Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭରତପୁର କୋଇଲା ଖଣି ଅଘଟଣ : ଆଉ ଏକ ମୃତଦେହ ଉଦ୍ଧାର
ଆଜିର ଖବର

ଭରତପୁର କୋଇଲା ଖଣି ଅଘଟଣ : ଆଉ ଏକ ମୃତଦେହ ଉଦ୍ଧାର

July 26, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ତାଳଚେର ଭରତପୁର କୋଇଲା ଖଣିରୁ ଆଉ ଏକ ମୃତଦେହ ଉଦ୍ଧାର କରାଯାଇଛି । ମୃତକ ଜଣକ ହେଲେ ଶିବରାମପୁର ପମ୍ପ୍‌ ହାଉସ୍‌ ଅପରେଟର୍‌ ରାଜକିଶୋର ମହାପାତ୍ର । ଆଉ ନିଖୋଜ ୨ ଶ୍ରମିକଙ୍କ ମଧ୍ୟରୁ ଜଣକର କଟା ଗୋଡ଼ ମଧ୍ୟ ମିଳିସାରିଛି । ପୂର୍ବରୁ କୋଇଲା ଖଣି ଦୁର୍ଘଟଣାରେ ଜଣେ ଶ୍ରମିକଙ୍କ ମୃତଦେହ ମିଳିଥିଲା । ମାଟି ଅତଡ଼ା ଖସି ମଙ୍ଗଳବାର-ବୁଧବାର ରାତିରେ ଅନୁଗୋଳ ଜିଲ୍ଲାର ତାଳଚେରସ୍ଥିତ ମହାନଦୀ କୋଲଫିଲ୍ଡ ଲିମିଟେଡ (ଏମସିଏଲ) ଭରତପୁର କୋଇଲା ଖଣିରେ ଦୁର୍ଘଟଣା ଘଟି ୧୦ ଜଣ ଶ୍ରମିକ ଗୁରୁତ ହୋଇଥିଲେ । କୋଇଲା ବ୍ଲାଷ୍ଟିଂ ବେଳେ ଏହି ଦୁର୍ଘଟଣା ଘଟିଥିଲା ।

Share. Facebook Twitter LinkedIn Email WhatsApp Copy Link

Related Posts

ନୂତନ ଅପରାଧିକ ଆଇନ ସାରା ଦେଶରେ ଅକ୍ଷରେ ଅକ୍ଷରେ କାର୍ଯ୍ୟକାରୀ ହେଉଛି: କେନ୍ଦ୍ର ଗୃହ ସଚିବ

November 9, 2025

ପୁରୁଣା ପେନସନ ଦାବି: ୨୫ ନଭେମ୍ବର ଦିଲ୍ଲୀ ଚାଲ ମହାଆନ୍ଦୋଳନ

November 9, 2025

ଡିମିରିକୁଦା ଗ୍ରାମ ନିକଟରେ ଅଜଣା ଗାଡ଼ି ଧକ୍କାରେ ମା’ ପୁଅ ମୃତ

November 9, 2025

ମୋଟରସାଇକେଲ ଧକ୍କାରେ ବୃଦ୍ଧ ଓ ଚାଳକର ମୃତ୍ୟୁ

November 9, 2025
Latest News

“ବେଇମାନ ଓ ଚୋରୀ” କୁ ନେଇ ନୂଆପଡାରେ ବିଜେପି ସଭାପତି ମନମୋହନ ସାମଲ କହିଲେ.. 

November 9, 2025

ନୂତନ ଅପରାଧିକ ଆଇନ ସାରା ଦେଶରେ ଅକ୍ଷରେ ଅକ୍ଷରେ କାର୍ଯ୍ୟକାରୀ ହେଉଛି: କେନ୍ଦ୍ର ଗୃହ ସଚିବ

November 9, 2025

ପୁରୁଣା ପେନସନ ଦାବି: ୨୫ ନଭେମ୍ବର ଦିଲ୍ଲୀ ଚାଲ ମହାଆନ୍ଦୋଳନ

November 9, 2025

ବାଣପୁର: ମାନସିକ ଭରସାମ୍ୟ ହରାଇ ଆତ୍ମହତ୍ୟା କଲେ ମହିଳା

November 9, 2025

ଡିମିରିକୁଦା ଗ୍ରାମ ନିକଟରେ ଅଜଣା ଗାଡ଼ି ଧକ୍କାରେ ମା’ ପୁଅ ମୃତ

November 9, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.