Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିଷମକଟକରେ ନାବାଳିକାଙ୍କୁ ଦୁଷ୍କର୍ମ : ଦୁଇ ନାବାଳକ ଅଟକ
ଆଜିର ଖବର

ବିଷମକଟକରେ ନାବାଳିକାଙ୍କୁ ଦୁଷ୍କର୍ମ : ଦୁଇ ନାବାଳକ ଅଟକ

July 26, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ରାଜ୍ୟରେ ପୁଣି ଏକ ନାବାଳିକା ଦୁଷ୍କର୍ମ ଘଟଣା ସମ୍ମୁଖକୁ ଆସିଛି । ରାୟଗଡ଼ା ବିଷମକଟକରେ ପୁଣି ଜଣେ ନାବାଳିକା ବଳାତ୍କାରର ଶିକାର ହୋଇଛି । ଏ ନେଇ ପୀଡ଼ିତାଙ୍କ ମା’ ବିଷମକଟକ ଥାନାରେ ଅଭିଯୋଗ କରିଛନ୍ତି । ବଳାତ୍କାର ମାମଲାରେ ପୋଲିସ ଦୁଇ ଜଣ ନାବାଳକଙ୍କୁ ଅଟକ ରଖିଛି । ପୀଡ଼ିତାଙ୍କ ମା’ଙ୍କ ଅଭିଯୋଗ ମୁତାବକ, ଗତ ୧୭ ତାରିଖ ଦିନ ସେ ଘରେ ନ ଥିବାବେଳେ ଦୁଇ ଜଣ ନାବାଳକ ତାଙ୍କ ନାବାଳିକା ଝିଅଙ୍କୁ ବଳାତ୍କାର କରିଛନ୍ତି । ଝିଅ ଭୟରେ କିଛି ପରିବାର ଲୋକଙ୍କ ଆଗରେ କହୁ ନ ଥିଲେ । ପରବର୍ତ୍ତୀ ସମୟରେ ଅସୁସ୍ଥ ହେବାରୁ ଘଟଣା ସାମ୍ନାକୁ ଆସିଛି । ଏଥିରେ ଦୁଇ ଜଣ ନାବାଳକ ସାମିଲ ଥିବା ସେ ଅଭିଯୋଗ କରିଛନ୍ତି । ପୋଲିସ ସଂପୃକ୍ତ ନାବାଳକଙ୍କୁ ଅଟକ ରଖି ପଚରାଉଚରା କରୁଛି । ଏହା ସହିତ ପୀଡ଼ିତାଙ୍କର ଡାକ୍ତରୀମାଇନା କରାଇ ତଦନ୍ତ ଆରମ୍ଭ କରିଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ଲୋୟର ପିଏମ୍‌ଜି ହଙ୍ଗାମା: ଗିରଫ ସଂଖ୍ୟା ୧୧୩, ୭ଟି ମାମଲା ରୁଜୁ

August 20, 2026

ଶସ୍ତା ହେଲା ସୁନା ଏବଂ ରୂପା: ଜାଣନ୍ତୁ ଅଗଷ୍ଟ 20 ରେ କେତେ ରହିଛି ମୂଲ୍ୟ?

August 20, 2026

ବେଣ୍ଟ ଜଙ୍ଗଲରୁ ଅଜଣା ବ୍ୟକ୍ତିଙ୍କ ଗଳିତ କଙ୍କାଳ ଉଦ୍ଧାର: ରହସ୍ୟ ଘେରରେ ମୃତ୍ୟୁ

August 20, 2026

ରାଜ୍ୟ ରାଜପଥରେ ୩ ଫୁଟର ପାଣି

August 20, 2026
Latest News

ଲୋୟର ପିଏମ୍‌ଜି ହଙ୍ଗାମା: ଗିରଫ ସଂଖ୍ୟା ୧୧୩, ୭ଟି ମାମଲା ରୁଜୁ

August 20, 2026

ଶସ୍ତା ହେଲା ସୁନା ଏବଂ ରୂପା: ଜାଣନ୍ତୁ ଅଗଷ୍ଟ 20 ରେ କେତେ ରହିଛି ମୂଲ୍ୟ?

August 20, 2026

ବେଣ୍ଟ ଜଙ୍ଗଲରୁ ଅଜଣା ବ୍ୟକ୍ତିଙ୍କ ଗଳିତ କଙ୍କାଳ ଉଦ୍ଧାର: ରହସ୍ୟ ଘେରରେ ମୃତ୍ୟୁ

August 20, 2026

ରାଜ୍ୟ ରାଜପଥରେ ୩ ଫୁଟର ପାଣି

August 20, 2026

ଏସ୍‌ସିବିରେ ହେବ ଆଉ ଏକ ମେଡିସିନ୍‌ ବ୍ଲକ୍‌

August 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.