Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବାଲେଶ୍ବର ଘଟଣାର ଅନ୍ୟ ଅଭିଯୁକ୍ତଙ୍କୁ ଗିରଫ କରାଯିବ ବୋଲି କହିଲେ କ୍ରାଇମବ୍ରାଞ୍ଚ ଡିଜି
ଆଜିର ଖବର

ବାଲେଶ୍ବର ଘଟଣାର ଅନ୍ୟ ଅଭିଯୁକ୍ତଙ୍କୁ ଗିରଫ କରାଯିବ ବୋଲି କହିଲେ କ୍ରାଇମବ୍ରାଞ୍ଚ ଡିଜି

July 20, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ବାଲେଶ୍ବର ଘଟଣା
ଖୁବଶିଘ୍ର ବାଲେଶ୍ବର ଘଟଣାରେ ପ୍ରମୁଖ ଅଭିଯୁକ୍ତଙ୍କୁ ଗିରଫ କରାଯିବ ବୋଲି କହିଲେ କ୍ରାଇମବ୍ରାଞ୍ଚ ଡିଜି

The Samikhsya Desk: ଖୁବ ଶିଘ୍ର ବାଲେଶ୍ବର ପିଡିତାଙ୍କୁ ନ୍ୟାୟ ମିଳିବ। ପ୍ରକୃତ ଅଭିଯୁକ୍ତଙ୍କୁ ଗିରଫ କରାଯିବ। ଆଜି ବାଲେଶ୍ବର ଗସ୍ତ କରି ଏହା କହିଛନ୍ତି କ୍ରାଇମ ବ୍ରାଞ୍ଚ ଡିଜି ବିନୟତୋଷ ମିଶ୍ର। ସେ ଆଜି ବାଲେଶ୍ବର ଗସ୍ତ କରି ଏହି ତଦନ୍ତ ଉପରେ ତଦାରଖ କରିଛନ୍ତି। କିପରି ପରିସ୍ଥିତିରେ ସୌମ୍ୟାଶ୍ରୀ ଆତ୍ମଦାହ କଲା ତାହାର ତଥ୍ୟ ସଂଗ୍ରହ କରାଯାଉଛି। ଖୁବ ଶିଘ୍ର ପିଡିତାଙ୍କୁ ନ୍ୟାୟ ମିଳିବ ବୋଲି ଡିଜି କହିଛନ୍ତି।

ସେହି ସମୟରେ ଯେଉଁ ଭିଡିଓ କରାଯାଇଥିଲା ସେଥିରୁ ବହୁତ କିଛି ତଥ୍ୟ ହସ୍ତଗତ ହୋଇଛି। ଏଥିସହିତ ଡିଜିଟାଲ ପ୍ରମାଣ ସଂଗ୍ରହ କରାଯାଇଛି। ସୋସିଆଲ ମିଡିଆରେ ଯେଉଁମାନେ ଯାହା କହିଛନ୍ତି କିନ୍ତୁ ତଦନ୍ତ ବେଳେ ତାହା ଭିନ୍ନ ପ୍ରକାରର କଥା କହିଛନ୍ତି ବୋଲି ଡିଜି କହିଛନ୍ତି। ଆଜି ସେ ବାଲେଶ୍ବରର ଗସ୍ତ ଅବସରରେ ଏକ ସାମ୍ବାଦିକ ସମ୍ମିଳନୀ କରି ଏହି କଥା କହିଛନ୍ତି। ସେ ଏଫଏମ କଲେଜଙ୍କ ପ୍ରିନସପାଲ ରୁମକୁ ଯାଇ ତଦାରଖ କରିଛନ୍ତି। ସେଠାକାର ଅଧିକାରୀଙ୍କ ସହିତ କଥା ହୋଇଛନ୍ତି।

କ୍ରାଇମ ବ୍ରାଞ୍ଚ ବାଲେଶ୍ବର ଛାତ୍ରୀ ଆତ୍ମହତ୍ୟା
Share. Facebook Twitter LinkedIn Email WhatsApp Copy Link

Related Posts

ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ଜଣେ ମୃତ: ବାଲୁଗାଁ-ବାଣପୁର ମୁଖ୍ୟ ରାସ୍ତା ଅବରୋଧ କଲେ ଗ୍ରାମବାସୀ

August 27, 2026

ମାଲଦା ମେଡିକାଲ କଲେଜରେ ଗୋଟିଏ ଦିନରେ ୧୦ ନବଜାତ ଶିଶୁଙ୍କ ମୃତ୍ୟୁ

August 27, 2026

ଆମେରିକାରେ ମୋହନ ଭାଗବତଙ୍କ କାର୍ଯ୍ୟକ୍ରମ ପୂର୍ବରୁ କାର୍ଯ୍ୟାନୁଷ୍ଠାନ: X ଆକାଉଣ୍ଟ ସସପେଣ୍ଡ

August 27, 2026

ଡବ୍ଲୁଟିସିରେ ଟିମ୍ ଇଣ୍ଡିଆକୁ ବଡ଼ ଝଟକା: ଜାଣନ୍ତୁ ବର୍ତ୍ତମାନ ସ୍ଥିତି

August 27, 2026
Latest News

ଦାନବୀର: ଗ୍ରାମ ପଞ୍ଚାୟତର ଡିଜିଟାଲ୍ ଭିତ୍ତିଭୂମି ସୁଦୃଢ଼ ପାଇଁ ଜନସହଭାଗିତାକୁ ଆହ୍ୱାନ

August 27, 2026

ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ଜଣେ ମୃତ: ବାଲୁଗାଁ-ବାଣପୁର ମୁଖ୍ୟ ରାସ୍ତା ଅବରୋଧ କଲେ ଗ୍ରାମବାସୀ

August 27, 2026

ମାଲଦା ମେଡିକାଲ କଲେଜରେ ଗୋଟିଏ ଦିନରେ ୧୦ ନବଜାତ ଶିଶୁଙ୍କ ମୃତ୍ୟୁ

August 27, 2026

ଆମେରିକାରେ ମୋହନ ଭାଗବତଙ୍କ କାର୍ଯ୍ୟକ୍ରମ ପୂର୍ବରୁ କାର୍ଯ୍ୟାନୁଷ୍ଠାନ: X ଆକାଉଣ୍ଟ ସସପେଣ୍ଡ

August 27, 2026

ଆରଏସଏସ ତରଫରୁ ବାଣପୁରରେ ରକ୍ଷା ବନ୍ଧନ ଉତ୍ସବ ପାଳିତ

August 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.