Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରୋଜଗାର ମେଳା: ଆଜି ୫୧ ହଜାର ନବନିଯୁକ୍ତଙ୍କୁ ନିଯୁକ୍ତିପତ୍ର ଦେବେ ପ୍ରଧାନମନ୍ତ୍ରୀ
ଆଜିର ଖବର

ରୋଜଗାର ମେଳା: ଆଜି ୫୧ ହଜାର ନବନିଯୁକ୍ତଙ୍କୁ ନିଯୁକ୍ତିପତ୍ର ଦେବେ ପ୍ରଧାନମନ୍ତ୍ରୀ

July 12, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ପୂର୍ବାହ୍ନ ପ୍ରାୟ ୧୧ଟାରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ବିଭିନ୍ନ ସରକାରୀ ବିଭାଗ ଓ ସଙ୍ଗଠନରେ ନବନିଯୁକ୍ତ ୫୧ ହଜାରରୁ ଅଧିକ ଯୁବକଯୁବତୀଙ୍କୁ ନିଯୁକ୍ତିପତ୍ର ବିତରଣ କରିବେ। ଏହି ଅବସରରେ ସେ ନବନିଯୁକ୍ତଙ୍କୁ ସମ୍ବୋଧିତ କରିବେ।

ରୋଜଗାର ମେଳା, ରୋଜଗାର ସୃଜନକୁ ସର୍ବୋଚ୍ଚ ପ୍ରାଥମିକତା ଦେବା ପାଇଁ ପ୍ରଧାନମନ୍ତ୍ରୀଙ୍କ ପ୍ରତିବଦ୍ଧତାକୁ ସମ୍ପୂର୍ଣ୍ଣ କରିବା ଦିଗରେ ଏକ ପଦକ୍ଷେପ। ରୋଜଗାର ମେଳା ଯୁବପିଢ଼ିକୁ ସଶକ୍ତ କରିବା ସହ ରାଷ୍ଟ୍ର ନିର୍ମାଣରେ ସେମାନଙ୍କ ଭାଗିଦାରୀ ସକାଶେ ସାର୍ଥକ ଅବସର ପ୍ରଦାନ କରିବା ପାଇଁ ଏକ ମହତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବ । ଦେଶବ୍ୟାପୀ ରୋଜଗାର ମେଳା ମାଧ୍ୟମରେ ଏ ପର୍ଯ୍ୟନ୍ତ ୧୦ ଲକ୍ଷରୁ ଅଧିକ ନିଯୁକ୍ତିପତ୍ର ପ୍ରଦାନ କରାଯାଇଛି ।

ଷୋଡ଼ଶ ରୋଜଗାର ମେଳା ଦେଶବ୍ୟାପୀ ୪୭ ଟି ସ୍ଥାନରେ ଆୟୋଜନ କରାଯିବ । ଏହି ନିଯୁକ୍ତି କେନ୍ଦ୍ର ସରକାରଙ୍କ ବିଭିନ୍ନ ମନ୍ତ୍ରଣାଳୟ ଏବଂ ବିଭାଗରେ ପ୍ରଦାନ କରାଯାଉଛି । ଦେଶବ୍ୟାପୀ ଚୟନ ହୋଇଥିବା ଏହି ନୂତନ କର୍ମଚାରୀମାନେ ରେଳ ମନ୍ତ୍ରଣାଳୟ, ଗୃହ ମନ୍ତ୍ରଣାଳୟ, ଡାକ ବିଭାଗ, ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ମନ୍ତ୍ରଣାଳୟ, ଅର୍ଥ ସେବା ବିଭାଗ, ଶ୍ରମ ଏବଂ ରୋଜଗାର ମନ୍ତ୍ରଣାଳୟ ସହିତ ଅନ୍ୟ ବିଭାଗ ଏବଂ ମନ୍ତ୍ରଣାଳୟ ଗୁଡ଼ିକରେ  ଯୋଗଦେବେ।

ନରେନ୍ଦ୍ର ମୋଦୀ ନିଯୁକ୍ତିପତ୍ର ଭିଡିଓ କନଫରେନ୍ସିଂ ରୋଜଗାର ମେଳା ସରକାରୀ ବିଭାଗ
Share. Facebook Twitter LinkedIn Email WhatsApp Copy Link

Related Posts

ଇଞ୍ଜେକ୍ସନ ନେଇ ଖେଳୁଛନ୍ତି ଏହି ଭାରତୀୟ ବୋଲର, ଗିଲଙ୍କ ସହ କଥା ହେଲା ବେଳେ ଭିଡ଼ିଓ ଭାଇରାଲ୍

August 4, 2025

ଅଗଷ୍ଟ ୧୫ ରୁ ମାତ୍ର ୧୫ ଟଙ୍କା ଖର୍ଚ୍ଚ କରି ପାର ହୋଇପାରିବେ ଟୋଲ୍ ପ୍ଲାଜା, କେବଳ କରିବାକୁ ପଡ଼ିବ ଏହି କାମ

August 4, 2025

ଆପଣ କିପରି ଜାଣିଲେ ଚୀନ୍ ୨୦୦୦ କିମି ଜମି ଦଖଲ କରିଛି?: ରାହୁଲ ଗାନ୍ଧୀଙ୍କୁ ଭର୍ତ୍ସନା କଲେ ସୁପ୍ରିମକୋର୍ଟ

August 4, 2025

ଲୋକସଭାରେ ହଟ୍ଟଗୋଳ: ଅପରାହ୍ନ ୨ଟା ପର୍ଯ୍ୟନ୍ତ ମୁଲତବୀ

August 4, 2025
Latest News

ଇଞ୍ଜେକ୍ସନ ନେଇ ଖେଳୁଛନ୍ତି ଏହି ଭାରତୀୟ ବୋଲର, ଗିଲଙ୍କ ସହ କଥା ହେଲା ବେଳେ ଭିଡ଼ିଓ ଭାଇରାଲ୍

August 4, 2025

ଅଗଷ୍ଟ ୧୫ ରୁ ମାତ୍ର ୧୫ ଟଙ୍କା ଖର୍ଚ୍ଚ କରି ପାର ହୋଇପାରିବେ ଟୋଲ୍ ପ୍ଲାଜା, କେବଳ କରିବାକୁ ପଡ଼ିବ ଏହି କାମ

August 4, 2025

ଆପଣ କିପରି ଜାଣିଲେ ଚୀନ୍ ୨୦୦୦ କିମି ଜମି ଦଖଲ କରିଛି?: ରାହୁଲ ଗାନ୍ଧୀଙ୍କୁ ଭର୍ତ୍ସନା କଲେ ସୁପ୍ରିମକୋର୍ଟ

August 4, 2025

ଲୋକସଭାରେ ହଟ୍ଟଗୋଳ: ଅପରାହ୍ନ ୨ଟା ପର୍ଯ୍ୟନ୍ତ ମୁଲତବୀ

August 4, 2025

ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବୁ ସୋରେନଙ୍କ ଦେହାନ୍ତ: ୮୧ ବର୍ଷ ବୟସରେ ତ୍ୟାଗ କଲେ ଶେଷ ନିଶ୍ଵାସ

August 4, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.