Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆୟ ବହିର୍ଭୁତ ସମ୍ପତ୍ତି ମାମଲା: ପୁର୍ବତନ ଏମଭିଆଇ ଦୋଷୀ ସାବ୍ୟସ୍ତ, ଦୁଇ ବର୍ଷ ଜେଲଦଣ୍ଡ ଶୁଣାଇଲେ କୋର୍ଟ
ଆଜିର ଖବର

ଆୟ ବହିର୍ଭୁତ ସମ୍ପତ୍ତି ମାମଲା: ପୁର୍ବତନ ଏମଭିଆଇ ଦୋଷୀ ସାବ୍ୟସ୍ତ, ଦୁଇ ବର୍ଷ ଜେଲଦଣ୍ଡ ଶୁଣାଇଲେ କୋର୍ଟ

July 19, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ବହୁଚର୍ଚ୍ଚିତ କ୍ଷୀର ବ୍ୟବସାୟୀ ହତ୍ୟାକାଣ୍ଡ ମାମଲା: ୫ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡ
ବହୁଚର୍ଚ୍ଚିତ କ୍ଷୀର ବ୍ୟବସାୟୀ ହତ୍ୟାକାଣ୍ଡ ମାମଲା: ୫ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡ

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ବ୍ରହ୍ମପୁର ସ୍ବତନ୍ତ୍ର ଭିଜିଲାନ୍ସ ଅଦାଲତ ଜଜ୍ ଜ୍ଞାନେନ୍ଦ୍ର କୁମାର ବାରିକ ଆୟ ବହିର୍ଭୁତ ସମ୍ପତ୍ତି ମାମଲାର ବିଚାର କରି ପୁର୍ବତନ ଏମ୍ ଭି ଆଇ ଦେବୀ ପ୍ରସାଦ ପାଢ଼ୀଙ୍କୁ ଦୋଷୀ ସାବ୍ୟସ୍ତ କରି ଦୁଇ ବର୍ଷ ଜେଲଦଣ୍ଡ ସହ ୫୦ ହଜାର ଟଙ୍କା ଜରିମାନା ଆଦେଶ ଦେଇଛନ୍ତି ଓ ଜରିମାନା ଅନାଦେୟ ଅଧିକ ୬ ମାସ ଜେଲଦଣ୍ଡ ଭୋଗିବାକୁ ନିର୍ଦ୍ଦେଶ ଦେଇଛନ୍ତି।

ସୁଚନା ଥାଉକି ଗଞ୍ଜାମ ଜିଲ୍ଲା ଆନ୍ଧ୍ର ଓଡ଼ିଶା ସୀମାନ୍ତରେ ଅବସ୍ଥିତ ତନଖି ଫାଟକରେ କାର୍ଯ୍ୟରତ ଥିବା ବେଳେ ଦେବୀ ପ୍ରସାଦ ପାଢ଼ୀଙ୍କ ନାମରେ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗତ ୨୦୦୩ ମସିହା ଫେବୃଆରୀ ୨୮ ତାରିଖ ରେ ଏକକାଳୀନ ତାଙ୍କର ନିଜ ଘର, ଶ୍ଵଶୁର ଘର ଓ ବ୍ୟବସାୟ ଅନୁଷ୍ଠାନ ରେ ଚଢ଼ାଉ କରି ନଗଦ ୨୪ ଲକ୍ଷ ରୁ ଅଧିକ ଆୟବହିର୍ଭୁତସମ୍ପତ୍ତିଠାବକରାଯାଇଥିଲା। ଯାହା କି ତାଙ୍କ ଆୟ ଠାରୁ ପ୍ରାୟ ଦୁଇ ଶହ ଗୁଣ ଅଧିକ ବୋଲି ଜଣାପଡିଥିଲା। ଦୁର୍ନୀତି ନିବାରଣ ବିଭାଗ ପକ୍ଷରୁ ଏକ ମାମଲା ରୁଜୁ କରାଯାଇ ସ୍ବତନ୍ତ୍ର ଭିଜିଲାନ୍ସ ଅଦାଲତରେ ପ୍ରାୟ ୨୫ ଜଣ ସାକ୍ଷୀଙ୍କ ବୟାନ କୁ ଭିତ୍ତି କରି ଅଦାଲତ ଉକ୍ତ ରାୟ ପ୍ରଦାନ କରିଛନ୍ତି।

ପ୍ରକାଶିତ ତଥ୍ୟରୁ ଜଣାପଡିଛି ଯେ, ଉକ୍ତ ଏମ୍ ଭି ଆଇ ୨୦୧୦ ମସିହାରେ ବୌଦ୍ଧ ରେ ଭାରପ୍ରାପ୍ତ ଆର୍ ଟି ଓ ଥିବା ବେଳେ ବସ୍ ପରମିଟ୍ ଅନୁମତି ପାଇଁ ଜନୈକ ବସ୍ ମାଲିକ ଠାରୁ ନଗଦ ୫୦ହଜାରଟଙ୍କାଲାଞ୍ଚନେବାବେଳେ ଭିଜିଲାନସ୍ ହାତରେ ଧରାପଡି ଚାକିରି।

ଦୋଷୀ ସାବ୍ୟସ୍ତ
Share. Facebook Twitter LinkedIn Email WhatsApp Copy Link

Related Posts

ଫେବୃଆରୀରୁ ବଦଳିଲା UPI କାରବାର ପଦ୍ଧତି: ଜାଣନ୍ତୁ ନୂତନ ନିୟମ

February 5, 2026

ଖୋର୍ଦ୍ଧା ଓ ବାଣପୁର ସମେତ ୨୪ଟି ସ୍ଥାନର ନାମ ହେବ ସଂଶୋଧନ, ରାଜସ୍ବ ବିଭାଗରୁ ବାହାରିଲା ବିଜ୍ଞପ୍ତି

February 5, 2026

ଇଡି ପରେ ଦିଲ୍ଲୀ ପୋଲିସର କାର୍ଯ୍ୟାନୁଷ୍ଠାନ: ଅଲ-ଫଲାହ ବିଶ୍ୱବିଦ୍ୟାଳୟର ଅଧ୍ୟକ୍ଷ ଗିରଫ

February 5, 2026

ଗୋଟିଏ ଝଟକାରେ 20,000 ଟଙ୍କା ହ୍ରାସ ପାଇଲା ରୂପା ମୂଲ୍ୟ: ଦେଖନ୍ତୁ ଆଜିର ଦର

February 5, 2026
Latest News

ଫେବୃଆରୀରୁ ବଦଳିଲା UPI କାରବାର ପଦ୍ଧତି: ଜାଣନ୍ତୁ ନୂତନ ନିୟମ

February 5, 2026

ଖୋର୍ଦ୍ଧା ଓ ବାଣପୁର ସମେତ ୨୪ଟି ସ୍ଥାନର ନାମ ହେବ ସଂଶୋଧନ, ରାଜସ୍ବ ବିଭାଗରୁ ବାହାରିଲା ବିଜ୍ଞପ୍ତି

February 5, 2026

ଇଡି ପରେ ଦିଲ୍ଲୀ ପୋଲିସର କାର୍ଯ୍ୟାନୁଷ୍ଠାନ: ଅଲ-ଫଲାହ ବିଶ୍ୱବିଦ୍ୟାଳୟର ଅଧ୍ୟକ୍ଷ ଗିରଫ

February 5, 2026

ଗୋଟିଏ ଝଟକାରେ 20,000 ଟଙ୍କା ହ୍ରାସ ପାଇଲା ରୂପା ମୂଲ୍ୟ: ଦେଖନ୍ତୁ ଆଜିର ଦର

February 5, 2026

ଯାଜପୁର ନିକଟରେ ନିୟୁ ଜଲପାଇଗୁଡି ଏକ୍ସପ୍ରେସ ଲାଇନଚ୍ୟୁତ, କୌଣସି କ୍ଷତି ରିପୋର୍ଟ ନାହିଁ

February 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.