Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆସନ୍ତାକାଲି ଭୁବନେଶ୍ୱର ଏବଂ କଟକ ଗସ୍ତରେ ଆସିବେ ରାଷ୍ଟ୍ରପତି
ଆଜିର ଖବର

ଆସନ୍ତାକାଲି ଭୁବନେଶ୍ୱର ଏବଂ କଟକ ଗସ୍ତରେ ଆସିବେ ରାଷ୍ଟ୍ରପତି

July 13, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
draupadi murmu
ଅକ୍ଟୋବର ୨୧ ରୁ ୨୪ ପର୍ଯ୍ୟନ୍ତ କେରଳ ଗସ୍ତ କରିବେ ରାଷ୍ଟ୍ରପତି: ଜାଣନ୍ତୁ କାର୍ଯ୍ୟକ୍ରମ

ଭୁବନେଶ୍ଵର: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଜୁଲାଇ ୧୪ ଓ ୧୫ ତାରିଖରେ ଭୁବନେଶ୍ୱର ଏବଂ କଟକ ଗସ୍ତରେ ଆସୁଛନ୍ତି।

ଆସନ୍ତାକାଲି ରାଷ୍ଟ୍ରପତି ଭୁବନେଶ୍ବରସ୍ଥିତ ଅଖିଳ ଭାରତୀୟ ଆୟୁର୍ବିଜ୍ଞାନ ସଂସ୍ଥାନ (ଏମ୍ସ)ର ପଞ୍ଚମ ସମାବର୍ତ୍ତନ ସମାରୋହରେ ଅଂଶଗ୍ରହଣ କରିବେ।

ଜୁଲାଇ ୧୫ ତାରିଖରେ ଶ୍ରୀମତୀ ମୁର୍ମୁ କଟକ ରେଭେନ୍ସା ବିଶ୍ୱବିଦ୍ୟାଳୟର ତ୍ରୟୋଦଶ ଦୀକ୍ଷାନ୍ତ ସମାରୋହରେ ଅତିଥି ଭାବେ ଯୋଗଦାନ କରିବା ସହିତ ରେଭେନ୍ସା ବାଳିକା ଉଚ୍ଚ ବିଦ୍ୟାଳୟର ତିନୋଟି ଅଟ୍ଟାଳିକାର ପୁନର୍ବିକାଶ ଲାଗି ଶିଳାନ୍ୟାସ କରିବେ। ସେ ମଧ୍ୟ ଆଦିକବି ସାରଳା ଦାସଙ୍କ ଜନ୍ମ ବାର୍ଷିକୀ ସମାରୋହରେ ଯୋଗ ଦେବା ସହିତ କଳିଙ୍ଗ ରତ୍ନ ପୁରସ୍କାର-୨୦୨୪ ପ୍ରଦାନ କରିବାର କାର୍ଯ୍ୟକ୍ରମ ରହିଛି।

କଟକ ଦ୍ରୌପଦୀ ମୁର୍ମୁ ଭୁବନେଶ୍ୱର
Share. Facebook Twitter LinkedIn Email WhatsApp Copy Link

Related Posts

ମହମ୍ମଦ ସିରାଜ ଅଧିନାୟକ ନିଯୁକ୍ତ: ଘୋଷଣା କଲା HCA 

September 12, 2026

୨୧ରୁ ଆରମ୍ଭ ହେବ ନୂଆଦିଲ୍ଲୀ-ଗୁଆଙ୍ଗଜୋ ବିମାନ ସେବା

September 12, 2026

ସାମାନ୍ୟ ବଚସାରୁ ତାତିଲା ଗାଁ, ଖଣ୍ଡା ଧରି ଯୁବକଙ୍କ ତାଣ୍ଡବ

September 12, 2026

ଆମେରିକାରେ UPIର ନୂଆ ଅଧ୍ୟାୟ, Zelle ସହ ହେବ ଡିଜିଟାଲ୍‌ ପେମେଣ୍ଟ ବ୍ରିଜ୍‌

September 12, 2026
Latest News

୭ ବର୍ଷ ପରେ ଭାରତ ଆସୁଛନ୍ତି ସି ଜିନପିଙ୍ଗ: ମୋଦିଙ୍କ ସହ ହେବ ବଡ଼ ବୈଠକ

September 12, 2026

ମହମ୍ମଦ ସିରାଜ ଅଧିନାୟକ ନିଯୁକ୍ତ: ଘୋଷଣା କଲା HCA 

September 12, 2026

୨୧ରୁ ଆରମ୍ଭ ହେବ ନୂଆଦିଲ୍ଲୀ-ଗୁଆଙ୍ଗଜୋ ବିମାନ ସେବା

September 12, 2026

ସାମାନ୍ୟ ବଚସାରୁ ତାତିଲା ଗାଁ, ଖଣ୍ଡା ଧରି ଯୁବକଙ୍କ ତାଣ୍ଡବ

September 12, 2026

ହରିଶ ରାୱତଙ୍କ ଇସ୍ତଫା ପଛରେ ବଡ଼ ରାଜନୈତିକ ଟ୍ୱିଷ୍ଟ! ୨୦୨୭ ପୂର୍ବରୁ ଉଷ୍ମ ଉତ୍ତରାଖଣ୍ଡ ରାଜନୀତି

September 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.