Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦିଅଁ ଦେବତାକୁ ବି ଛାଡ଼ିଲେନି ଦୁର୍ବୃତ୍ତ: ନାଚୁଣୀ ଥାନା ଅଞ୍ଚଳରୁ ତିନି ମନ୍ଦିରରୁ କଲେ ସିରିଜ ଚୋରି
ଆଜିର ଖବର

ଦିଅଁ ଦେବତାକୁ ବି ଛାଡ଼ିଲେନି ଦୁର୍ବୃତ୍ତ: ନାଚୁଣୀ ଥାନା ଅଞ୍ଚଳରୁ ତିନି ମନ୍ଦିରରୁ କଲେ ସିରିଜ ଚୋରି

July 14, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ନାଚୁଣୀ: ଖୋର୍ଦ୍ଧା ଜିଲ୍ଲା ନାଚୁଣୀ ଥାନା ଅନ୍ତର୍ଗତ ଗମ୍ଭାରୀମୁଣ୍ଡା ଅଞ୍ଚଳର ତିନି ଗୋଟି ମନ୍ଦିରରୁ ସିରିଜ ଚୋରି ହୋଇଥିବା ଅଭିଯୋଗ ହୋଇଛି।

ଅଭିଯୋଗ ମୁତାବକ ଗତକାଲି ସକାଳେ ଉକ୍ତ ଅଞ୍ଚଳର ହନୁମାନ ମନ୍ଦିର, ମା’ ରାମଚଣ୍ଡୀ ମନ୍ଦିର ଏବଂ ମା’ ଆଖଣ୍ଡଳମଣିଙ୍କ ମନ୍ଦିରରୁ ଲକ୍ଷାଧିକ ଟଙ୍କାର ଅଳଙ୍କାର ଏବଂ ଦାନବାକ୍ସ ଚୋରି ହୋଇଥିବାର ଅଞ୍ଚଳବାସୀ ଜାଣିବାକୁ ପାଇଥିଲେ। ଏ ନେଇ ନାଚୁଣୀ ଥାନାରେ ଅଭିଯୋଗ କଲାପରେ ପୋଲିସ ସଙ୍ଗେସଙ୍ଗେ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

ହନୁମାନ ମନ୍ଦିର ଓ ମା’ ରାମଚଣ୍ଡୀଙ୍କ ମନ୍ଦିରର ମୁଖ୍ୟ ଫାଟକର ତାଲା ଭଙ୍ଗାଥିବାରୁ ପୂଜକ ଗ୍ରାମବାସୀଙ୍କୁ ଜଣାଇଥିଲେ। ଅନୁରୂପ ଭାବେ ଉକ୍ତ ଦୁଇ ମନ୍ଦିରରୁ ଚୋରି କରିବା ପରେ ସମାନ ଢଙ୍ଗରେ ମା’ ଆଖଣ୍ଡଳମଣିଙ୍କ ମନ୍ଦିରରେ ଥିବା ଦାନବାକ୍ସଟି ମଧ୍ୟ ଲୁଟି ନେଇଥିଲେ ଲୁଟେରା।

ତେବେ ଖୋର୍ଦ୍ଧା ଏସପି ଙ୍କ ନିର୍ଦ୍ଦେଶକ୍ରମେ ଏବଂ ବାଲୁଗାଁ ଏସଡିପିଓଙ୍କ ତତ୍ୱାବଧାନରେ ନାଚୁଣୀ ପୋଲିସ ଏକାଧିକ ଟିମ ଗଠନ କରି ବିଭିନ୍ନ ଦିଗରେ ତଦନ୍ତ ଜାରି ରଖିଛି। ସେହିଭଳି ଆଜି ସାଇଣ୍ଟିଫିକ ଟିମ ପହଞ୍ଚି ତଦନ୍ତ ଆରମ୍ଭ କରିବ ବୋଲି ଥାନା ଆଇଆଇସି ସୂଚନା ଦେଇଛନ୍ତି।

ଖୋର୍ଦ୍ଧା ଜିଲ୍ଲା ଗମ୍ଭାରୀମୁଣ୍ଡା ନାଚୁଣୀ ଥାନା ମନ୍ଦିରରୁ ଚୋରି ମା' ଆଖଣ୍ଡଳମଣି ମା' ରାମଚଣ୍ଡୀ ମନ୍ଦିର ସିରିଜ ଚୋରି ହନୁମାନ ମନ୍ଦିର
Share. Facebook Twitter LinkedIn Email WhatsApp Copy Link

Related Posts

କେଏଟିଏସ ଆୟୁର୍ବେଦିକ ମହାବିଦ୍ୟାଳୟ ୪୮ବର୍ଷ ରେ ମାତ୍ର ୪ଟି ପିଜି ସିଟ

August 20, 2025

ଦଶମ ଶ୍ରେଣୀ ଛାତ୍ରଙ୍କୁ ଛୁରୀରେ ଭୁସି ହତ୍ୟା କଲା ୮ମ ଛାତ୍ର, ସ୍କୁଲ ବାହାରେ ଉତ୍ତେଜନା

August 20, 2025

ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ନାମାଙ୍କନ ଦାଖଲ କଲେ ସିପି ରାଧାକୃଷ୍ଣନ, ପ୍ରସ୍ତାବକ ହେଲେ ପ୍ରଧାନମନ୍ତ୍ରୀ ମୋଦି

August 20, 2025

ବ୍ରଡବ୍ୟାଣ୍ଡ ସଂଯୋଗରେ ମିଳୁଛି 6,000 ଟଙ୍କାର ରିହାତି, ଅନେକ OTT ମାଗଣାରେ ଉପଲବ୍ଧ

August 20, 2025
Latest News

କେଏଟିଏସ ଆୟୁର୍ବେଦିକ ମହାବିଦ୍ୟାଳୟ ୪୮ବର୍ଷ ରେ ମାତ୍ର ୪ଟି ପିଜି ସିଟ

August 20, 2025

ଦଶମ ଶ୍ରେଣୀ ଛାତ୍ରଙ୍କୁ ଛୁରୀରେ ଭୁସି ହତ୍ୟା କଲା ୮ମ ଛାତ୍ର, ସ୍କୁଲ ବାହାରେ ଉତ୍ତେଜନା

August 20, 2025

ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ନାମାଙ୍କନ ଦାଖଲ କଲେ ସିପି ରାଧାକୃଷ୍ଣନ, ପ୍ରସ୍ତାବକ ହେଲେ ପ୍ରଧାନମନ୍ତ୍ରୀ ମୋଦି

August 20, 2025

ବ୍ରଡବ୍ୟାଣ୍ଡ ସଂଯୋଗରେ ମିଳୁଛି 6,000 ଟଙ୍କାର ରିହାତି, ଅନେକ OTT ମାଗଣାରେ ଉପଲବ୍ଧ

August 20, 2025

ଅପରାଧିକ ମାମଲାରେ ପଦରୁ ହଟିବେ ପିଏମ, ମୁଖ୍ୟମନ୍ତ୍ରୀ, ମନ୍ତ୍ରୀ!: ସଂସଦରେ ଆଗତ ହେବ ୩ ଗୁରୁତ୍ୱପୂର୍ଣ୍ଣ ବିଲ୍

August 20, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.