Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭୁବନେଶ୍ବର ମେଟ୍ରୋ ରେଳ ପ୍ରକଳ୍ପ ସମ୍ପର୍କିତ ଆନ୍ତଃ ମନ୍ତ୍ରୀସ୍ତରୀୟ କମିଟିର ପ୍ରଥମ ବୈଠକ
ଆଜିର ଖବର

ଭୁବନେଶ୍ବର ମେଟ୍ରୋ ରେଳ ପ୍ରକଳ୍ପ ସମ୍ପର୍କିତ ଆନ୍ତଃ ମନ୍ତ୍ରୀସ୍ତରୀୟ କମିଟିର ପ୍ରଥମ ବୈଠକ

July 17, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଭୁବନେଶ୍ବର ଲୋକସେବା ଭବନ ସମ୍ମିଳନୀ କକ୍ଷରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଅଧ୍ୟକ୍ଷତାରେ ଭୁବନେଶ୍ବର ମେଟ୍ରୋ ରେଳ ପ୍ରକଳ୍ପ ସମ୍ପର୍କିତ ଆନ୍ତଃ ମନ୍ତ୍ରୀସ୍ତରୀୟ କମିଟିର ପ୍ରଥମ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଯୋଗ ଦେଇଥିଲେ। ମେଟ୍ରୋ ରେଳ ପ୍ରକଳ୍ପ ଗମନାଗମନ କ୍ଷେତ୍ରରେ ନୂତନ ରୂପାନ୍ତରଣ ହେବ ବୋଲି ମତ ପ୍ରକାଶ ପାଇଥିଲା। ଏହି ମହତ୍ବାକାଂକ୍ଷୀ ପ୍ରକଳ୍ପଟି ସଂପୂର୍ଣ୍ଣ ଭାବେ ସଫଳ ରୂପେ କାର୍ଯ୍ୟାନ୍ବିତ କରିବା ପାଇଁ ବିଭିନ୍ନ ବିଭାଗ ମଧ୍ୟରେ କିପରି ସ୍ଥାୟୀ ସମନ୍ବୟ ରକ୍ଷା କରାଯାଇପାରିବ ସେଥିନେଇ ବିସ୍ତୃତ ଆଲୋଚନା ହୋଇଥିଲା।

ଅନ୍ୟମାନଙ୍କ ମଧ୍ୟରେ ଏହି ବୈଠକରେ ଶିଳ୍ପ ଓ ଦକ୍ଷତା ବିକାଶ ମନ୍ତ୍ରୀ ସମ୍ପଦ ସ୍ବାଇଁ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ସଚିବ ଶାଶ୍ବତ ମିଶ୍ର, ଗୃହନିର୍ମାଣ ଓ ନଗର ଉନ୍ନୟନ ବିଭାଗ ପ୍ରମୁଖ ଶାସନ ସଚିବ ଉଷା ପାଢୀଙ୍କ ସମେତ ଅନ୍ୟ ବରିଷ୍ଠ ଅଧିକାରୀମାନେ ଯୋଗ ଦେଇଥିଲେ।

କନକ ବର୍ଦ୍ଧନ ସିଂହଦେଓ ପୃଥ୍ବୀରାଜ ହରିଚନ୍ଦନ ଭୁବନେଶ୍ବର ଭୁବନେଶ୍ବର ମେଟ୍ରୋ ରେଳ ପ୍ରକଳ୍ପ ମେଟ୍ରୋ ରେଳ ପ୍ରକଳ୍ପ ଲୋକସେବା ଭବନ
Share. Facebook Twitter LinkedIn Email WhatsApp Copy Link

Related Posts

ପୁରୀ ରେଳ ଷ୍ଟେସନର ପୁନର୍ବିକାଶ ଅନୁଧ୍ୟାନ କଲେ କେନ୍ଦ୍ର ରେଳ ଏବଂ ଜଳ ଶକ୍ତି ରାଷ୍ଟ୍ର ମନ୍ତ୍ରୀ

July 20, 2025

ଅଧିକ ଚିକିତ୍ସା ପାଇଁ ଏୟାର ଲିଫ୍ଟରେ ବଳଙ୍ଗା ପିଡିତାଙ୍କୁ ନିଆଗଲା ଏମ୍ସ ନୂଆଦିଲ୍ଲୀ

July 20, 2025

ବଳଙ୍ଗା ଥାନା ଆଗରେ ପୋଲିସ ଓ ବିଜେଡି କର୍ମୀଙ୍କ ମଧ୍ୟରେ ଧସ୍ତାଧସ୍ତି, 48 ଘଣ୍ଟା ମଧ୍ୟରେ ଦୋଷୀଙ୍କୁ ଧରିବାକୁ ଦାବୀ

July 20, 2025

ଭାରତର ବିମାନ ଆକ୍ରମଣକୁ ନେଇ ପାକିସ୍ତାନ ପୁଣି ଭୟଭୀତ, ୨୩ ଜୁଲାଇ ପର୍ଯ୍ୟନ୍ତ ବନ୍ଦ କଲା ଆକାଶ ସୀମା 

July 20, 2025
Latest News

ପୁରୀ ରେଳ ଷ୍ଟେସନର ପୁନର୍ବିକାଶ ଅନୁଧ୍ୟାନ କଲେ କେନ୍ଦ୍ର ରେଳ ଏବଂ ଜଳ ଶକ୍ତି ରାଷ୍ଟ୍ର ମନ୍ତ୍ରୀ

July 20, 2025

ଅଧିକ ଚିକିତ୍ସା ପାଇଁ ଏୟାର ଲିଫ୍ଟରେ ବଳଙ୍ଗା ପିଡିତାଙ୍କୁ ନିଆଗଲା ଏମ୍ସ ନୂଆଦିଲ୍ଲୀ

July 20, 2025

ବଳଙ୍ଗା ଥାନା ଆଗରେ ପୋଲିସ ଓ ବିଜେଡି କର୍ମୀଙ୍କ ମଧ୍ୟରେ ଧସ୍ତାଧସ୍ତି, 48 ଘଣ୍ଟା ମଧ୍ୟରେ ଦୋଷୀଙ୍କୁ ଧରିବାକୁ ଦାବୀ

July 20, 2025

କର୍ଣ୍ଣାଟକରେ ପୁଣି ସାମ୍ନାକୁ ଆସିଲା କଂଗ୍ରେସରେ ବିବାଦ: ଡିକେ ଶିବକୁମାରଙ୍କ ନାମ ନେବାକୁ ମନା କଲେ ମୁଖ୍ୟମନ୍ତ୍ରୀ

July 20, 2025

ଭାରତର ବିମାନ ଆକ୍ରମଣକୁ ନେଇ ପାକିସ୍ତାନ ପୁଣି ଭୟଭୀତ, ୨୩ ଜୁଲାଇ ପର୍ଯ୍ୟନ୍ତ ବନ୍ଦ କଲା ଆକାଶ ସୀମା 

July 20, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.