Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭୁବନେଶ୍ବରରେ ପହଞ୍ଚିଲେ ବିରୋଧୀ ଦଳର ନେତା ରାହୁଳ ଗାନ୍ଧୀ, ବିମାନ ବନ୍ଦରରେ ସ୍ବାଗତ
ଆଜିର ଖବର

ଭୁବନେଶ୍ବରରେ ପହଞ୍ଚିଲେ ବିରୋଧୀ ଦଳର ନେତା ରାହୁଳ ଗାନ୍ଧୀ, ବିମାନ ବନ୍ଦରରେ ସ୍ବାଗତ

July 11, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
rahul
ଭୁବନେଶ୍ବରରେ ପହଞ୍ଚିଲେ ବିରୋଧୀ ଦଳର ନେତା ରାହୁଳ ଗାନ୍ଧୀ, ବିମାନ ବନ୍ଦରରେ ସ୍ବାଗତ

ଭୁବନେଶ୍ବର: ଆଜି ପୁର୍ବାହ୍ନରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି କଂଗ୍ରେସ ନେତା ତଥା ବିରୋଧୀ ଦଳର ନେତା ରାହୁଳ ଗାନ୍ଧୀ। ତାଙ୍କ ସହିତ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖଡଗେ ମଧ୍ୟ ଆସିଛନ୍ତି। ବିମାନ ବନ୍ଦରରେ ତାଙ୍କୁ କଂଗ୍ରେସ ତରଫରୁ ବିପୁଳ ସ୍ବାଗତ ପ୍ରଦାନ କରାଯାଇଥିଲା। ପ୍ରଦେଶ କଂଗ୍ରେସ ସଭାପତି ଭକ୍ତ ଦାସ, ଶରତ ପଟ୍ଟନାୟକ, ସୁର ରାଉତରାୟ ପ୍ରମୁଖ ତାଙ୍କୁ ଫୁଲତୋଡା ଦେଇ ସ୍ବାଗତ କରିଥିଲେ।

ବିମାନ ବନ୍ଦରର ବାହାରେ ହଜାରହଜାର କଂଗ୍ରେସ କର୍ମି ତାଙ୍କୁ ସ୍ବାଗତ କରିଥିଲେ। ଆଦିବାସୀ ନୃତ୍ୟ ଓ ସଂଗୀତ ମାଧ୍ୟମରେ ତାଙ୍କୁ ସ୍ବାଗତ କରିଥିଲେ। ଏହାପରେ ରାହୁଳ, ଖଡଗେ ଏବଂ ଭକ୍ତ ଦାସ ଗୋଟିଏ ଗାଡିରେ ଏକାଠି ଆସି ରୋଡ ସୋରେ ଭାଗ ନେଉଛନ୍ତି। ରାସ୍ତାର ଦୁଇ ପାର୍ଶରେ କଂଗ୍ରେସ କର୍ମିମାନେ ତାଙ୍କୁ ହାତ ହଲାଇ ଅଭିନନ୍ଦନ କରିଛନ୍ତି। ଏହାପରେ ରାହୁଳ ବରମୁଣ୍ଡା ଆଡକୁ ଅଗ୍ରସର ହୋଇଛନ୍ତି।

Rahul in Odisha ଓଡିଶାରେ ରାହୁଳ ଗାନ୍ଧୀ ରାହୁଳ ଗାନ୍ଧୀ
Share. Facebook Twitter LinkedIn Email WhatsApp Copy Link

Related Posts

ଲୋକସଭାରେ ହଟ୍ଟଗୋଳ: ଅପରାହ୍ନ ୨ଟା ପର୍ଯ୍ୟନ୍ତ ମୁଲତବୀ

August 4, 2025

ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବୁ ସୋରେନଙ୍କ ଦେହାନ୍ତ: ୮୧ ବର୍ଷ ବୟସରେ ତ୍ୟାଗ କଲେ ଶେଷ ନିଶ୍ଵାସ

August 4, 2025

BSNL ଉପଭୋକ୍ତାଙ୍କ ପାଇଁ ବଡ଼ ଝଟକା!: ଏହି ପ୍ଲାନର ହ୍ରାସ ପାଇଲା ବୈଧତା, ଜାଣନ୍ତୁ କ’ଣ ହେଲା ପରିବର୍ତ୍ତନ

August 4, 2025

ଆଜି ଶ୍ରାବଣ ଶେଷ ସୋମବାର, ବିଭିନ୍ନ ଶୈବ୍ୟ ପିଠରେ କାଉଡିଆଙ୍କ ପ୍ରବଳ ଭିଡ

August 4, 2025
Latest News

ଲୋକସଭାରେ ହଟ୍ଟଗୋଳ: ଅପରାହ୍ନ ୨ଟା ପର୍ଯ୍ୟନ୍ତ ମୁଲତବୀ

August 4, 2025

ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବୁ ସୋରେନଙ୍କ ଦେହାନ୍ତ: ୮୧ ବର୍ଷ ବୟସରେ ତ୍ୟାଗ କଲେ ଶେଷ ନିଶ୍ଵାସ

August 4, 2025

BSNL ଉପଭୋକ୍ତାଙ୍କ ପାଇଁ ବଡ଼ ଝଟକା!: ଏହି ପ୍ଲାନର ହ୍ରାସ ପାଇଲା ବୈଧତା, ଜାଣନ୍ତୁ କ’ଣ ହେଲା ପରିବର୍ତ୍ତନ

August 4, 2025

ଆଜି ଶ୍ରାବଣ ଶେଷ ସୋମବାର, ବିଭିନ୍ନ ଶୈବ୍ୟ ପିଠରେ କାଉଡିଆଙ୍କ ପ୍ରବଳ ଭିଡ

August 4, 2025

ଏବେ ଭାରତ ଉପରେ ୧୦୦ ପ୍ରତିଶତ ଶୁଳ୍କ ଲଗାଇବାକୁ ଧମକ ଦେଲେ ଟ୍ରମ୍ପଙ୍କ ବିଶସ୍ତ!: ଆଣିଲେ ସାଂଘାତିକ ଅଭିଯୋଗ

August 4, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.