Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବାଲେଶ୍ବର ଛାତ୍ରୀ ମୃତ୍ୟୁ ପରେ ରେଭେନ୍ସା ବିଶ୍ବବିଦ୍ୟାଳୟ ଲାଗୁ କଲା ନୂଆ କଟକଣା
ଆଜିର ଖବର

ବାଲେଶ୍ବର ଛାତ୍ରୀ ମୃତ୍ୟୁ ପରେ ରେଭେନ୍ସା ବିଶ୍ବବିଦ୍ୟାଳୟ ଲାଗୁ କଲା ନୂଆ କଟକଣା

July 18, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
revenshaw
ବାଲେଶ୍ବର ଛାତ୍ରୀ ମୃତ୍ୟୁ ପରେ ରେଭେନ୍ସା ବିଶ୍ବବିଦ୍ୟାଳୟ ଲାଗୁ କଲା ନୂଆ କଟକଣା

କଟକ: ବାଲେଶ୍ବର ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ମୃତ୍ୟୁ ପରେ ବର୍ତ୍ତମାନ ରାଜ୍ୟର ସମସ୍ତ ବିଶ୍ବବିଦ୍ୟାଳୟ ଏବଂ କଲେଜ କର୍ତ୍ତୁପକ୍ଷ ସଜାଗ ହୋଇଉଠିଛନ୍ତି। ସେମାନଙ୍କ ଶିକ୍ଷା ଅନୁଷ୍ଠାନ ଯେପରି ବଦନାମ ନ ହେବ ସେଥିପାଇଁ କଲେଜ କର୍ତ୍ତୁପକ୍ଷ ବିଭିନ୍ନ କଟକଣା ଜାରୀ କରିବାରେ ଲାଗିଛନ୍ତି। ସେହି ପରିପ୍ରେକ୍ଷୀରେ ଓଡିଶାର ନାମଜାଦା କଲେଜ ବା ବିଶ୍ବବିଦ୍ୟାଳୟ ରେଭେନ୍ସାରେ ନିଆଯାଇଛି ନୂଆ କଟକଣା।

ଏହି କଟକଣା ଗତକାଲି ରେଭେନ୍ସା ଆଣ୍ଟି ରାଗିଂ କମିଟିର ବୈଠକରେ ନିଷ୍ପତି ନିଆଯାଇଛି। ମହିଳା କର୍ମଚାରୀ ଓ ଛାତ୍ରୀଙ୍କ ସୁରକ୍ଷା ପାଇଁ ଆଣ୍ଟି ରାଗିଂ କମିଟି, ଆଣ୍ଟି ରାଗିଂ ସ୍କ୍ୱାର୍ଡ, ଆଣ୍ଟି ରାଗିଂ ସେଲ୍‌ ରହିବ। ଏଥିସହିତ ଏଣିକି ମହିଳା କର୍ମଚାରୀ ବା ଗବେଷଣା ଛାତ୍ରୀ ଅପରାହ୍ନ ସାଢ଼େ ୫ଟା ପରେ ରହିବେ ନାହିଁ। ଯଦି କୌଣସି ଜରୁରୀ କାମ ରହିଛି ତେବେ ଉଚ୍ଚ କର୍ତ୍ତୁପକ୍ଷଙ୍କ ଅନୁମତି ନେବାକୁ ପଡିବ ବୋଲି କୁହାଯାଇଛି। ରେଭେନ୍ସାର ଏପରି ନିଷ୍ପତି ପରେ ରାଜ୍ୟର ଅନ୍ୟ ବିଶ୍ବବିଦ୍ୟାଳୟରେ ମଧ୍ୟ ସେହିପରି କଟକଣା ଲାଗୁ ପାଇଁ ଚିନ୍ତା କରୁଛନ୍ତି।

revenshaw ବାଲେଶ୍ବର ଛାତ୍ରୀ ଆତ୍ମହତ୍ୟା ରେଭେନ୍ସା ବିଶ୍ବବିଦ୍ୟାଳୟ
Share. Facebook Twitter LinkedIn Email WhatsApp Copy Link

Related Posts

ନୀତିଶ ରେଡ୍ଡିଙ୍କ ସ୍ଥାନରେ କିଏ ଖେଳିବେ?: ଗୌତମ ଗମ୍ଭୀରଙ୍କ ସାମ୍ନାରେ ଏକ ବଡ଼ ଚ୍ୟାଲେଞ୍ଜ

July 21, 2025

ଛାତ୍ର କଂଗ୍ରେସ ସଭାପତିଙ୍କ ଦୁଷ୍କର୍ମ ଅଭିଯୋଗ ଅନୁଧ୍ୟାନ ପାଇଁ କଂଗ୍ରେସ ଗଠନ କଲା କମିଟ, ସସ୍ମିତା ଅଧ୍ୟକ୍ଷା

July 21, 2025

ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ବାଳକର ମୃତ୍ୟୁ: ପଡୋଶୀଙ୍କୁ ଉଠାଇନେଲା ପୋଲିସ

July 21, 2025

ଦୁଷ୍କର୍ମ ଅଭିଯୋଗରେ ଗିରଫ ହେବା ପରେ ଛାତ୍ର କଂଗ୍ରେସ ସଭାପତିରୁ ନିଲମ୍ବିତ ହେଲେ ଉଦିତ ପ୍ରଧାନ

July 21, 2025
Latest News

ନୀତିଶ ରେଡ୍ଡିଙ୍କ ସ୍ଥାନରେ କିଏ ଖେଳିବେ?: ଗୌତମ ଗମ୍ଭୀରଙ୍କ ସାମ୍ନାରେ ଏକ ବଡ଼ ଚ୍ୟାଲେଞ୍ଜ

July 21, 2025

ଛାତ୍ର କଂଗ୍ରେସ ସଭାପତିଙ୍କ ଦୁଷ୍କର୍ମ ଅଭିଯୋଗ ଅନୁଧ୍ୟାନ ପାଇଁ କଂଗ୍ରେସ ଗଠନ କଲା କମିଟ, ସସ୍ମିତା ଅଧ୍ୟକ୍ଷା

July 21, 2025

ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ବାଳକର ମୃତ୍ୟୁ: ପଡୋଶୀଙ୍କୁ ଉଠାଇନେଲା ପୋଲିସ

July 21, 2025

ଦୁଷ୍କର୍ମ ଅଭିଯୋଗରେ ଗିରଫ ହେବା ପରେ ଛାତ୍ର କଂଗ୍ରେସ ସଭାପତିରୁ ନିଲମ୍ବିତ ହେଲେ ଉଦିତ ପ୍ରଧାନ

July 21, 2025

ବ୍ୟକ୍ତିଗତ ତଥ୍ୟ ଚୋରି କରୁଛି ଏହି ଚୀନ୍ ଆପ୍!: ଖୁବ୍‌ଶୀଘ୍ର ହୋଇପାରେ ବ୍ୟାନ୍, ଯାଞ୍ଚ କରନ୍ତୁ ଆପଣଙ୍କ ଫୋନ୍‌

July 21, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.