Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଏଫଏମ କଲେଜରେ ଆତ୍ମହତ୍ୟା କରିଥିବା ଛାତ୍ରୀଙ୍କ ଅବସ୍ଥା ସଙ୍କଟାପନ୍ନ, ହୋଇପାରେ ଏୟାର ଲିଫ୍ଟ
ଆଜିର ଖବର

ଏଫଏମ କଲେଜରେ ଆତ୍ମହତ୍ୟା କରିଥିବା ଛାତ୍ରୀଙ୍କ ଅବସ୍ଥା ସଙ୍କଟାପନ୍ନ, ହୋଇପାରେ ଏୟାର ଲିଫ୍ଟ

July 13, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
fmcollage

ଭୁବନେଶ୍ବର: ବାଲେଶ୍ବର ଏଫଏମ କଲେଜରେ ଆତ୍ମହତ୍ୟା ଉଦ୍ୟମ କରିଥିବା ଛାତ୍ରୀଙ୍କ ଅବସ୍ଥା ସଙ୍କଟାପନ୍ନ। ଗତକାଲି ତାଙ୍କୁ ଏମସରେ ଭର୍ତ୍ତି କରାଯାଇଥିଲେ ମଧ୍ୟ ସେ ଏପର୍ଯ୍ୟନ୍ତ ବିପଦ ମୁକ୍ତ ହୋଇପାରି ନାହାଁନ୍ତି। ତାଙ୍କୁ ଚିକିତ୍ସା କରିବା ପାଇଁ ଏମସରେ ଏକ ଡାକ୍ତରି ଦଳ ଗଠନ କରାଯାଇଛି। ହେଲେ ଛାତ୍ରୀଙ୍କ ଅବସ୍ଥାରେ କୌଣସି ସୁଧାର ଆସିପାରି ନାହିଁ।

ଏପଟେ ରାଜ୍ୟ ସରକାର କହିଛନ୍ତି ଯେ, ଯଦି ଛାତ୍ରୀଙ୍କର ଅଧିକ ଚିକିତ୍ସାର ଆବଶ୍ୟକତା ରହିଛି ତେବେ ତାଙ୍କୁ ଏୟାର ଲିଫ୍ଟ କରାଯିବ। ଏ ନେଇ ସମସ୍ତ ବନ୍ଦୋବସ୍ତ କରାଯାଇଛି। ହେଲେ ସେପଟେ ଛାତ୍ରୀଙ୍କ ଯେପରି ଅବସ୍ଥା ସେଥିରେ ଏୟାର ଲିଫ୍ଟ କରିବା ସମ୍ଭବ ନୁହେଁ ବୋଲି ଜଣାପଡିଛି।

ଗତକାଲି କଲେଜର ଜଣେ ସହକାରୀ ପ୍ରଫେସରଙ୍କ ଯୌନ ନିର୍ଯ୍ୟାତନା ଅଭିଯୋଗ ଆଣି କଲେଜ ଅଧ୍ୟକ୍ଷ କାର୍ଯ୍ୟାଳୟ ସମ୍ମୁଖରେ ଆତ୍ମହତ୍ୟା ଉଦ୍ୟମ କରିଥିଲେ। ଛାତ୍ରୀ ଜଣଙ୍କ କଲେଜ ଅଧ୍ୟକ୍ଷଙ୍କୁ ଏ ନେଇ ଲିଖିତ ଅଭିଯୋଗ କରିଥିଲେ। ହେଲେ କେହି କିଛି ଶୁଣିଲେ ନାହିଁ। ଏହାପରେ ଛାତ୍ରୀଜଣଙ୍କ ପୋଲିସର ଏଫଆଇଆର ଦେଲେ। କୌଣସି କାର୍ଯ୍ୟାନୁଷ୍ଠାନ ହେଲା ନାହିଁ।

ତେବେ ଗତକାଲି ଅଧ୍ୟକ୍ଷ ଛାତ୍ରୀଙ୍କୁ ଡାକି ଏହି ଅଭିଯୋଗ ପ୍ରତ୍ୟାହର କରିବା ପାଇଁ ଚାପ ପକାଇଥିଲେ। ଯେଉଁଥିପାଇଁ ଛାତ୍ରୀ ଜଣଙ୍କ ଉତକ୍ଷିପ୍ତ ହୋଇପଡିଥିଲେ। ଅଧ୍ୟକ୍ଷକଙ୍କ ଅଫିସରୁ ବାହାରି ସେ ଆତ୍ମହତ୍ୟା ଉଦ୍ୟମ କରିଥିଲେ।

F M Collage ଏଫଏମ କଲେଜ
Share. Facebook Twitter LinkedIn Email WhatsApp Copy Link

Related Posts

‘ଫଳାଫଳ ଚକିତ କରିବ’: ଉପରାଷ୍ଟ୍ରପତି ନିର୍ବାଚନ ମଧ୍ୟରେ ସଞ୍ଜୟ ସିଂହଙ୍କ ବଡ ଦାବି

September 9, 2025

ନେପାଳର ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଦେଲେ କେପି ଶର୍ମା ଓଲି

September 9, 2025

Asia Cup 2025: ଏହି ପ୍ଲେଇଂ ୧୧ ସହିତ ଏସିଆ କପ୍ ରେ ପ୍ରବେଶ କରିପାରେ ଟିମ୍ ଇଣ୍ଡିଆ

September 9, 2025

‘ଆମେ ନିଶ୍ଚିତ ଜିତିବୁ’: ଭୋଟ ଦେବା ପୂର୍ବରୁ ଉପରାଷ୍ଟ୍ରପତି ପ୍ରାର୍ଥୀ ବି. ସୁଦର୍ଶନ ରେଡ୍ଡୀଙ୍କ ବଡ ଦାବି

September 9, 2025
Latest News

‘ଫଳାଫଳ ଚକିତ କରିବ’: ଉପରାଷ୍ଟ୍ରପତି ନିର୍ବାଚନ ମଧ୍ୟରେ ସଞ୍ଜୟ ସିଂହଙ୍କ ବଡ ଦାବି

September 9, 2025

ନେପାଳର ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଦେଲେ କେପି ଶର୍ମା ଓଲି

September 9, 2025

Asia Cup 2025: ଏହି ପ୍ଲେଇଂ ୧୧ ସହିତ ଏସିଆ କପ୍ ରେ ପ୍ରବେଶ କରିପାରେ ଟିମ୍ ଇଣ୍ଡିଆ

September 9, 2025

‘ଆମେ ନିଶ୍ଚିତ ଜିତିବୁ’: ଭୋଟ ଦେବା ପୂର୍ବରୁ ଉପରାଷ୍ଟ୍ରପତି ପ୍ରାର୍ଥୀ ବି. ସୁଦର୍ଶନ ରେଡ୍ଡୀଙ୍କ ବଡ ଦାବି

September 9, 2025

ପ୍ରଥମ ସପ୍ତାହାନ୍ତରେ ‘ଦି ବେଙ୍ଗଲ୍ ଫାଇଲ୍ସ’ର ଆୟ ୧୧୧% ବୃଦ୍ଧି, ଜାଣନ୍ତୁ ସବୁକିଛି

September 9, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.