷୀ ରାୟଗଡା ଜିଲ୍ଲାର ଦୁଇଟି ବ୍ଲକରେ କେନ୍ଦ୍ର ସରକାରଙ୍କ ସାଧାରଣ ବଣ୍ଟନ ବ୍ୟବସ୍ଥା ଓ ମଣ୍ଡିର ସ୍ଥିତି ଅନୁଧ୍ୟାନ କରିଛନ୍ତି। କେନ୍ଦ୍ର ଖାଉଟି ବ୍ୟାପାର, ଖାଦ୍ୟ ଓ ସାଧାରଣ ବଣ୍ଟନ ନିର୍ଦ୍ଦେଶକ ସୁନିଲ ସଚଦେବ ଓ ବରିଷ୍ଠ ଅଧିକାରୀ ସଚୀନ କୁମାରଙ୍କ ନେତୃତ୍ବରେ ଏହି ଦଳ ପଦ୍ମପୁର ବ୍ଲକର ପଦ୍ମପୁର ଏବଂ ମୁନିଗୁଡା ବ୍ଲକର ମୁନିଖୋଲ ପଞ୍ଚାୟତ ଗସ୍ତକରି ବଣ୍ଟନ ପ୍ରକ୍ରିୟାରେ ଥିବା ଚାଉଳ ଓ ମାଣ୍ଡିଆର ମାନ ଯାଞ୍ଚ କରିଥିଲେ।

ଆଦିମ ଡଙ୍ଗରିଆ ଜନଜାତି ଲୋକଙ୍କ ସହିତ ସେମାନେ କଥାବାର୍ତ୍ତା ହେବା ସହ ସାଧାରଣ ବଣ୍ଟନ ବ୍ୟବସ୍ଥାର ସୁବିଧା ଓ ଅସୁବିଧା ପଚାରି ବୁଝିଥିଲେ। ପରେ ଏହି ଅନୁଧ୍ୟାନକାରୀ ଦଳ ମୁନିଗୁଡା ମଣ୍ଡି ଗସ୍ତକରି ସେଠାରେ ଧାନ ସଂରକ୍ଷଣ ବ୍ୟବସ୍ଥାର ମଧ୍ୟ ଅନୁଧ୍ୟାନ କରିଥିଲେ। ସାଧାରଣ ବଣ୍ଟନ ବ୍ୟବସ୍ଥାର ଲାଭ ଉଠାଇବା ପାଇଁ ଶ୍ରୀ ସଚଦେବ ହିତାଧିକାରୀମାନଙ୍କୁ ଆହ୍ବାନ ଦେଇଛନ୍ତି।

ରାୟଗଡା ଜିଲ୍ଲା ସାଧାରଣ ବଣ୍ଟନ ବ୍ୟବସ୍ଥା
Share. Facebook Twitter LinkedIn Email WhatsApp Copy Link

Related Posts

ପୂର୍ବତଟ ରେଳପଥ ମହାପ୍ରବନ୍ଧକଙ୍କ ସମ୍ବଲପୁର – ଝାରସୁଗୁଡ଼ା ରୋଡ ସେକ୍ସନ ନିରୀକ୍ଷଣ: ନିରାପତ୍ତା, ଯାତ୍ରୀ ସୁବିଧା ଏବଂ ଭିତ୍ତିଭୂମି ବିକାଶର ସମୀକ୍ଷା

May 10, 2026

ଜାତୀୟ ପଞ୍ଚାୟତ ପୁରସ୍କାର ୨୦୨୫ ଘୋଷଣା : ୫ଟି ବର୍ଗରେ ପୁରସ୍କାର ପାଇବ ଓଡ଼ିଶା

May 10, 2026

ସାମାଜିକ ସୁରକ୍ଷା କଭରେଜ୍ ପ୍ରଦାନ କ୍ଷେତ୍ରରେ ତିନି ଜନସୁରକ୍ଷା ସ୍କିମର ୧୧ ବର୍ଷ ପୂରଣ

May 10, 2026

ଆଜି କର୍ଣ୍ଣାଟକ ଏବଂ ତେଲଙ୍ଗାନା ଗସ୍ତ କରିବେ ପ୍ରଧାନମନ୍ତ୍ରୀ: ପ୍ରାୟ ୯୪୦୦ କୋଟି ଟଙ୍କା ମୂଲ୍ୟର ଏକାଧିକ ବିକାଶ ପ୍ରକଳ୍ପର କରିବେ ଉଦଘାଟନ

May 10, 2026
Latest News

ଆଜି ଉତ୍ତର ପ୍ରଦେଶରେ କ୍ୟାବିନେଟ୍ ସଂପ୍ରସାରଣ : ଜାଣନ୍ତୁ କିଏ ପଡିବେ ବାଦ

May 10, 2026

ଅପେକ୍ଷାର ଅନ୍ତ : ଆଜି ବିଜୟ ନେବେ ଶପଥ

May 10, 2026

ପୂର୍ବତଟ ରେଳପଥ ମହାପ୍ରବନ୍ଧକଙ୍କ ସମ୍ବଲପୁର – ଝାରସୁଗୁଡ଼ା ରୋଡ ସେକ୍ସନ ନିରୀକ୍ଷଣ: ନିରାପତ୍ତା, ଯାତ୍ରୀ ସୁବିଧା ଏବଂ ଭିତ୍ତିଭୂମି ବିକାଶର ସମୀକ୍ଷା

May 10, 2026

ଜାତୀୟ ପଞ୍ଚାୟତ ପୁରସ୍କାର ୨୦୨୫ ଘୋଷଣା : ୫ଟି ବର୍ଗରେ ପୁରସ୍କାର ପାଇବ ଓଡ଼ିଶା

May 10, 2026

ସାମାଜିକ ସୁରକ୍ଷା କଭରେଜ୍ ପ୍ରଦାନ କ୍ଷେତ୍ରରେ ତିନି ଜନସୁରକ୍ଷା ସ୍କିମର ୧୧ ବର୍ଷ ପୂରଣ

May 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.