Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭୁବନେଶ୍ୱର ରେଳ ଷ୍ଟେସନରେ ଚାଲିଥିବା ପୁନଃବିକାଶ କାର୍ଯ୍ୟ ନିରୀକ୍ଷଣ କଲେ ରେଳ ଏବଂ ଜଳ ଶକ୍ତି ରାଷ୍ଟ୍ରମନ୍ତ୍ରୀ
ଆଜିର ଖବର

ଭୁବନେଶ୍ୱର ରେଳ ଷ୍ଟେସନରେ ଚାଲିଥିବା ପୁନଃବିକାଶ କାର୍ଯ୍ୟ ନିରୀକ୍ଷଣ କଲେ ରେଳ ଏବଂ ଜଳ ଶକ୍ତି ରାଷ୍ଟ୍ରମନ୍ତ୍ରୀ

July 19, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ରେଳ ଏବଂ ଜଳ ଶକ୍ତି ରାଷ୍ଟ୍ରମନ୍ତ୍ରୀ ଭି. ସୋମନ୍ନା ଆଜି ଭୁବନେଶ୍ୱର ରେଳ ଷ୍ଟେସନରେ ଚାଲିଥିବା ପୁନଃବିକାଶ କାର୍ଯ୍ୟର ଆଜି ଭୁବନେଶ୍ୱର ରେଳ ଷ୍ଟେସନ ଠାରେ ନିରୀକ୍ଷଣ କରିଛନ୍ତି। ବର୍ତ୍ତମାନ ଭୁବନେଶ୍ୱର ରେଳ ଷ୍ଟେସନରେ ଚାଲିଥିବା ପୁନଃବିକାଶ କାର୍ଯ୍ୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦ୍ୱାରା ଦେଶର ରେଳ ଷ୍ଟେସନଗୁଡ଼ିକୁ ବିଶ୍ୱସ୍ତରୀୟ ସୁବିଧାରେ ପରିଣତ କରିବାର ଦୃଷ୍ଟିକୋଣକୁ ସ୍ପଷ୍ଟତା ପ୍ରଦାନ କରିବା ଦିଗରେ ଅଗ୍ରଗତି କରୁଛି।

ସେ ଏହା ମଧ୍ୟ କହିଥିଲେ ଯେ ‘ଅମୃତ ଭାରତ ଷ୍ଟେସନ ଯୋଜନା’ରେ ଭୁବନେଶ୍ୱର ରେଳ ଷ୍ଟେସନର ପୁନଃବିକାଶ କାର୍ଯ୍ୟ କରାଯାଉଛି ଏବଂ ଏହି କାର୍ଯ୍ୟ ବହୁତ ଭଲ ଗତିରେ ଆଗେଇ ଚାଲିଛି। ରେଳଷ୍ଟେସନ ବିକାଶ କାର୍ଯ୍ୟରେ ଉଚ୍ଚ ଆପ୍ରୋଚ୍ ରୋଡ୍ ଏବଂ ଷ୍ଟେସନ୍କୁ ଯାଉଥିବା ଯାତ୍ରୀ ଏବଂ ଷ୍ଟେସନ୍ରୁ ବାହାରକୁ ଆସୁଥିବା ଯାତ୍ରୀଙ୍କ ଗମନାଗମନକୁ ପୃଥକୀକରଣ ଅନ୍ତର୍ଭୁକ୍ତ। ପୂର୍ବତଟ ରେଳପଥର ମହାପ୍ରବନ୍ଧକ ଶ୍ରୀ ପରମେଶ୍ୱର ଫୁଙ୍କୱାଲ ଏବଂ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀମାନେ ମାନ୍ୟବର ମନ୍ତ୍ରୀଙ୍କ ସହିତ ନିରକ୍ଷଣ ସମୟରେ ଉପସ୍ଥିତ ଥିଲେ।

ପୁନଃବିକଶିତ ଭୁବନେଶ୍ୱର ରେଳ ଷ୍ଟେସନରେ ଯାତ୍ରୀଙ୍କ ପାଇଁ ଅନ୍ୟାନ ଆଧୁନିକ ସୁବିଧା ସୁଯୋଗ ମଧ୍ୟରେ ଷ୍ଟେସନ ପ୍ରବେଶର ଉନ୍ନତି, ସର୍କୁଲେଟିଂ ଏରିଆ, ପ୍ରତୀକ୍ଷା ହଲ୍, ଶୌଚାଳୟ, ଲିଫ୍ଟ/ଏସ୍କେଲେଟର, ପରିଷ୍କାର ପରିଚ୍ଛନ୍ନତା, ‘ୱାନ୍ ଷ୍ଟେସନ୍ ୱାନ୍ ପ୍ରଡକ୍ଟ’ ଭଳି ଯୋଜନା ମାଧ୍ୟମରେ ସ୍ଥାନୀୟ ଉତ୍ପାଦ ପାଇଁ କିଓସ୍କ, ଉନ୍ନତ ଯାତ୍ରୀ ସୂଚନା ପ୍ରଣାଳୀ, ଦିବ୍ୟାଙ୍ଗଜନଙ୍କ ପାଇଁ ସୁବିଧା, ସ୍ଥାୟୀ ଏବଂ ପରିବେଶ ଅନୁକୂଳ ସମାଧାନ, କାର୍ଯ୍ୟନିର୍ବାହୀ ଲାଉଞ୍ଜ, ବାଣିଜ୍ୟିକ ବିକାଶ ବୈଠକ ପାଇଁ ମନୋନୀତ ସ୍ଥାନ, ଭୂଦୃଶ୍ୟ ଇତ୍ୟାଦି ସୁବିଧା ରହିବ।

ଅମୃତ ଭାରତ ଷ୍ଟେସନ ଯୋଜନା ଭୁବନେଶ୍ୱର ରେଳ ଷ୍ଟେସନ ରେଳ ବିକାଶ
Share. Facebook Twitter LinkedIn Email WhatsApp Copy Link

Related Posts

ଚନ୍ଦକା ଠାରେ ୮ମ ରାଜ୍ୟ ପୋଲିସ ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା ଅନୁଷ୍ଠିତ

December 23, 2025

Republic Day Preparation: ଗଣତନ୍ତ୍ର ଦିବସରେ ପ୍ରଜ୍ଞାପନ ମେଢ ପ୍ରଦର୍ଶନ ନେଇ ବସିଲା ପ୍ରସ୍ତୁତି ବୈଠକ

December 23, 2025

୨୦ତମ ରାଜ୍ୟସ୍ତରୀୟ ଜାମ୍ବୋରେଟ୍ ଓ ସ୍ୱତନ୍ତ୍ର ଟ୍ରାଇବାଲ୍ ଜାମ୍ବୋରେଟ୍ ଉଦ୍‌ଘାଟିତ

December 23, 2025

ଏସ୍‌ସିବିରେ ହେବ ୧୭ ମହଲା ପାର୍କିଂ, ରାଜ୍ୟର ୭ଟି ମେଡିକାଲ କଲେଜରେ ଆଟେଣ୍ଡାଣ୍ଟଙ୍କ ପାଇଁ ହେବ ବିଶ୍ରାମ ଗୃହ

December 23, 2025
Latest News

ଚନ୍ଦକା ଠାରେ ୮ମ ରାଜ୍ୟ ପୋଲିସ ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା ଅନୁଷ୍ଠିତ

December 23, 2025

Republic Day Preparation: ଗଣତନ୍ତ୍ର ଦିବସରେ ପ୍ରଜ୍ଞାପନ ମେଢ ପ୍ରଦର୍ଶନ ନେଇ ବସିଲା ପ୍ରସ୍ତୁତି ବୈଠକ

December 23, 2025

୨୦ତମ ରାଜ୍ୟସ୍ତରୀୟ ଜାମ୍ବୋରେଟ୍ ଓ ସ୍ୱତନ୍ତ୍ର ଟ୍ରାଇବାଲ୍ ଜାମ୍ବୋରେଟ୍ ଉଦ୍‌ଘାଟିତ

December 23, 2025

ଏସ୍‌ସିବିରେ ହେବ ୧୭ ମହଲା ପାର୍କିଂ, ରାଜ୍ୟର ୭ଟି ମେଡିକାଲ କଲେଜରେ ଆଟେଣ୍ଡାଣ୍ଟଙ୍କ ପାଇଁ ହେବ ବିଶ୍ରାମ ଗୃହ

December 23, 2025

ବିଶାଖାପାଟଣାରେ ଆରମ୍ଭ ହେଲା ପେସା ମହୋତ୍ସବ

December 23, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.