Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଉପମୁଖ୍ୟମନ୍ତ୍ରୀଙ୍କ ବାସଭବନ ଘେରିଲା ମହିଳା କଂଗ୍ରେସ
ଆଜିର ଖବର

ଉପମୁଖ୍ୟମନ୍ତ୍ରୀଙ୍କ ବାସଭବନ ଘେରିଲା ମହିଳା କଂଗ୍ରେସ

July 19, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ରାଜ୍ୟରେ ଗୋଟିକ ପରେ ଗୋଟିଏ ହୃଦୟ ବିଦାରକ ଘଟଣାରେ ଛାତ୍ରୀମାନେ ନିଆଁରେ ପୋଡିବା ରାଜ୍ୟ ସରକାରଙ୍କ ବିଫଳତାକୁ ଦର୍ଶାଉଛି। ‘ବେଟି ପଢ଼ାଓ ବେଟି ବଚାଓ’ ସ୍ଲୋଗାନ ଦେଉଥ‌ିବା ବିଜେପି ସରକାରଙ୍କ ଶାସନରେ ମହିଳା, ଛାତ୍ରୀମାନେ ସବୁଠାରୁ ଅସୁରକ୍ଷିତ। ସୌମ୍ୟାଶ୍ରୀଙ୍କୁ ନ୍ୟାୟ ନ ମିଳିବାରୁ ଶେଷରେ ଏଫ୍. ଏମ୍. କଲେଜ ଆଗରେ ନିଜକୁ ଜାଳିଦେଲେ। ତାଙ୍କୁ ନ୍ୟାୟ ଦେବା ପାଇଁ ସାରା ଓଡ଼ିଶାରେ ଆନ୍ଦୋଳନ ମୁଣ୍ଡ ଟେକିଛି। ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ସଭାପତି ଶ୍ରୀଯୁକ୍ତ ଭକ୍ତ ଚରଣ ଦାସଙ୍କ ନେତୃତ୍ୱରେ ନାରୀକୁ ନ୍ୟାୟ ଦେବା ପାଇଁ ଯେଉଁ ଅଭିଯାନ ଆରମ୍ଭ ହୋଇଛି ତାହାକୁ ଅଧୂକ ସକ୍ରିୟ କରିବା ପାଇଁ ରାଜ୍ୟ ମହିଳା କଂଗ୍ରେସ ସଭାନେତ୍ରୀ ମୀନାକ୍ଷି ବାହିନିପତି ଆଗଭର ହୋଇଛନ୍ତି। ସୌମ୍ୟାଶ୍ରୀଙ୍କ ପରେ ନିମାପଡା ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡାଙ୍କ ନିର୍ବାଚନ ମଣ୍ଡଳୀ ବଳଙ୍ଗା ଠାରେ ଜଣେ ଯୁକ୍ତ ଦୁଇ ଛାତ୍ରୀଙ୍କୁ ଦୁବୃତ୍ତମାନେ ନିଆଁରେ ପୋଡି ମାରିଦେବା ପାଇଁ ଉଦ୍ୟମ କରିଥିଲେ।

ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡାଙ୍କ ବାସ ଭବନ ରାଜ୍ୟ ମହିଳା ସଭାନେତ୍ରୀ ମୀନାକ୍ଷି ବାହିନିପତିଙ୍କ ନେତୃତ୍ୱରେ ଘେରାଉ କରାଯାଇଥିଲା। ପିଡ଼ିତା ଛାତ୍ରୀ ଜଣଙ୍କ ୭୨ ଭାଗ ପୋଡିଯାଇଥିବାବେଳେ ଏମ୍ଏସ୍‌ରେ ଜୀବନ ମରଣ ସହ ସଂଗ୍ରାମ କରୁଛନ୍ତି। ମୀନାକ୍ଷି ବାହିନିପତିଙ୍କ ନେତୃତ୍ବରେ ଏକ ମହିଳା ଦଳ ଯାଇ ରାଜ୍ୟ ସରକାରଙ୍କ ବିରୁଦ୍ଧରେ ବିଭିନ୍ନ ସ୍ଲୋଗାନ ଦେଇ ବିକ୍ଷୋଭକରିଥିଲେ। ରାଜ୍ୟ ସରକାରଙ୍କ ବିଫଳତା ଏବଂ ଆଇନ ଶୃଙ୍ଖଳା ସଂପୂର୍ଣ୍ଣ ବିଗିଡି ଯାଇଥିବାବେଳେ ନାରୀ ଆଉ ଘରୁ ବାହାରିବା କଷ୍ଟ ହୋଇପଡ଼ିଛି। ନିଜେ ରାଜ୍ୟ ସରକାର ଏକ ଅଧ୍ୟାଦେଶରେ ସଂନ୍ଧ୍ୟା ୫ ଟା ପରେ ମହାବିଦ୍ୟାଳୟ ପରିସରରେ ଛାତ୍ରୀମାନେ ନ ରହିବା ପାଇଁ ନିର୍ଦ୍ଦେଶାନାମ ଜାରି କରିଛନ୍ତି। ଏଥିରୁ ସ୍ପଷ୍ଟ ପ୍ରତ୍ୟୟମାନ ହୁଏ ଯେ ରାଜ୍ୟ ସରକାର ନାରୀକୁ ସୁରକ୍ଷା ଦେବା ପାଇଁ ଅସମର୍ଥ। ଏଭଳି ସରକାର ଶାସନ ଗାଦିରେ ବସିବାର ସମସ୍ତ ନୈତିକ ଅଧିକାର ହରାଇ ବସିଛନ୍ତି ବୋଲି ଶ୍ରୀମତୀ ବାହିନି ପତି କହିଛନ୍ତି।

BJP Ads
ମହିଳା କଂଗ୍ରେସ
Share. Facebook Twitter LinkedIn Email WhatsApp Copy Link

Related Posts

ବାଲୁଗାଁ ଗାନ୍ଧିଛକ ନିକଟସ୍ଥ ସୁନା ଦୋକାନରୁ ଚୋରି ଉଦ୍ୟମ: ଦୁଇ ଗିରଫ

October 31, 2025

ପୂର୍ବତଟ ରେଳପଥ ମୁଖ୍ୟାଳୟରେ ରାଷ୍ଟ୍ରିୟ ଏକତା ଦିବସ ପାଳିତ

October 31, 2025

ରାଷ୍ଟ୍ରୀୟ ଏକତା ଦିବସ ୨୦୨୫ ଅବସରରେ ‘ରନ୍‍ ଫର୍‍ ୟୁନିଟି’ର ଶୁଭାରମ୍ଭ କଲେ କେନ୍ଦ୍ର ଗୃହମନ୍ତ୍ରୀ

October 31, 2025

“ବିକଶିତ ଭାରତ” ଗଠନରେ ଆଦିବାସୀ ଯୁବ ନେତୃତ୍ୱ ହେବ ପ୍ରଗତିର ଭିତ୍ତି: ଡକ୍ଟର ମନସୁଖ ମାଣ୍ଡଭିୟ

October 31, 2025
BJP Ads
Latest News

ବାଲୁଗାଁ ସରକାରୀ ଉଚ୍ଚ ବିଦ୍ୟାଳୟ ପ୍ରତିଷ୍ଠା ଦିବସରେ ଯୋଗଦେଲେ ଆଇନମନ୍ତ୍ରୀ

October 31, 2025

ବାଲୁଗାଁ ଗାନ୍ଧିଛକ ନିକଟସ୍ଥ ସୁନା ଦୋକାନରୁ ଚୋରି ଉଦ୍ୟମ: ଦୁଇ ଗିରଫ

October 31, 2025

ପୂର୍ବତଟ ରେଳପଥ ମୁଖ୍ୟାଳୟରେ ରାଷ୍ଟ୍ରିୟ ଏକତା ଦିବସ ପାଳିତ

October 31, 2025

ରାଷ୍ଟ୍ରୀୟ ଏକତା ଦିବସ ୨୦୨୫ ଅବସରରେ ‘ରନ୍‍ ଫର୍‍ ୟୁନିଟି’ର ଶୁଭାରମ୍ଭ କଲେ କେନ୍ଦ୍ର ଗୃହମନ୍ତ୍ରୀ

October 31, 2025

“ବିକଶିତ ଭାରତ” ଗଠନରେ ଆଦିବାସୀ ଯୁବ ନେତୃତ୍ୱ ହେବ ପ୍ରଗତିର ଭିତ୍ତି: ଡକ୍ଟର ମନସୁଖ ମାଣ୍ଡଭିୟ

October 31, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.