Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»“ପୂର୍ବ ଭାରତର ଶ୍ରେଷ୍ଠ ଆଇଟିଆଇ” ଭାବେ ସମ୍ମାନିତ ହେଲା ବଡବିଲ ଆଇଟିଆଇ
ଆଜିର ଖବର

“ପୂର୍ବ ଭାରତର ଶ୍ରେଷ୍ଠ ଆଇଟିଆଇ” ଭାବେ ସମ୍ମାନିତ ହେଲା ବଡବିଲ ଆଇଟିଆଇ

July 22, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଦେଶର ବୃତ୍ତିମୂଳକ ଶିକ୍ଷାରେ ନୂତନ ଇତିହାସ ଓଡ଼ିଶାର ପ୍ରତିଷ୍ଠିତ ବୃତ୍ତିମୂଳକ ଶିକ୍ଷା ସଂସ୍ଥା ଆଇଟିଆଇ ବଡବିଲକୁ “ପୂର୍ବ ଭାରତର ଶ୍ରେଷ୍ଠ ଆଇଟିଆଇ” ଭାବେ ସମ୍ମାନିତ କରାଯାଇଛି।

ଏହି ମାନ୍ୟତା ପ୍ରଦାନ କାର୍ଯ୍ୟକ୍ରମ “Bharat SkillNXT 2025” ର ଉଦଘାଟନ ଭାରତ ମଣ୍ଡପମ ନୂଆଦିଲ୍ଲୀରେ ଅନୁଷ୍ଠିତ ହୋଇଥିଲା। କୌଶଳ ବିକାଶ ଓ ଉଦ୍ୟମଶୀଳତା ମନ୍ତ୍ରଣାଳୟ ଓ ଶ୍ରମ ମନ୍ତ୍ରଣାଳୟ ପକ୍ଷରୁ ଆୟୋଜିତ ଏହି ଉଦ୍ଘାଟନୀୟ କାର୍ଯ୍ୟକ୍ରମରେ ମାନ୍ୟନୀୟ ରାଜ୍ୟମନ୍ତ୍ରୀ ଜୟନ୍ତ ଚୌଧୁରୀଙ୍କ ହସ୍ତରେ ପୁରସ୍କାର ଏବଂ ମାନ୍ୟତା ପ୍ରମାଣପତ୍ର ଗ୍ରହଣ କରିଥିଲେ।

ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗ ବିଭାଗର ନିର୍ଦ୍ଦେଶକ ସମର୍ଥ ବର୍ମା,ସହ ନିର୍ଦ୍ଦେଶକ ବିଶ୍ନୁଚରଣ ସାହୁ, ଆଇଟିଆଇ, ବଡବିଲର ଭାରପ୍ରାପ୍ତ ଅଧ୍ୟକ୍ଷ ଅଭିରାମ ରାଉଳ ଏହି ପୁରସ୍କାର ଗ୍ରହଣ କରି ବଡ଼ ଗର୍ବ ଅନୁଭବ କରିଛନ୍ତି। ଅନ୍ୟ ଆନ୍ତର୍ଜାତୀୟ ଏବଂ ରାଷ୍ଟ୍ରୀୟ ମାନଙ୍କ ସହିତ ଦୃଢ ମାନକ ରଖିବା, ଆଧୁନିକ ଲ୍ୟାବ୍, ନୂତନ ପ୍ରଯୁକ୍ତି ଅନୁସାରଣ ଓ ଶିକ୍ଷାର୍ଥୀଙ୍କୁ ଅନୁଭବନୀୟ ଅଭ୍ୟାସ ଦେଇବା ଦ୍ୱାରା ଆଇଟିଆଇ ବଡବିଲ ଏହି ସଫଳତା ପ୍ରାପ୍ତ କରିପାରିଛି।

ଏହି ମାନ୍ୟତା ପାଇଁ ଓଡ଼ିଶା ଓ ପୂର୍ବ ଭାରତର ଯୁବସମୂହ ପାଇଁ ଏକ ପ୍ରେରଣା ସ୍ତର ନିର୍ମିତ ହେବାକୁ ଯାଉଛି।

ଓଡ଼ିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଳିଷ୍ଠ ନେତୃତ୍ୱ ଓ ବିଭାଗୀୟ ମନ୍ତ୍ରୀ ସଂପଦ ଚରଣ ସ୍ୱାଇଁଙ୍କ ନିର୍ଦ୍ଦେଷ ତଥା ବିଭାଗୀୟ ସଚିବ ଭୂପେନ୍ଦ୍ର ସିଂ ପୁନିଆ ଓ ନିର୍ଦ୍ଦେଶକ ସମର୍ଥ ବର୍ମାଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନ ପାଇଁ ସମ୍ଭବ ହୋଇପାରିଛି ବୋଲି ଆଇଟିଆଉ ଷ୍ଟାଫ ଆସୋସିଏସନ ତରଫରୁ ସାଧାରଣ ସମ୍ପାଦକ ବିଜୟ ମଲ୍ଲ ଏକ ପ୍ରେସ ବିବୃତ୍ତିରେ କହିଛନ୍ତି।

ଭାରତ ମଣ୍ଡପମ
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟ ଅନୁସୂଚିତ ଜାତି କଂଗ୍ରେସ ଓ ଆଦିବାସୀ କଂଗ୍ରେସ ତରଫରୁ ଧାରଣା, ଜାଣନ୍ତୁ କାରଣ

February 19, 2026

ରାଞ୍ଚି ଆକାଶବାଣୀ କେନ୍ଦ୍ରରେ ଏଫଏମ୍ ପ୍ରସାରଣର ସମ୍ପୂର୍ଣ୍ଣ ଉପଯୋଗ ପାଇଁ ଏଡିଜିଙ୍କ ପରାମର୍ଶ

February 19, 2026

କୃତ୍ରିମ ବୁଦ୍ଧିମତା ମାନବ ଇତିହାସରେ ଏକ ପରିବର୍ତ୍ତନକାରୀ ଅଧ୍ୟାୟ: ପ୍ରଧାନମନ୍ତ୍ରୀ

February 19, 2026

ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପତ୍ର: ଜାଣନ୍ତୁ କାହିଁକି?

February 19, 2026
Latest News

ରାଜ୍ୟ ଅନୁସୂଚିତ ଜାତି କଂଗ୍ରେସ ଓ ଆଦିବାସୀ କଂଗ୍ରେସ ତରଫରୁ ଧାରଣା, ଜାଣନ୍ତୁ କାରଣ

February 19, 2026

ରାଞ୍ଚି ଆକାଶବାଣୀ କେନ୍ଦ୍ରରେ ଏଫଏମ୍ ପ୍ରସାରଣର ସମ୍ପୂର୍ଣ୍ଣ ଉପଯୋଗ ପାଇଁ ଏଡିଜିଙ୍କ ପରାମର୍ଶ

February 19, 2026

କୃତ୍ରିମ ବୁଦ୍ଧିମତା ମାନବ ଇତିହାସରେ ଏକ ପରିବର୍ତ୍ତନକାରୀ ଅଧ୍ୟାୟ: ପ୍ରଧାନମନ୍ତ୍ରୀ

February 19, 2026

ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପତ୍ର: ଜାଣନ୍ତୁ କାହିଁକି?

February 19, 2026

ଏବେ ଓଡିଶା ସମେତ ଏହି ରାଜ୍ୟରେ ଆରମ୍ଭ ହେବ SIR: ଜାଣନ୍ତୁ ଆପଣଙ୍କୁ କ’ଣ କରିବାକୁ ପଡ଼ିବ?

February 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.