Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜମ ଖାନ୍‌ଙ୍କ ବିବାଦୀୟ ବୟାନ : ମହିଳା ସାଂସଦଙ୍କ ନିନ୍ଦା
ଆଜିର ଖବର

ଆଜମ ଖାନ୍‌ଙ୍କ ବିବାଦୀୟ ବୟାନ : ମହିଳା ସାଂସଦଙ୍କ ନିନ୍ଦା

July 26, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଗତକାଲି ସମାଜବାଦୀ ସାଂସଦ ଆଜମ ଖାନ୍‌ ଲୋକସଭାରେ ସଭାପତି ରମା ଦେବୀଙ୍କ ପ୍ରତି ଅଶାଳୀନ ଶବ୍ଦ ପ୍ରୟୋଗ କରିଥିଲେ । ଏହାପରେ ଗତକାଲି ଲୋକସଭାରେ ଆଜମ୍‌ ଖାନ୍‌ଙ୍କୁ ସମାଲୋଚନା କରାଯିବା ସହିତ କ୍ଷମାପ୍ରାର୍ଥନା ଦାବି କରାଯାଇଥିଲା । ଶୁକ୍ରବାର ବିହାର ସାଂସଦ ରମା ଦେବୀଙ୍କ ବିପକ୍ଷ ମନ୍ତବ୍ୟକୁ ନିର୍ମଳା ସୀତାରମଣ, ସ୍ମୃତି ଇରାନୀଙ୍କ ସମେତ ଅନ୍ୟ ମହିଳା ସାଂସଦ ମାନେ ଏହି ବକ୍ତବ୍ୟକୁ କଡା ନିନ୍ଦା କରିଛନ୍ତି । ସ୍ମୃତି ଇରାନୀ ଏବଂ ନିର୍ମଳା ସୀତାରମଣ ଆଜମ୍‌ଙ୍କ କ୍ଷମା ପ୍ରାର୍ଥନା ଦାବି କରିବା ସହିତ ସଂସଦରୁ ନିଲମ୍ବନ ଦାବି କରିଛନ୍ତି । ସଂସଦରେ ଏଭଳି ମନ୍ତବ୍ୟ ଏକ ଅକ୍ଷମଣୀୟ ଅପରାଧ ଏବଂ ଏହା ବିରୋଧରେ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ଉଚିତ୍‌ ବୋଲି ନିର୍ମଳା ସୀତାରମଣ କହିଛନ୍ତି । ସେହିପରି ତୃଣମୂଳ କଂଗ୍ରେସ ସାଂସଦ ମିମି ଚକ୍ରବର୍ତ୍ତୀ ମଧ୍ୟ ଆଜମଙ୍କୁ ସମାଲୋଚନା କରିଛନ୍ତି । ସଂସଦ ଜଣେ ମହିଳାଙ୍କ ପାଇଁ ଏପରି ଅପମାନଜନକ ଶବ୍ଦର ବ୍ୟବହାର ଅଗ୍ରହଣୀୟ ବୋଲି ମିମି କହିବା ସହିତ ଆଜମଙ୍କ ନିଲମ୍ବନ ଦାବି କରିଛନ୍ତି ।

Share. Facebook Twitter LinkedIn Email WhatsApp Copy Link

Related Posts

ଓମ୍ଫେଡ୍ ମୁଖ୍ୟାଳୟରେ କେନ୍ଦ୍ର ସମବାୟ ସଚିବ: କେନ୍ଦ୍ରୀୟ ସହାୟତା ଯୋଗାଇଦେବାକୁ ପ୍ରତିଶୃତି

February 12, 2026

“ମୁଁ ପ୍ରଧାନମନ୍ତ୍ରୀଙ୍କ କ୍ୟାରିଅରକୁ ନଷ୍ଟ କରିବାକୁ ଚାହୁଁନାହିଁ:” ଟ୍ରମ୍ପଙ୍କ ଭାଇରାଲ ଭିଡିଓ ଉପରେ MEAର ପ୍ରତିକ୍ରିୟା

February 12, 2026

ପଞ୍ଜାବରେ ଅପରେସନ ଲୋଟସ୍!: ବିଜେପିରେ ଯୋଗଦେବା ପାଇଁ ଆପ ବିଧାୟକଙ୍କୁ ପ୍ରଲୋଭନ ଅଭିଯୋଗ

February 12, 2026

ମଧ୍ୟପ୍ରଦେଶର ଖଜୁରାହୋ ନୃତ୍ୟୋତ୍ସବରେ ଚମକିବେ ବ୍ରହ୍ମପୁର ନୃତ୍ୟଶିଳ୍ପୀ ସୌମ୍ୟା ପ୍ରିୟଦର୍ଶିନୀ

February 12, 2026
Latest News

ଟି-୨୦ ବିଶ୍ୱକପ୍ ରେ ଭାରତର ଲଗାତାର ଦ୍ୱିତୀୟ ବିଜୟ: ନାମିବିୟା ୯୩ ରନରେ ପରାସ୍ତ

February 12, 2026

ଓମ୍ଫେଡ୍ ମୁଖ୍ୟାଳୟରେ କେନ୍ଦ୍ର ସମବାୟ ସଚିବ: କେନ୍ଦ୍ରୀୟ ସହାୟତା ଯୋଗାଇଦେବାକୁ ପ୍ରତିଶୃତି

February 12, 2026

“ମୁଁ ପ୍ରଧାନମନ୍ତ୍ରୀଙ୍କ କ୍ୟାରିଅରକୁ ନଷ୍ଟ କରିବାକୁ ଚାହୁଁନାହିଁ:” ଟ୍ରମ୍ପଙ୍କ ଭାଇରାଲ ଭିଡିଓ ଉପରେ MEAର ପ୍ରତିକ୍ରିୟା

February 12, 2026

ଏଣିକି ସମବାୟ କ୍ଷେତ୍ରରେ ମହିଳାଙ୍କୁ ଦିଆଯିବ ଗୁରୁତ୍ବ, କେନ୍ଦ୍ର ସଚିବଙ୍କ ସହିତ ମୁଖ୍ୟ ଶାସନ ସଚିବଙ୍କ ବୈଠକ

February 12, 2026

ପଞ୍ଜାବରେ ଅପରେସନ ଲୋଟସ୍!: ବିଜେପିରେ ଯୋଗଦେବା ପାଇଁ ଆପ ବିଧାୟକଙ୍କୁ ପ୍ରଲୋଭନ ଅଭିଯୋଗ

February 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.