Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବଚ୍ଚନ ପାଣ୍ଡେର ଫାଷ୍ଟ ଲୁକ୍‌ ରିଲିଜ୍‌ : ଅକ୍ଷୟଙ୍କ ଜବରଦସ୍ତ ଲୁକ୍‌
ଆଜିର ଖବର

ବଚ୍ଚନ ପାଣ୍ଡେର ଫାଷ୍ଟ ଲୁକ୍‌ ରିଲିଜ୍‌ : ଅକ୍ଷୟଙ୍କ ଜବରଦସ୍ତ ଲୁକ୍‌

July 26, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ବଲିଉଡ ଅଭିନେତା ଅକ୍ଷୟ କୁମାର ଚଳିତ ବର୍ଷ ଗୋଟିଏ ପରେ ଗୋଟିଏ ଫିଲ୍ମରେ ବ୍ୟସ୍ତ ଅଛନ୍ତି । ଅଗଷ୍ଟ ୧୫ରେ ଅକ୍ଷୟଙ୍କ ‘ମିଶନ୍‌ ମଙ୍ଗଲ୍‌’ ରିଲିଜ୍‌ ହେବାକୁ ରହିଛି । ଏହି ଫିଲ୍ମର ଜବରଦସ୍ତ ଟ୍ରେଲର୍‌ ଆସିଥିବାବେଳେ ଅକ୍ଷୟଙ୍କର ଆଉ ଏକ ଫିଲ୍ମର ଫାଷ୍ଟ ଲୁକ୍ ସାମ୍ନାକୁ ଆସିଛି । ଏହି ଲୁକରେ ଅକ୍ଷୟଙ୍କୁ ଚିହ୍ନିବା ଏବେ ମୁସ୍କିଲ ହୋଇ ପଡିଛି । ଅକ୍ଷୟ କୁମାର ଗଳାରେ ମୋଟା ଚେନ, କଳା ଲୁଙ୍ଗି ପିନ୍ଧିଛନ୍ତି । ତାଙ୍କ ମଥାରେ ଚନ୍ଦନ ଟିକା ଲାଗିଛି। ସେ ବଚ୍ଚନ ପାଣ୍ଡେର ପ୍ରଥମ ଲୁକ ସେୟାର କରି ଲେଖିଛନ୍ତି କି, ସାଜିଦ ନାଡିଆଦାଓ୍ବାଲାଙ୍କ  ଆଗାମୀ ଫିଲ୍ମ, ଫରହାଦ ସାମଜୀଙ୍କ ନିର୍ଦ୍ଦେଶନାରେ ବଚ୍ଚନ ପାଣ୍ଡେ ହୋଇ ୨୦୨୦ର କ୍ରିଶମାସ୍ ରେ ଆସୁଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ଚର୍ମ ତତ୍ୱାବଧାନକୁ ନେଇ ସୋଆ ଏସପିଏସ ପକ୍ଷରୁ ଆର୍ନ୍ତଜାତିକ ସମ୍ମିଳନୀ ଆୟୋଜିତ

January 22, 2026

ଗାୟତ୍ରୀ ପରିବାର ଦ୍ୱାରା ଆୟୋଜିତ “ଶତବାର୍ଷିକୀ ସମାରୋହ-୨୦୨୬” କୁ ସମ୍ବୋଧିତ କଲେ ଅମିତ ଶାହ

January 22, 2026

ଖଲ୍ଲିକୋଟ ଷ୍ଟେସନରେ ବିଶାଖା ଏବଂ ଫଲକନୁମା ଏକ୍ସପ୍ରେସର ପରୀକ୍ଷାମୂଳକ ରହଣି

January 22, 2026

ଗୁଟଖା, ନିକୋଟିନ ବ୍ୟାନ୍: ରାଜ୍ୟ ସରକାର ଜାରି କଲେ ବିଜ୍ଞପ୍ତି

January 22, 2026
Latest News

ଚର୍ମ ତତ୍ୱାବଧାନକୁ ନେଇ ସୋଆ ଏସପିଏସ ପକ୍ଷରୁ ଆର୍ନ୍ତଜାତିକ ସମ୍ମିଳନୀ ଆୟୋଜିତ

January 22, 2026

ଗାୟତ୍ରୀ ପରିବାର ଦ୍ୱାରା ଆୟୋଜିତ “ଶତବାର୍ଷିକୀ ସମାରୋହ-୨୦୨୬” କୁ ସମ୍ବୋଧିତ କଲେ ଅମିତ ଶାହ

January 22, 2026

ଖଲ୍ଲିକୋଟ ଷ୍ଟେସନରେ ବିଶାଖା ଏବଂ ଫଲକନୁମା ଏକ୍ସପ୍ରେସର ପରୀକ୍ଷାମୂଳକ ରହଣି

January 22, 2026

ଆଶ୍ଚର୍ଯ୍ୟଜନକ ଭବିଷ୍ୟବାଣୀ: ବିଶ୍ୱର ସର୍ବବୃହତ ଅର୍ଥନୀତି ହେବ ଭାରତ, ପଛରେ ପଡ଼ିବ ଆମେରିକା

January 22, 2026

ଗୁଟଖା, ନିକୋଟିନ ବ୍ୟାନ୍: ରାଜ୍ୟ ସରକାର ଜାରି କଲେ ବିଜ୍ଞପ୍ତି

January 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.