Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କର୍ଣ୍ଣାଟକରେ ୟେଦୁ ସରକାର : ଚତୁର୍ଥ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ୟେଦ୍ୟୁରପ୍ପା
ଆଜିର ଖବର

କର୍ଣ୍ଣାଟକରେ ୟେଦୁ ସରକାର : ଚତୁର୍ଥ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ୟେଦ୍ୟୁରପ୍ପା

July 26, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
yediyurappa takes oath as a cm for karnatak
yediyurappa takes oath as a cm for karnatak

କର୍ଣ୍ଣାଟକରେ ୟେଦୁ ସରକାର । ଚତୁର୍ଥ ଥର ପାଇଁ ରାଜ୍ୟର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କଲେ ବିଏସ୍‌  ୟେଦ୍ୟୁରପ୍ପା । ରାଜଭବନ ପରିସରରେ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି ରାଜ୍ୟପାଳ ବଜୁ ଭାଇ ବାଲା । ଗତ ମଙ୍ଗଳବାର ଦିନ କର୍ଣ୍ଣାଟକରେ ଥିବା ଜେଡିଏସ୍‌-କଂଗ୍ରେସର ମେଣ୍ଟ ସରକାର ଆସ୍ଥା ଭୋଟରେ ହାରିବା ପରେ ବିଜେପି ପୁଣି ଥରେ ରାଜ୍ୟରେ ସରକାର ଗଢିଛି । ଏବେ ବିଜେପି ପାଖରେ ୧୦୭ ବିଧାୟକଙ୍କ ସମର୍ଥନ ଥିବା କୁହାଯାଉଛି। ଏହା ପରେ ଜୁଲାଇ ୩୧ରେ ସଂଖ୍ୟା ଗରିଷ୍ଠତା ପ୍ରମାଣ ଦେବେ ୟେଦୁ ସରକାର ।

Share. Facebook Twitter LinkedIn Email WhatsApp Copy Link

Related Posts

Reliance FMCG ର ବ୍ୟବସାୟ ୨୦୩୦ ସୁଦ୍ଧା ୧ ଲକ୍ଷ କୋଟି ଟଙ୍କାରେ ପହଞ୍ଚିବ; ଇଷା ଆମ୍ବାନୀ

June 19, 2026

ଭାରତୀୟ ରେଳପଥ ପକ୍ଷରୁ ବଡ଼ ନିଷ୍ପତ୍ତି: ଏହି ଏକ୍ସପ୍ରେସ ଟ୍ରେନରେ ସଂଯୋଗ ହେଲା ଅତିରିକ୍ତ କୋଚ୍

June 19, 2026

ଏବେ IPLରେ ପ୍ରବେଶ କରିବେ ଯୁବରାଜ ସିଂହ: ଏହି ଦଳର ହେବେ ‘କୋଚ୍’

June 19, 2026

Jio IPO: ଜିଓ ଆଇପିଓ ନେଇ ଘୋଷଣା କଲେ ମୁକେଶ ଆମ୍ବାନୀ, ଆସିବ ୨୭ କୋଟି ସେୟାରର ନୂଆ ଇସ୍ୟୁ

June 19, 2026
Latest News

Reliance FMCG ର ବ୍ୟବସାୟ ୨୦୩୦ ସୁଦ୍ଧା ୧ ଲକ୍ଷ କୋଟି ଟଙ୍କାରେ ପହଞ୍ଚିବ; ଇଷା ଆମ୍ବାନୀ

June 19, 2026

ଭାରତୀୟ ରେଳପଥ ପକ୍ଷରୁ ବଡ଼ ନିଷ୍ପତ୍ତି: ଏହି ଏକ୍ସପ୍ରେସ ଟ୍ରେନରେ ସଂଯୋଗ ହେଲା ଅତିରିକ୍ତ କୋଚ୍

June 19, 2026

ରାଇରଙ୍ଗପୁରରେ ପହଞ୍ଚିଲେ ରାଷ୍ଟ୍ରପତି, ପାଗ ଖରାପ ଯୋଗୁଁ କଲାଇଲୁଣ୍ଡାରୁ ସଡକ ପଥରେ ଆସିଲେ

June 19, 2026

Jio AI Roadmap: ଆକାଶ ଅମ୍ବାନୀ କହିଲେ କଲ୍, ବ୍ୟବସାୟ ଏବଂ କୃଷି ପର୍ଯ୍ୟନ୍ତ ପହଞ୍ଚିବ ଏଆଇ

June 19, 2026

ଏବେ IPLରେ ପ୍ରବେଶ କରିବେ ଯୁବରାଜ ସିଂହ: ଏହି ଦଳର ହେବେ ‘କୋଚ୍’

June 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.