Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କେନ୍ଦ୍ରପତ୍ର ତୋଳାଳି ଓ କର୍ମଚାରୀଙ୍କ ବିକାଶକୁ ସରକାର ଅଗ୍ରାଧିକାର ଦେଉଛନ୍ତି: ଜଙ୍ଗଲ ପରିବେଶ ଓ ଶ୍ରମ ମନ୍ତ୍ରୀ
ଆଜିର ଖବର

କେନ୍ଦ୍ରପତ୍ର ତୋଳାଳି ଓ କର୍ମଚାରୀଙ୍କ ବିକାଶକୁ ସରକାର ଅଗ୍ରାଧିକାର ଦେଉଛନ୍ତି: ଜଙ୍ଗଲ ପରିବେଶ ଓ ଶ୍ରମ ମନ୍ତ୍ରୀ

July 20, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ରାଜ୍ୟର କେନ୍ଦୁପତ୍ର ତୋଳାଳିଙ୍କୁ ନ୍ୟାୟ ମିଳିବ ଓ କେନ୍ଦ୍ରପତ୍ର ତୋଳାଳି ଓ କର୍ମଚାରୀଙ୍କ ବିକାଶକୁ ସରକାର ଅଗ୍ରାଧିକାର ଦେଉଛନ୍ତି ବୋଲି ଜଙ୍ଗଲ ପରିବେଶ ଓ ଶ୍ରମ ମନ୍ତ୍ରୀ ଗଣେଶରାମ ସିଂ ଖୁଣ୍ଟିଆ କହିଛନ୍ତି। ଭବାନୀପାଟଣା ଟାଉନହଲଠାରେ ଓଡ଼ିଶା କେନ୍ଦୁପତ୍ର କର୍ମଚାରୀ ସଂଘ ପକ୍ଷରୁ ବଲାଙ୍ଗୀର ସର୍କଲ ସ୍ତରୀୟ କର୍ମକର୍ତ୍ତା ସମ୍ମିଳନୀରେ ଯୋଗଦେଇ ସେ ରାଜ୍ୟ ସରକାରଙ୍କ ଏକବର୍ଷର ଉପଲବ୍ଧି ସଂପର୍କରେ ସୂଚନା ଦେଇଛନ୍ତି। କେନ୍ଦୁପତ୍ର କର୍ମଚାରୀ ସଂଘର ରାଜ୍ୟ ସଂପାଦକ ଯଦୁମଣି ପାଣିଗ୍ରାହୀଙ୍କ ସଭାପତିତ୍ବରେ ଆୟୋଜିତ କାର୍ଯ୍ୟକ୍ରମରେ କଳାହାଣ୍ଡି ଉତ୍ତର ବନଖଣ୍ଡ ଅଧିକାରୀ ରମେଶ କୁମାର, ଦକ୍ଷିଣ ବନଖଣ୍ଡ ଅଧିକାରୀ କଲାଇ ଭାନନ ଆର୍‌, ବଲାଙ୍ଗୀର ଡିଏଫଓ ପ୍ରଦୀପ ମିରେପ, ଟିଟିଲାଗଡ଼ ସର୍କଲ ଡିଏଫଓ ପି.ରଶ୍ମୀ ଏବଂ କଳାହାଣ୍ଡି କେନ୍ଦୁପତ୍ର ତୋଳାଳି କର୍ମଚାରୀ ସଂଘ ସଭାପତି ଚିରାଗ ସିଂହଦେଓ ପ୍ରମୁଖ ଯୋଗ ଦେଇଥିଲେ।

ଏହି ଅବସରରେ ଅନେକ କୃତିତ୍ବ ହାସଲ କରିଥିବା ବିଭିନ୍ନ ରେଞ୍ଜର ସଦସ୍ୟଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ଭବାନୀପାଟଣା ଡିଭିଜନ ପକ୍ଷରୁ ୧୬ଜଣ ହିତାଧିକାରୀଙ୍କୁ ମୃତ୍ୟୁକାଳୀନ ସହାୟତା ପ୍ରଦାନ କରାଯାଇଛି।

ଓଡ଼ିଶା କେନ୍ଦୁପତ୍ର କର୍ମଚାରୀ ସଂଘ ଭବାନୀପାଟଣା
Share. Facebook Twitter LinkedIn Email WhatsApp Copy Link

Related Posts

ଜନଜାତୀୟ ଗୌରବ ବର୍ଷ ପାଳନ ଅବସରରେ ପାରମ୍ପରିକ ପରଜା ଏବଂ ଧୁରୁଆ ନୃତ୍ୟ ପରିବେଷଣ

November 14, 2025

ରାଜ୍ୟର ସମନ୍ବିତ ଆଦିବାସୀ ଉନ୍ନୟନ ସଂସ୍ଥା ସଂପର୍କିତ CAG ରିପୋର୍ଟର ପର୍ଯ୍ୟବେକ୍ଷଣ କଲେ ରାଜ୍ୟପାଳ

November 14, 2025

ପ୍ରଶାସନିକ ବ୍ୟବସ୍ଥା ଓ ଶାସନ ପରିଚାଳନା ସଂସ୍କାର କମିଟିର ଅଧ୍ୟକ୍ଷଙ୍କ ସହ ମୁଖ୍ୟ ଶାସନ ସଚିବଙ୍କ ବୈଠକ

November 14, 2025

ପ୍ରସ୍ତାବିତ ସାଇନ୍ସ ସିଟି ନିମନ୍ତେ ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ ସମୀକ୍ଷା

November 14, 2025
Latest News

ଜନଜାତୀୟ ଗୌରବ ବର୍ଷ ପାଳନ ଅବସରରେ ପାରମ୍ପରିକ ପରଜା ଏବଂ ଧୁରୁଆ ନୃତ୍ୟ ପରିବେଷଣ

November 14, 2025

ରାଜ୍ୟର ସମନ୍ବିତ ଆଦିବାସୀ ଉନ୍ନୟନ ସଂସ୍ଥା ସଂପର୍କିତ CAG ରିପୋର୍ଟର ପର୍ଯ୍ୟବେକ୍ଷଣ କଲେ ରାଜ୍ୟପାଳ

November 14, 2025

ପ୍ରଶାସନିକ ବ୍ୟବସ୍ଥା ଓ ଶାସନ ପରିଚାଳନା ସଂସ୍କାର କମିଟିର ଅଧ୍ୟକ୍ଷଙ୍କ ସହ ମୁଖ୍ୟ ଶାସନ ସଚିବଙ୍କ ବୈଠକ

November 14, 2025

ପ୍ରସ୍ତାବିତ ସାଇନ୍ସ ସିଟି ନିମନ୍ତେ ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ ସମୀକ୍ଷା

November 14, 2025

ରାଜ୍ୟସ୍ତରୀୟ ଶିଶୁ କ୍ରୀଡା ମହୋତ୍ସବ ‘ଉତ୍ସାହ’ ଉଦଘାଟିତ

November 14, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.