Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଏଫଏମ କଲେଜ ଛାତ୍ରୀଙ୍କୁ ଉଦ୍ଧାର କରିବା ସମୟରେ ଗୁରୁତର ଆହତ ଛାତ୍ରଙ୍କ ମାଆଙ୍କ ସହିତ କଥା ହେଲେ ସ୍ୱାସ୍ଥ୍ୟ ମନ୍ତ୍ରୀ
ଆଜିର ଖବର

ଏଫଏମ କଲେଜ ଛାତ୍ରୀଙ୍କୁ ଉଦ୍ଧାର କରିବା ସମୟରେ ଗୁରୁତର ଆହତ ଛାତ୍ରଙ୍କ ମାଆଙ୍କ ସହିତ କଥା ହେଲେ ସ୍ୱାସ୍ଥ୍ୟ ମନ୍ତ୍ରୀ

July 17, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟରେ ଘଟିଥିବା ଅଘଟଣରେ ଛାତ୍ରୀଙ୍କୁ ଉଦ୍ଧାର କରିବା ସମୟରେ ମହବିଦ୍ୟାଳୟର ଛାତ୍ର ଜ୍ୟୋତି ପ୍ରକାଶ ବିଶ୍ବାଳ ଗୁରୁତର ଆହତ ହୋଇ ଏସ୍‌ସିବି ମେଡିକାଲରେ ଚିକିତ୍ସାଧୀନ ଅଛନ୍ତି। ରାଜ୍ୟ ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ ଟେଲିଫୋନ ଯୋଗେ ଜ୍ୟୋତିପ୍ରକାଶଙ୍କ ମାଆଙ୍କ ସହିତ କଥାହୋଇ ବ୍ୟସ୍ତ ନହେବା ପାଇଁ ଆଶ୍ବାସନା ଦେଇଛନ୍ତି। ତାଙ୍କୁ ଉତ୍ତମ ଚିକିତ୍ସା ସୁବିଧା ଯୋଗାଇ ଦେବା ପାଇଁ ରାଜ୍ୟ ସରକାର ଆବଶ୍ୟକ ପଦକ୍ଷେପ ଗ୍ରହଣ କରିଛନ୍ତି ବୋଲି ସ୍ବାସ୍ଥ୍ୟ ମନ୍ତ୍ରୀ କହିଛନ୍ତି। ମହାପ୍ରଭୁଙ୍କ ନିକଟରେ ଜ୍ୟୋତିଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ବୋଲି ସ୍ବାସ୍ଥ୍ୟ ମନ୍ତ୍ରୀ ଶ୍ରୀ ମହାଲିଙ୍ଗ ସାମାଜିକ ଗଣମାଧ୍ୟମରେ ପ୍ରକାଶ କରିଛନ୍ତି।

ଏଫଏମ କଲେଜ ଏସ୍‌ସିବି ମେଡିକାଲ ମୁକେଶ ମହାଲିଙ୍ଗ
Share. Facebook Twitter LinkedIn Email WhatsApp Copy Link

Related Posts

କଚ୍ଛ ଯିବା ପାଇଁ ମୋଟରସାଇକେଲ ଚାଳକମାନଙ୍କୁ ଉତ୍ସାହିତ କରିବା ଦିଗରେ ପ୍ରୟାସକୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ

July 20, 2025

ରୁଷ-ୟୁକ୍ରେନ ଯୁଦ୍ଧ: ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଶାନ୍ତି ଆଲୋଚନା ପାଇଁ ପ୍ରସ୍ତୁତ, ରଖିଲେ ଏହି ବଡ଼ ସର୍ତ୍ତ

July 20, 2025

Vigilance Raid: ଡିଏଫଓଙ୍କ ଘରେ ଭିଜିଲାନ୍ସ ଚଢାଉ, ବାହାରିଲା ୧୧୫ ଟି ପ୍ଲଟ

July 20, 2025

ଆସନ୍ତାକାଲିଠାରୁ ଓଡିଶା ବିଦ୍ୟୁତ କର୍ମଚାରୀ ମହାସଂଘର ଶାନ୍ତିପୂର୍ଣ୍ଣ ପ୍ରତିବାଦ

July 20, 2025
Latest News

କଚ୍ଛ ଯିବା ପାଇଁ ମୋଟରସାଇକେଲ ଚାଳକମାନଙ୍କୁ ଉତ୍ସାହିତ କରିବା ଦିଗରେ ପ୍ରୟାସକୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ

July 20, 2025

ରୁଷ-ୟୁକ୍ରେନ ଯୁଦ୍ଧ: ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଶାନ୍ତି ଆଲୋଚନା ପାଇଁ ପ୍ରସ୍ତୁତ, ରଖିଲେ ଏହି ବଡ଼ ସର୍ତ୍ତ

July 20, 2025

Vigilance Raid: ଡିଏଫଓଙ୍କ ଘରେ ଭିଜିଲାନ୍ସ ଚଢାଉ, ବାହାରିଲା ୧୧୫ ଟି ପ୍ଲଟ

July 20, 2025

ଆସନ୍ତାକାଲିଠାରୁ ଓଡିଶା ବିଦ୍ୟୁତ କର୍ମଚାରୀ ମହାସଂଘର ଶାନ୍ତିପୂର୍ଣ୍ଣ ପ୍ରତିବାଦ

July 20, 2025

ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡାଙ୍କୁ ତେରଚ୍ଛା ବାଣ ମାରିଲେ ସମୀର ଦାସ, କହିଲେ ……

July 20, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.