Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଏନସିଇଆରଟି ପାଠ୍ୟପୁସ୍ତକରୁ ପାଇକ ବିଦ୍ରୋହ ବାଦ ପଡ଼ିବା ପ୍ରସଙ୍ଗ: ସ୍ପଷ୍ଟ କଲେ ରାଜ୍ୟ ଗଣଶିକ୍ଷା ମନ୍ତ୍ରୀ
ଆଜିର ଖବର

ଏନସିଇଆରଟି ପାଠ୍ୟପୁସ୍ତକରୁ ପାଇକ ବିଦ୍ରୋହ ବାଦ ପଡ଼ିବା ପ୍ରସଙ୍ଗ: ସ୍ପଷ୍ଟ କଲେ ରାଜ୍ୟ ଗଣଶିକ୍ଷା ମନ୍ତ୍ରୀ

July 23, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ଏନସିଇଆରଟି ପାଠ୍ୟପୁସ୍ତକରୁ ଓଡିଶାର ପାଇକ ବିଦ୍ରୋହ ଭଳି ଆଞ୍ଚଳିକ ବିପ୍ଳବକୁ ବାଦ ଦିଆଯାଇଥିବା ଅଭିଯୋଗକୁ ରାଜ୍ୟ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଭିତ୍ତିହୀନ ଏବଂ ଅସତ୍ୟ ବୋଲି କହିଛନ୍ତି। ଏ ସମ୍ପର୍କରେ ସ୍ପଷ୍ଟିକରଣ ଦେଇ ଶ୍ରୀ ଗଣ୍ଡ କହିଛନ୍ତି ଯେ, ପାଇକ ବିଦ୍ରୋହ ବ୍ରିଟିଶ ଓ ଉପନିବେଶବାଦ ବିରୋଧରେ ଓଡିଶାର ପ୍ରଥମ ସାମରିକ ବିଦ୍ରୋହ ଏବଂ ଏହା ପାଇକମାନଙ୍କର ବୀରତ୍ବ ଏବଂ ସଂକଳ୍ପର ଗୁରୁତ୍ବପୂର୍ଣ୍ଣ ନିଦର୍ଶନ।

ଏହି ବିଦ୍ରୋହ ସମ୍ପର୍କରେ ଗଣମାଧ୍ୟମରେ ଗଣମାଧ୍ୟମରେ ଭୁଲ ତଥ୍ୟ ପରିବେଷଣ କରାଯାଇଛି। ପ୍ରକୃତ ତଥ୍ୟ ଏନସିଇଆରଟି ପାଠ୍ୟପୁସ୍ତକର ଦ୍ବିତୀୟ ସଂସ୍କରଣରେ ସ୍ଥାନୀତ ହେବ ବୋଲି ସେ ସ୍ପଷ୍ଟ କରିଛନ୍ତି।

ଓଡିଶା ପାଇକ ବିଦ୍ରୋହ
Share. Facebook Twitter LinkedIn Email WhatsApp Copy Link

Related Posts

ଟି-୨୦ ବିଶ୍ୱକପ୍ ଜିତିବା ପରେ ଟିମ୍ ଇଣ୍ଡିଆର ବ୍ୟସ୍ତବହୁଳ କାର୍ଯ୍ୟସୂଚୀ: ଜାଣନ୍ତୁ କେଉଁଠି ଆଉ କେବେ?

March 13, 2026

ଟ୍ରମ୍ପଙ୍କ ପାଇଁ ବଡ଼ ଝଟକା!: ଇରାକରେ ଆମେରିକୀୟ KC-135 ବିମାନ ଦୁର୍ଘଟଣାଗ୍ରସ୍ତ

March 13, 2026

ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନବନ୍ଦରଠାରେ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଜାରି

March 13, 2026

ଓଡ଼ିଶା ଆସିଲା କତାରରେ ମୃତ୍ୟୁବରଣ କରିଥିବା ଓଡ଼ିଆ ଶ୍ରମିକଙ୍କ ମୃତ ଶରୀର

March 13, 2026
Latest News

ଦେଶରେ କେତେ ଗ୍ୟାସ ସିଲିଣ୍ଡର ମହଜୁଦ ଅଛି?: LPG ସଙ୍କଟ ମଧ୍ୟରେ ଜାଣନ୍ତୁ ସଂଖ୍ୟା 

March 13, 2026

ଇରାନକୁ ଖୋଲାଖୋଲି ସମର୍ଥନ କଲେ ରୁଷ ଏବଂ ଚୀନ୍!: ଜାତିସଂଘରେ ହେଲା କଡ଼ା ବିତର୍କ

March 13, 2026

ଟି-୨୦ ବିଶ୍ୱକପ୍ ଜିତିବା ପରେ ଟିମ୍ ଇଣ୍ଡିଆର ବ୍ୟସ୍ତବହୁଳ କାର୍ଯ୍ୟସୂଚୀ: ଜାଣନ୍ତୁ କେଉଁଠି ଆଉ କେବେ?

March 13, 2026

ଟ୍ରମ୍ପଙ୍କ ପାଇଁ ବଡ଼ ଝଟକା!: ଇରାକରେ ଆମେରିକୀୟ KC-135 ବିମାନ ଦୁର୍ଘଟଣାଗ୍ରସ୍ତ

March 13, 2026

ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନବନ୍ଦରଠାରେ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଜାରି

March 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.