Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଷ୍ଟ୍ରପତିଙ୍କ ଓଡିଶା ଗସ୍ତ: ସୁରକ୍ଷା ବ୍ୟବସ୍ଥା ସମୀକ୍ଷା କଲେ ରାଜ୍ୟ ମୁଖ୍ୟ ଶାସନ ସଚିବ
ଆଜିର ଖବର

ରାଷ୍ଟ୍ରପତିଙ୍କ ଓଡିଶା ଗସ୍ତ: ସୁରକ୍ଷା ବ୍ୟବସ୍ଥା ସମୀକ୍ଷା କଲେ ରାଜ୍ୟ ମୁଖ୍ୟ ଶାସନ ସଚିବ

July 12, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ଚଳିତ ମାସ ୧୪ ତାରିଖରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ରାଜଧାନୀ ଭୁବନେଶ୍ୱରର ଏମ୍ସରେ ଅନୁଷ୍ଠିତ ହେବାକୁ ଥିବା କାର୍ଯ୍ୟକ୍ରମରେ ଯୋଗ ଦେବେ। ଏହି ପରିପ୍ରେକ୍ଷୀରେ ରାଜ୍ୟ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆ ପ୍ରମୁଖ ଏମ୍ସ ପରିଦର୍ଶନ କରିବା ସହ ସେଠାକାର ସୁରକ୍ଷା ବ୍ୟବସ୍ଥା ସଂକ୍ରାନ୍ତରେ ବିସ୍ତୃତ ଭାବେ ସମୀକ୍ଷା କରିଛନ୍ତି। ଏ

ହି ଅବସରରେ ଭୁବନେଶ୍ୱର- କଟକ ପୋଲିସ କମିଶନର, ଅତିରିକ୍ତ ପୋଲିସ କମିଶନର, ଭୁବନେଶ୍ୱର ଡିସିପିଙ୍କ ସମେତ ଏମ୍ସର ବରିଷ୍ଠ ପଦାଧିକାରୀ ଉପସ୍ଥିତ ଥିଲେ।

ଦ୍ରୌପଦୀ ମୁର୍ମୁ ମନୋଜ ଆହୁଜା ଯୋଗେଶ ବାହାଦୁର ଖୁରାନିଆ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ
Share. Facebook Twitter LinkedIn Email WhatsApp Copy Link

Related Posts

ସପ୍ତମ ଦିନରେ ଆଉଟସୋର୍ସିଙ୍ଗ କର୍ମଚାରୀଙ୍କ ଆନ୍ଦୋଳନ

March 16, 2026

ଯାତ୍ରୀଗଣ ଧ୍ୟାନ ଦିଅନ୍ତୁ: ପୁରୀ ଷ୍ଟେସନରେ ଭିତ୍ତିଭୂମି ଉନ୍ନତିକରଣ ପାଇଁ ଟ୍ରେନ୍ ଚଳାଚଳରେ ପରିବର୍ତ୍ତନ

March 16, 2026

ଚର୍ଲାପାଲ୍ଲିରୁ କାମାକ୍ଷା ଓ ଶାଲିମାରକୁ ଦୁଇଟି ଅମୃତ ଭାରତ ଏକ୍ସପ୍ରେସ୍ ଟ୍ରେନ ସେବା

March 16, 2026

Common PG Entrance Test ଆବେଦନ ପାଇଁ ବଢିଲା ସମୟ ସୀମା 

March 16, 2026
Latest News

ସପ୍ତମ ଦିନରେ ଆଉଟସୋର୍ସିଙ୍ଗ କର୍ମଚାରୀଙ୍କ ଆନ୍ଦୋଳନ

March 16, 2026

ଯାତ୍ରୀଗଣ ଧ୍ୟାନ ଦିଅନ୍ତୁ: ପୁରୀ ଷ୍ଟେସନରେ ଭିତ୍ତିଭୂମି ଉନ୍ନତିକରଣ ପାଇଁ ଟ୍ରେନ୍ ଚଳାଚଳରେ ପରିବର୍ତ୍ତନ

March 16, 2026

ଚର୍ଲାପାଲ୍ଲିରୁ କାମାକ୍ଷା ଓ ଶାଲିମାରକୁ ଦୁଇଟି ଅମୃତ ଭାରତ ଏକ୍ସପ୍ରେସ୍ ଟ୍ରେନ ସେବା

March 16, 2026

Common PG Entrance Test ଆବେଦନ ପାଇଁ ବଢିଲା ସମୟ ସୀମା 

March 16, 2026

ରାଜ୍ୟସଭା ଜିତିବା ପରେ ମନମୋହନ, ସୁଜିତ କୁମାର ଏବଂ ଦିଲ୍ଲୀପ ରାୟଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

March 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.