Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମନ୍ଦିର ଗେଟ୍ କୁ ଧକ୍କା ଦେଲା ମୋଟରସାଇକେଲ: ଦୁଇ ମୃତ
ଆଜିର ଖବର

ମନ୍ଦିର ଗେଟ୍ କୁ ଧକ୍କା ଦେଲା ମୋଟରସାଇକେଲ: ଦୁଇ ମୃତ

July 14, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ପୋଲସରା
ପୋଲସରାରେ ଯୁବକଙ୍କୁ ମାରଣାନ୍ତକ ଆକ୍ରମଣ

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ପୋଲସରା ଥାନା ଅର୍ନ୍ତଗତ ଚିରିକିପଡା ଶାସନ ଶିବ ମନ୍ଦିର ତିନି ଛକରେ ଥିବା ମନ୍ଦିରର ସିଂହଦ୍ଵାରକୁ ମୋଟରସାଇକେଲ ଧକ୍କା ଦେଇଛି। ଯାହାଫଳରେ ଦୁଇ ମୋଟରସାଇକେଲ ଚାଳକ ଓ ଆରୋହୀଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଛି।

ଖବର ପାଇ ପୋଲସରା ଥାନା ଅଧିକାରୀ ଘଟଣାସ୍ଥଳରେ ପହଞ୍ଚିଥିଲେ। ଡାକ୍ତରଙ୍କ ମୃତ ଘୋଷଣା ପରେ ଉଭୟଙ୍କ ଶବକୁ ବ୍ୟବଚ୍ଛେଦ ପାଇଁ ବ୍ରହ୍ମପୁର ବଡଡାକ୍ତରଖାନାକୁ ପଠାଇଯାଇଛି।

ଦୁଇ ମୃତ ପୋଲସରା ଥାନା
Share. Facebook Twitter LinkedIn Email WhatsApp Copy Link

Related Posts

ବିଜେଡିକୁ ବଡ଼ ଝଟକା: କ୍ରସ୍ ଭୋଟିଂ ମାମଲାରେ ୮ ବିଧାୟକଙ୍କ ବିରୋଧରେ ଅଯୋଗ୍ୟତା ଆବେଦନ ଖାରଜ

June 22, 2026

ଉଦ୍ଧବ ଠାକରେଙ୍କୁ ବଡ଼ ଝଟକା!: ବିଜେପିରେ ଯୋଗ ଦେଲେ ୫୦ ରୁ ଅଧିକ ପଦାଧିକାରୀ

June 22, 2026

NEET ପୁନଃପରୀକ୍ଷାରେ ମହାଠକେଇ! ନକଲି ପ୍ରାର୍ଥୀ ସାଜି ପରୀକ୍ଷା ଦେଉଥିଲେ ଡାକ୍ତର ଓ MBBS ଛାତ୍ର, ୯ ଜଣ ଗିରଫ

June 22, 2026

ଅବକାରୀ ବିଭାଗର ବଡ଼ ସଫଳତା: ୮୦ କେଜି ଗଞ୍ଜେଇ ଜବତ, ୩ ଅଭିଯୁକ୍ତ ଗିରଫ

June 22, 2026
Latest News

ବିଜେଡିକୁ ବଡ଼ ଝଟକା: କ୍ରସ୍ ଭୋଟିଂ ମାମଲାରେ ୮ ବିଧାୟକଙ୍କ ବିରୋଧରେ ଅଯୋଗ୍ୟତା ଆବେଦନ ଖାରଜ

June 22, 2026

ଉଦ୍ଧବ ଠାକରେଙ୍କୁ ବଡ଼ ଝଟକା!: ବିଜେପିରେ ଯୋଗ ଦେଲେ ୫୦ ରୁ ଅଧିକ ପଦାଧିକାରୀ

June 22, 2026

NEET ପୁନଃପରୀକ୍ଷାରେ ମହାଠକେଇ! ନକଲି ପ୍ରାର୍ଥୀ ସାଜି ପରୀକ୍ଷା ଦେଉଥିଲେ ଡାକ୍ତର ଓ MBBS ଛାତ୍ର, ୯ ଜଣ ଗିରଫ

June 22, 2026

ଅବକାରୀ ବିଭାଗର ବଡ଼ ସଫଳତା: ୮୦ କେଜି ଗଞ୍ଜେଇ ଜବତ, ୩ ଅଭିଯୁକ୍ତ ଗିରଫ

June 22, 2026

ବର୍ଷାରେ ଭିଜିଲା ଟ୍ୱିନ୍ ସିଟି; ଗରମରୁ ମିଳିଲା ଆଶ୍ୱସ୍ତି, ଆଗାମୀ ୫ ଦିନ ଯାଏଁ ବର୍ଷା ସମ୍ଭାବନା

June 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.