Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଐତିହାସିକ ମହାକାଶ ମିଶନରୁ ପୃଥିବୀକୁ ପ୍ରତ୍ୟାବର୍ତ୍ତନ ପରେ ଶୁଭାଂଶୁ ଶୁକ୍ଳାଙ୍କୁ ସ୍ୱାଗତ ଜଣାଇଲେ ପ୍ରଧାନମନ୍ତ୍ରୀ
ଆଜିର ଖବର

ଐତିହାସିକ ମହାକାଶ ମିଶନରୁ ପୃଥିବୀକୁ ପ୍ରତ୍ୟାବର୍ତ୍ତନ ପରେ ଶୁଭାଂଶୁ ଶୁକ୍ଳାଙ୍କୁ ସ୍ୱାଗତ ଜଣାଇଲେ ପ୍ରଧାନମନ୍ତ୍ରୀ

July 15, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ଶଶି ଥରୁରଙ୍କ ପ୍ରଶଂସା
ଶୁଭାଂଶୁ ଶୁକ୍ଳାଙ୍କ ମିଶନ ଉପରେ ସ୍ୱତନ୍ତ୍ର ଅଧିବେଶନକୁ ବିରୋଧୀଙ୍କ ବର୍ଜନ, କିନ୍ତୁ ଶଶି ଥରୁରଙ୍କ ପ୍ରଶଂସା

ନୂଆଦିଲ୍ଲୀ: ଅନ୍ତର୍ଜାତୀୟ ମହାକାଶ ଷ୍ଟେସନରୁ ଐତିହାସିକ ମିଶନ ସମ୍ପୂର୍ଣ୍ଣ କରି ଆଜି ପୃଥିବୀ ପୃଷ୍ଠକୁ ଫେରିଥିବା ଗ୍ରୁପ୍‌ କ୍ୟାପ୍ଟେନ୍‌ ଶୁଭାଂଶୁ ଶୁକ୍ଳାଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସ୍ୱାଗତ ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି, ଭାରତର ପ୍ରଥମ ମହାକାଶଚାରୀ ରୂପେ ଆଇଏସଏସକୁ ଯାତ୍ରା କରିଥିବା ଗ୍ରୁପ୍‌ କ୍ୟାପ୍ଟେନ୍‌ ଶୁକ୍ଳାଙ୍କ ସଫଳତା ଦେଶର ମହାକାଶ ଅନ୍ୱେଷଣ ଯାତ୍ରାରେ ଏକ ନିର୍ଣ୍ଣାୟକ ମୁହୂର୍ତ୍ତ।

ଗୋଟିଏ ଏକ୍ସ ପୋଷ୍ଟରେ ସେ ଲେଖିଛନ୍ତି:

‘‘ଗ୍ରୁପ୍ କ୍ୟାପ୍ଟେନ୍ ଶୁଭାଂଶୁ ଶୁକ୍ଳା ଐତିହାସିକ ମହାକାଶ ମିଶନରୁ ପୃଥିବୀକୁ ଫେରିବା ପରେ ସାରା ଦେଶବାସୀଙ୍କ ସହ ମୁଁ ତାଙ୍କୁ ସ୍ୱାଗତ ଜଣାଉଛି। ଭାରତର ପ୍ରଥମ ମହାକାଶଚାରୀ ଭାବେ ଅନ୍ତର୍ଜାତୀୟ ମହାକାଶ କେନ୍ଦ୍ରକୁ ଯାତ୍ରା କରି ସେ ନିଜର ସମର୍ପଣ, ସାହସ ଏବଂ ଅଗ୍ରଣୀ ମନୋଭାବ ଦ୍ୱାରା କୋଟି କୋଟି ଲୋକଙ୍କ ସ୍ୱପ୍ନକୁ ଅନୁପ୍ରାଣିତ କରିଛନ୍ତି। ଆମର ନିଜସ୍ୱ ମାନବ ମହାକାଶ ଯାନ ଅଭିଯାନ- ଗଗନୟାନ ଦିଗରେ ଏହା ଆଉ ଏକ ମାଇଲଖୁଣ୍ଟ।’’

ଶୁଭାଂଶୁ ଶୁକ୍ଳା
Share. Facebook Twitter LinkedIn Email WhatsApp Copy Link

Related Posts

ୟୁଏଇରେ ଫସି ରହିଥିବା ଭାରତୀୟଙ୍କ ପାଇଁ ମାର୍ଗଦର୍ଶିକା ଜାରି: ଜାଣନ୍ତୁ ଦୂତାବାସ କ’ଣ କହିଛି?

March 3, 2026

ଆମେରିକାର କ୍ଷେପଣାସ୍ତ୍ର ଆକ୍ରମଣ ମଧ୍ୟରେ ଇରାନରେ ଭୂମିକମ୍ପ

March 3, 2026

ଏହି ଦେଶରେ ଶକ୍ତିଶାଳୀ ଭୂମିକମ୍ପ!: ୬.୨ ତୀବ୍ରତାରେ ଥରିଲା ଧରିତ୍ରୀ

March 3, 2026

କାହିଁକି ୨୦୨୬ ଟି୨୦ ବିଶ୍ୱକପ୍ ଜିତିପାରିବ ନାହିଁ ଟିମ୍ ଇଣ୍ଡିଆ?: ଏହି ୩ ଟି କାରଣ ବଢାଇଛି ଚିନ୍ତା

March 3, 2026
Latest News

ଇରାନରେ ପରମାଣୁ ବିକିରଣ ବ୍ୟାପିଲେ କେତେ ଦେଶ ବିପଦରେ ପଡ଼ିବେ?: ଜାଣନ୍ତୁ ସବିକିଛି

March 3, 2026

ୟୁଏଇରେ ଫସି ରହିଥିବା ଭାରତୀୟଙ୍କ ପାଇଁ ମାର୍ଗଦର୍ଶିକା ଜାରି: ଜାଣନ୍ତୁ ଦୂତାବାସ କ’ଣ କହିଛି?

March 3, 2026

ଆମେରିକାର କ୍ଷେପଣାସ୍ତ୍ର ଆକ୍ରମଣ ମଧ୍ୟରେ ଇରାନରେ ଭୂମିକମ୍ପ

March 3, 2026

ଏହି ଦେଶରେ ଶକ୍ତିଶାଳୀ ଭୂମିକମ୍ପ!: ୬.୨ ତୀବ୍ରତାରେ ଥରିଲା ଧରିତ୍ରୀ

March 3, 2026

କାହିଁକି ୨୦୨୬ ଟି୨୦ ବିଶ୍ୱକପ୍ ଜିତିପାରିବ ନାହିଁ ଟିମ୍ ଇଣ୍ଡିଆ?: ଏହି ୩ ଟି କାରଣ ବଢାଇଛି ଚିନ୍ତା

March 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.