Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଚାଷ ଜମିରେ କାମ କରୁଥିବା ବେଳେ ବଜ୍ରପାତ ଘଟି ଜଣଙ୍କର ମୃତ୍ୟୁ
ଆଜିର ଖବର

ଚାଷ ଜମିରେ କାମ କରୁଥିବା ବେଳେ ବଜ୍ରପାତ ଘଟି ଜଣଙ୍କର ମୃତ୍ୟୁ

July 13, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ରଣପୁର: ରଣପୁର ତହସିଲ ଅନ୍ତର୍ଗତ ପିମ୍ପଲ ଗ୍ରାମରେ ବଜ୍ରପାତରେ ଜଣେ ବ୍ୟକ୍ତି ମୃତ୍ୟୁବରଣ କରିଥିବା ଅଭିଯୋଗ ହୋଇଛି. ପ୍ରାପ୍ତ ସୂଚନା ଅନୁଯାୟୀ ପିମ୍ପଲ ଗ୍ରାମର ଉଦ୍ୟନାଥ ରାଉତରାୟଙ୍କ ପୁଅ ଦାଶରଥି ରାଉତରାୟ (୫୫) ଚାଷ ଜମିକୁ ଶନିବାର ଅପରାହ୍ନରେ କାମ କରିବା ପାଇଁ ଯାଇଥିବା ବେଳେ ହଠାତ ବଜ୍ରପାତ ସହ ପ୍ରବଳ ବର୍ଷା ହୋଇଥିଲା। ଘରକୁ ଫେରିବାରେ ବିଳମ୍ବ ହେବାରୁ ପରିବାର ଲୋକେ ବହୁ ଖୋଜା ଖୋଜି କରିବା ପରେ ଆମହନ୍ତ ଗହିରା ମଧ୍ୟରୁ ଦାଶରଥିଙ୍କୁ ଅଚେତ ଅବସ୍ଥାରେ ପାଇଥିଲେ। ପରେ ତାଙ୍କୁ ରଣପୁର ଡାକ୍ତରଖାନାକୁ ଆଣିଥିଲେ। କିନ୍ତୁ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ।

ଶନିବାର ଅପରାହ୍ନରେ ପ୍ରବଳମାତ୍ରାରେ ବଜ୍ରପାତ ହୋଇଥିବା ହେତୁ ଓ ତାଙ୍କ ଶରୀରରେ ସୃଷ୍ଟି ହୋଇଥିବା କ୍ଷତକୁ ନେଇ ସେ ବଜ୍ରପାତରେ ପ୍ରଣହରାଇଥିବା ଗ୍ରାମବାସୀ ପ୍ରକାଶ କରିଛନ୍ତି।

ଦାଶରଥିଙ୍କ ଅକାଳ ବିୟୋଗରେ ତାଙ୍କ ପରିବାର ଭାଙ୍ଗି ପଡ଼ିଥିବା ବେଳେ ଗ୍ରାମରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି।

ବଜ୍ରପାତ ରଣପୁର
Share. Facebook Twitter LinkedIn Email WhatsApp Copy Link

Related Posts

ମୃତ୍ୟୁଞ୍ଜୟ-ହାରାମଣୀ ଛାତ୍ରବୃତ୍ତି ମେଧା ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ

May 17, 2026

ନେଦରଲ୍ୟାଣ୍ଡ ପ୍ରଧାନମନ୍ତ୍ରୀଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଆନୁଷ୍ଠାନିକ ଆଲୋଚନା

May 17, 2026

ଡଚ୍ ସିଇଓମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ସାକ୍ଷାତ

May 17, 2026

ଶିକ୍ଷା ବିକାଶ ସମିତି ପକ୍ଷରୁ ମେଧାବୀ ଅଭିନନ୍ଦନ ୨୦୨୬ ଉତ୍ସବ

May 17, 2026
Latest News

ମୃତ୍ୟୁଞ୍ଜୟ-ହାରାମଣୀ ଛାତ୍ରବୃତ୍ତି ମେଧା ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ

May 17, 2026

ନେଦରଲ୍ୟାଣ୍ଡ ପ୍ରଧାନମନ୍ତ୍ରୀଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଆନୁଷ୍ଠାନିକ ଆଲୋଚନା

May 17, 2026

ଡଚ୍ ସିଇଓମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ସାକ୍ଷାତ

May 17, 2026

ଶିକ୍ଷା ବିକାଶ ସମିତି ପକ୍ଷରୁ ମେଧାବୀ ଅଭିନନ୍ଦନ ୨୦୨୬ ଉତ୍ସବ

May 17, 2026

ନିମାପଡ଼ା ପଥ ଉତ୍ସବ ଓ ଉତ୍କର୍ଷ ନିମାପଡା ଲୋଗୋ ଉନ୍ମୋଚନ କାର୍ଯ୍ୟକ୍ରମ ଅନୁଷ୍ଠିତ

May 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.