Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମନ୍ଦିର ଗେଟ୍ କୁ ଧକ୍କା ଦେଲା ମୋଟରସାଇକେଲ: ଦୁଇ ମୃତ
ଆଜିର ଖବର

ମନ୍ଦିର ଗେଟ୍ କୁ ଧକ୍କା ଦେଲା ମୋଟରସାଇକେଲ: ଦୁଇ ମୃତ

July 14, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ପୋଲସରା ଥାନା ଅର୍ନ୍ତଗତ ଚିରିକିପଡା ଶାସନ ଶିବ ମନ୍ଦିର ତିନି ଛକରେ ଥିବା ମନ୍ଦିରର ସିଂହଦ୍ଵାରକୁ ମୋଟରସାଇକେଲ ଧକ୍କା ଦେଇଛି। ଯାହାଫଳରେ ଦୁଇ ମୋଟରସାଇକେଲ ଚାଳକ ଓ ଆରୋହୀଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଛି।

ଖବର ପାଇ ପୋଲସରା ଥାନା ଅଧିକାରୀ ଘଟଣାସ୍ଥଳରେ ପହଞ୍ଚିଥିଲେ। ଡାକ୍ତରଙ୍କ ମୃତ ଘୋଷଣା ପରେ ଉଭୟଙ୍କ ଶବକୁ ବ୍ୟବଚ୍ଛେଦ ପାଇଁ ବ୍ରହ୍ମପୁର ବଡଡାକ୍ତରଖାନାକୁ ପଠାଇଯାଇଛି।

ଦୁଇ ମୃତ ପୋଲସରା ଥାନା
Share. Facebook Twitter LinkedIn Email WhatsApp Copy Link

Related Posts

ଅପରାଧ ସ୍ଥଳ ନିରୀକ୍ଷଣ ଅଧିକାରୀଙ୍କ ନିମନ୍ତେ ଏକ ସ୍ୱତନ୍ତ୍ର ପ୍ରଶିକ୍ଷଣ ଶିବିର ଉଦଘାଟିତ

January 8, 2026

ଆକାଶବାଣୀ କଟକ କେନ୍ଦ୍ର ପରିଦର୍ଶନ ସହ ଅଧିକାରୀଙ୍କ ସହ ଆଲୋଚନା କଲେ ପିଆଇବି ଏଡିଜି

January 8, 2026

ରାଶିଫଳ: ଆଜି ଡିସେମ୍ବର ୮ ତାରିଖ ଗୁରୁବାରରେ ଚାରୋଟି ରାଶି ପାଇଁ ରହିଛି ବେଶ୍ ଖୁସି ଖବର

January 8, 2026

କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ନୀତିନ ଗଡ଼କରୀଙ୍କୁ ଭେଟିଲେ ଧର୍ମେନ୍ଦ୍ର ପ୍ରଧାନ

January 7, 2026
Latest News

ଅଭିନବ ମଳବର୍ଜ୍ୟ ପରିଚାଳନା ମଡେଲ ନେଇ ରାଜ୍ୟମାନଙ୍କ ସହ ଜଳଶକ୍ତି ମନ୍ତ୍ରୀଙ୍କ ସମୀକ୍ଷା

January 8, 2026

ଅପରାଧ ସ୍ଥଳ ନିରୀକ୍ଷଣ ଅଧିକାରୀଙ୍କ ନିମନ୍ତେ ଏକ ସ୍ୱତନ୍ତ୍ର ପ୍ରଶିକ୍ଷଣ ଶିବିର ଉଦଘାଟିତ

January 8, 2026

ଆକାଶବାଣୀ କଟକ କେନ୍ଦ୍ର ପରିଦର୍ଶନ ସହ ଅଧିକାରୀଙ୍କ ସହ ଆଲୋଚନା କଲେ ପିଆଇବି ଏଡିଜି

January 8, 2026

ରାଶିଫଳ: ଆଜି ଡିସେମ୍ବର ୮ ତାରିଖ ଗୁରୁବାରରେ ଚାରୋଟି ରାଶି ପାଇଁ ରହିଛି ବେଶ୍ ଖୁସି ଖବର

January 8, 2026

କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ନୀତିନ ଗଡ଼କରୀଙ୍କୁ ଭେଟିଲେ ଧର୍ମେନ୍ଦ୍ର ପ୍ରଧାନ

January 7, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.