Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଚୀନ୍‌ରେ ଭୂସ୍ଖଳନ : 20 ମୃତ, 11 ଉଦ୍ଧାର
ଆଜିର ଖବର

ଚୀନ୍‌ରେ ଭୂସ୍ଖଳନ : 20 ମୃତ, 11 ଉଦ୍ଧାର

July 26, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଚୀନ୍‌ରେ ଭୂସ୍ଖଳନ ଘଟି 20 ଜଣଙ୍କର ମୃତ୍ୟୁ ଘଟିଛି । ଏହା ସହିତ ସମୁଦାୟ 23ଟି ଘର ଭୁଷୁଡି ପଡିଥିବା ବେଳେ ଏହା ମଧ୍ୟରୁ 11 ଜଣଙ୍କୁ ଉଦ୍ଧାର କରାଯାଇଛି । 25 ଜଣ ବ୍ୟକ୍ତି ବର୍ତ୍ତମାନ ସୁଦ୍ଧା ନିଖୋଜ ରହିଥିବା ଜଣାପଡିଛି । ଦକ୍ଷିଣ ପଶ୍ଚିମ ଚୀନ୍‌ର ଚାଇନା ରୋଜ୍‌ ଗ୍ରାମରେ ତିନିଦିନ ଧରି ପ୍ରବଳ ବର୍ଷା ଫଳରେ ଏହି ଘର ଗୁଡିକ ଭୁଷୁଡି ପଡିଛି । ଉଦ୍ଧାରକାରୀ ଦଳ ମୃତକଙ୍କ ମଧ୍ୟରେ ଦୁଇ ଜଣ ମହିଳା ଏବଂ ଜଣେ ଶିଶୁ ରହିଥିବା ପ୍ରକାଶ କରିଛନ୍ତି । ପ୍ରବଳ ବର୍ଷା ଫଳରେ ଚୀନ୍‌ରେ ବନ୍ୟା ପରସ୍ଥିତି ଆଶଙ୍କା ସୃଷ୍ଟି ହୋଇଛି । ଚୀନ୍‌ର ପାର୍ବତ୍ୟାଞ୍ଚଳରେ ବିଗତ ପାଞ୍ଚ ଦିନ ଧରି ପ୍ରବଳ ବର୍ଷା ହୋଇଥିବା ନେଇ ଚୀନ୍‌ ଗଣମାଧ୍ୟମ ପକ୍ଷରୁ ପ୍ରକାଶ କରାଯାଇଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ନୂତନ ଅପରାଧିକ ଆଇନ ସାରା ଦେଶରେ ଅକ୍ଷରେ ଅକ୍ଷରେ କାର୍ଯ୍ୟକାରୀ ହେଉଛି: କେନ୍ଦ୍ର ଗୃହ ସଚିବ

November 9, 2025

ପୁରୁଣା ପେନସନ ଦାବି: ୨୫ ନଭେମ୍ବର ଦିଲ୍ଲୀ ଚାଲ ମହାଆନ୍ଦୋଳନ

November 9, 2025

ଡିମିରିକୁଦା ଗ୍ରାମ ନିକଟରେ ଅଜଣା ଗାଡ଼ି ଧକ୍କାରେ ମା’ ପୁଅ ମୃତ

November 9, 2025

ମୋଟରସାଇକେଲ ଧକ୍କାରେ ବୃଦ୍ଧ ଓ ଚାଳକର ମୃତ୍ୟୁ

November 9, 2025
Latest News

“ବେଇମାନ ଓ ଚୋରୀ” କୁ ନେଇ ନୂଆପଡାରେ ବିଜେପି ସଭାପତି ମନମୋହନ ସାମଲ କହିଲେ.. 

November 9, 2025

ନୂତନ ଅପରାଧିକ ଆଇନ ସାରା ଦେଶରେ ଅକ୍ଷରେ ଅକ୍ଷରେ କାର୍ଯ୍ୟକାରୀ ହେଉଛି: କେନ୍ଦ୍ର ଗୃହ ସଚିବ

November 9, 2025

ପୁରୁଣା ପେନସନ ଦାବି: ୨୫ ନଭେମ୍ବର ଦିଲ୍ଲୀ ଚାଲ ମହାଆନ୍ଦୋଳନ

November 9, 2025

ବାଣପୁର: ମାନସିକ ଭରସାମ୍ୟ ହରାଇ ଆତ୍ମହତ୍ୟା କଲେ ମହିଳା

November 9, 2025

ଡିମିରିକୁଦା ଗ୍ରାମ ନିକଟରେ ଅଜଣା ଗାଡ଼ି ଧକ୍କାରେ ମା’ ପୁଅ ମୃତ

November 9, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.