Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»Ashwini Vaishnaw Birthday: କେନ୍ଦ୍ରମନ୍ତ୍ରୀ ଅଶ୍ବିନୀ ବୈଷ୍ଣବଙ୍କ ଜନ୍ମଦିନ, ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ
ଆଜିର ଖବର

Ashwini Vaishnaw Birthday: କେନ୍ଦ୍ରମନ୍ତ୍ରୀ ଅଶ୍ବିନୀ ବୈଷ୍ଣବଙ୍କ ଜନ୍ମଦିନ, ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

July 18, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
Ashwini Vaishnaw Birthday
ଆଜି କେନ୍ଦ୍ରମନ୍ତ୍ରୀ ଅଶ୍ବିନୀ ବୈଷ୍ଣବଙ୍କ ଜନ୍ମଦିନ, ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି

Ashwini Vaishnaw Birthday: ଆଜି ହେଉଛି କେନ୍ଦ୍ରମନ୍ତ୍ରୀ ଅଶ୍ବିନୀ ବୈଷ୍ଣବଙ୍କ ଜନ୍ମଦିନ। ଓଡିଶାରୁ ରାଜ୍ୟସଭାକୁ ଯାଇଥିବା ଅଶ୍ବିନୀ ବର୍ତ୍ତମାନ କେନ୍ଦ୍ର ସରକାରଙ୍କ ରେଳ, ସୂଚନା ଓ ପ୍ରସାରଣ ଏବଂ ସୂଚନା ପ୍ରଯୁକ୍ତି ବିଦ୍ୟା ବିଭାଗର ମନ୍ତ୍ରୀ ଅଛନ୍ତି। ସେ 1970 ମସିହା ଆଜିର ଦିନରେ ରାଜସ୍ଥାନର ଯୋଧପୁରରେ ଜନ୍ମଗ୍ରହଣ କରିଥିଲେ। ବର୍ତ୍ତମାନ ପ୍ରଧାନମନ୍ତ୍ରୀ ମୋଦି କ୍ୟାବିନେଟରେ ସେ ହେଉଛନ୍ତି ସବୁଠାରୁ ପାୱାରଫୁଲ ମନ୍ତ୍ରୀ।

ଆଜି ତାଙ୍କର ଜନ୍ମଦିନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁଭେଚ୍ଛା ଜଣାଇଛନ୍ତି। ସାମାଜିକ ଗଣମାଧ୍ୟମରେ ସେ ଉଲ୍ଲେଖ କରିଛନ୍ତି ଯେ, କେନ୍ଦ୍ରମନ୍ତ୍ରୀ ଶ୍ରୀ ଅଶ୍ୱିନୀ ବୈଷ୍ଣବ ଜୀଙ୍କୁ ଜନ୍ମଦିନର ଶୁଭେଚ୍ଛା। ସେ ଆଇଟି, ନବସୃଜନ ଏବଂ ଗୁରୁତ୍ୱପୂର୍ଣ୍ଣ ଭିତ୍ତିଭୂମିର ଉନ୍ନତିକରଣ କ୍ଷେତ୍ରରେ ଭାରତର ଅଗ୍ରଗତିକୁ ବୃଦ୍ଧି କରିବା ପାଇଁ ପ୍ରଶଂସନୀୟ ପ୍ରୟାସ କରୁଛନ୍ତି। ତାଙ୍କୁ ଦୀର୍ଘ ଏବଂ ସୁସ୍ଥ ଜୀବନର ଆଶୀର୍ବାଦ କାମନା କରୁଛି। 

Birthday wishes to Union Minister Shri Ashwini Vaishnaw Ji. He is making commendable efforts to boost India’s strides in the world of IT, innovation and also upgradation of vital infrastructure. May he be blessed with a long and healthy life.@AshwiniVaishnaw

— Narendra Modi (@narendramodi) July 18, 2025

ଅଶ୍ବିନୀ ବୈଷ୍ଣବ ପ୍ରଧାନମନ୍ତ୍ରୀ ମୋଦି
Share. Facebook Twitter LinkedIn Email WhatsApp Copy Link

Related Posts

ମୁଲାୟମ ସିଂହ ଯାଦବଙ୍କ ସାନ ପୁଅ ପ୍ରତୀକ ଯାଦବଙ୍କ ମୃତ୍ୟୁ

May 13, 2026

ଆଜିଠାରୁ ମହଙ୍ଗା ହେଲା ସୁନା ଓ ରୁପା

May 13, 2026

ଭୟଙ୍କର ସଡ଼କ ଦୁର୍ଘଟଣା: ଜଣେ ମୃତ, ଦୁଇ ଗୁରୁତର

May 13, 2026

ପ୍ରଥମ ୧୦ ଦିନରେ ଜାମ୍ମୁ-ଶ୍ରୀନଗର ବନ୍ଦେ ଭାରତ ଏକ୍ସପ୍ରେସ୍‌ରେ ଯାତ୍ରା କଲେ ପ୍ରାୟ ୪୫,୦୦୦ ଯାତ୍ରୀ

May 13, 2026
Latest News

ମୁଲାୟମ ସିଂହ ଯାଦବଙ୍କ ସାନ ପୁଅ ପ୍ରତୀକ ଯାଦବଙ୍କ ମୃତ୍ୟୁ

May 13, 2026

ଆଜିଠାରୁ ମହଙ୍ଗା ହେଲା ସୁନା ଓ ରୁପା

May 13, 2026

ଭୟଙ୍କର ସଡ଼କ ଦୁର୍ଘଟଣା: ଜଣେ ମୃତ, ଦୁଇ ଗୁରୁତର

May 13, 2026

ପ୍ରଥମ ୧୦ ଦିନରେ ଜାମ୍ମୁ-ଶ୍ରୀନଗର ବନ୍ଦେ ଭାରତ ଏକ୍ସପ୍ରେସ୍‌ରେ ଯାତ୍ରା କଲେ ପ୍ରାୟ ୪୫,୦୦୦ ଯାତ୍ରୀ

May 13, 2026

ରାଜ୍ୟଗୋଷ୍ଠୀ କ୍ରୀଡ଼ା ଅଭିଯାନରେ ଯୋଗଦେବାକୁ ଦେଶର ଯୁବପିଢ଼ିଙ୍କୁ ଆମନ୍ତ୍ରଣ

May 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.