ଭୁବନେଶ୍ଵର: ଆସନ୍ତା ୨୧ ତାରିଖ ସୋମବାର ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ। ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ଜନସାଧାରଣଙ୍କୁ ସମ୍ବାଦପତ୍ର ଓ ଅନ୍ୟ ଗଣମାଧ୍ୟମ ଜରିଆରେ ଜଣାଇ ଦିଆଯିବ। ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଏହଗି ସୂଚନା ମିଳିଛି। ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି
କ୍ୟୁ.ଏସ୍ ଏସିଆ ବିଶ୍ୱବିଦ୍ୟାଳୟ ମାନ୍ୟତାରେ ଭାରତୀୟ ବିଶ୍ୱବିଦ୍ୟାଳୟଗୁଡ଼ିକର ସଂଖ୍ୟା ବୃଦ୍ଧି: ସ୍ୱାଗତ କଲେ ପ୍ରଧାନମନ୍ତ୍ରୀNovember 5, 2025
ନୂଆପଡା ଉପନିର୍ବାଚନ: ବିଜେପି ବାଣ୍ଟିଲା ଶାଢ଼ୀ ଓ ଟଙ୍କା, ସିଇଓ ନିକଟରେ ଫେରାଦ୍ ହେଲା ରାଜ୍ୟ କଂଗ୍ରେସ November 5, 2025