Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜାପାନ ଓପନ୍‌ ବ୍ୟାଡମିଣ୍ଟନ୍‌ : ସେମିରେ ସାଇ ପ୍ରଣୀଥ୍‌
ଆଜିର ଖବର

ଜାପାନ ଓପନ୍‌ ବ୍ୟାଡମିଣ୍ଟନ୍‌ : ସେମିରେ ସାଇ ପ୍ରଣୀଥ୍‌

July 26, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭାରତୀୟ ବ୍ୟାଡମିଣ୍ଟନ ତାରକା ବି ସାଇ ପ୍ରଣୀଥ୍‌ ଜାପାନ ଓପନ୍‌ ସେମିଫାଇନାଲ୍‌ରେ ପ୍ରବେଶ କରିଛନ୍ତି । ଇଣ୍ଡୋନେସିଆର ଟମି ସୁଗିଆର୍ଟୋଙ୍କୁ ପରାସ୍ତ କରି ସେମି ଫାଇନାଲ୍‌ରେ ପହଞ୍ଚିଛନ୍ତି । ସୁଗିଆର୍ଟୋଙ୍କୁ ୨୧-୧୨  ଏବଂ ୨୧-୧୫ରେ ପରାସ୍ତ କରି ସେମିରେ ପ୍ରବେଶ କରିଛନ୍ତି ସାଇ । ସେମିରେ ସାଇ ପ୍ରଣୀଥ୍‌ ଟପ୍‌ ସିଡ୍‌ କେଣ୍ଟୋ ମୋମୋଟାଙ୍କୁ ଭେଟିବେ । ବି ସାଇ ପ୍ରଣୀଥ୍‌ ଏହି ମ୍ୟାଚ୍‌କୁ ମାତ୍ର ୩୬ ମିନିଟ୍‌ ସମୟ ନେଇ ବିଜୟୀ ହୋଇଥିଲେ । ପ୍ରଥମ ସେଟ୍‌ରେ ସାଇ ପ୍ରଣୀଥ୍‌ ସହଜରେ ବିଜୟୀ ହୋଇଥିବା ବେଳେ ଦ୍ବିତୀୟ ସେଟ୍‌ରେ  ୧୮-୧୫ ସ୍ଥିତିରୁ କ୍ରମାଗତ ତିନ ବ୍ରେକ୍‌ ପଏଣ୍ଟ ସହିତ ମ୍ୟାଚ୍‌ରେ ବିଜୟୀ ହୋଇଥିଲେ ।

Share. Facebook Twitter LinkedIn Email WhatsApp Copy Link

Related Posts

ପାକିସ୍ତାନରେ ଅଧିକ ଦରମା ସତ୍ତ୍ୱେ IPLରେ ଯୋଗଦେଲେ ଏହି ଖେଳାଳି: ଧୋନିଙ୍କ ସହିତ ଖେଳିବାକୁ ଆଗ୍ରହୀ

March 25, 2026

ଦୁଷ୍କର୍ମ ଅଭିଯୋଗ ମାମଲା: ୭ ମାସ ଧରି ଫେରାର ଥିବା ଆପ ବିଧାୟକଙ୍କୁ ଗିରଫ କଲା ପୋଲିସ

March 25, 2026

‘ଚୁକ୍ତିରେ ରାଜି ହେଲା ଇରାନ, ଆମ ପାଇଁ ପଠାଇଲା ଅତ୍ୟନ୍ତ ମୂଲ୍ୟବାନ ଉପହାର’: ଟ୍ରମ୍ପଙ୍କ ବଡ଼ ଦାବି

March 25, 2026

ସିପିଗ୍ରାମ୍ସ ପୋର୍ଟାଲ ଦ୍ଵାରା ଢେଙ୍କାନାଳରେ ପାନୀୟ ଜଳ ସମସ୍ୟାର ହେଲା ସମାଧାନ

March 25, 2026
Latest News

ପାକିସ୍ତାନରେ ଅଧିକ ଦରମା ସତ୍ତ୍ୱେ IPLରେ ଯୋଗଦେଲେ ଏହି ଖେଳାଳି: ଧୋନିଙ୍କ ସହିତ ଖେଳିବାକୁ ଆଗ୍ରହୀ

March 25, 2026

ଦୁଷ୍କର୍ମ ଅଭିଯୋଗ ମାମଲା: ୭ ମାସ ଧରି ଫେରାର ଥିବା ଆପ ବିଧାୟକଙ୍କୁ ଗିରଫ କଲା ପୋଲିସ

March 25, 2026

‘ଚୁକ୍ତିରେ ରାଜି ହେଲା ଇରାନ, ଆମ ପାଇଁ ପଠାଇଲା ଅତ୍ୟନ୍ତ ମୂଲ୍ୟବାନ ଉପହାର’: ଟ୍ରମ୍ପଙ୍କ ବଡ଼ ଦାବି

March 25, 2026

ଆଜି ଖୋଲିବ ରତ୍ନ ଭଣ୍ଡାରର ସିନ୍ଧୁକ, ହେବ ଗଣତିମଣତି

March 25, 2026

୩ ନିଲମ୍ବିତ କଂଗ୍ରେସ ବିଧାୟକଙ୍କ କୁଶପୁତ୍ତଳିକା ଦାହ କଲା ଯୁବ କଂଗ୍ରେସ

March 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.