Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସରକାରଙ୍କ ସମର୍ଥନ ଦ୍ୱାରା ଭାରତରେ ରେକର୍ଡ ନିବେଶ ଆକର୍ଷିତ କରୁଛନ୍ତି ସେମିକଣ୍ଡକ୍ଟର ଷ୍ଟାର୍ଟଅପ୍
ଆଜିର ଖବର

ସରକାରଙ୍କ ସମର୍ଥନ ଦ୍ୱାରା ଭାରତରେ ରେକର୍ଡ ନିବେଶ ଆକର୍ଷିତ କରୁଛନ୍ତି ସେମିକଣ୍ଡକ୍ଟର ଷ୍ଟାର୍ଟଅପ୍

July 24, 2025No Comments2 Mins Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଭାରତରେ ସେମିକଣ୍ଡକ୍ଟର ନିର୍ମାଣ ଇକୋସିଷ୍ଟମ ଦିନକୁ ଦିନ ମଜବୁତ ହେଉଛି। ଇଲେକ୍ଟ୍ରୋନିକ୍ସ ଏବଂ ଆଇଟି ମନ୍ତ୍ରଣାଳୟ ପ୍ରସ୍ତୁତି ଆଧାରିତ ପ୍ରୋତ୍ସାହନ ଯୋଜନା ଏବଂ ଚିପ୍ସ ଟୁ ଷ୍ଟାର୍ଟଅପ୍ (ସିଟୁଏସ୍‌) କାର୍ଯ୍ୟକ୍ରମ ଅଧୀନରେ ସମର୍ଥିତ ଷ୍ଟାର୍ଟଅପ୍ ଗୁଡ଼ିକ ଏବେ ଗୁରୁତ୍ୱପୂର୍ଣ୍ଣ ନିବେଶ ହାସଲ କରୁଛନ୍ତି।

ସରକାରଙ୍କ ଚିପ୍ ଡିଜାଇନ୍ ଯୋଜନା ଅଧୀନରେ ସମର୍ଥିତ ଏକ ଷ୍ଟାର୍ଟଅପ୍ ନେତ୍ରସେମିକୁ ୧୦୭ କୋଟି ଟଙ୍କାର ଭେଞ୍ଚର କ୍ୟାପିଟାଲ୍ ନିବେଶ ମିଳିଛି। କମ୍ପାନୀ ସ୍ମାର୍ଟ ଭିଜନ୍, ସିସିଟିଭି କ୍ୟାମେରା ଏବଂ ଇଣ୍ଟରନେଟ୍ ଅଫ୍ ଥିଙ୍ଗସ୍ (ଆଇଓଟି) ଆପ୍ଲିକେସନ୍ ପାଇଁ ଚିପ୍ସ ତିଆରି କରିବା ଉପରେ କାମ କରୁଛି।

କେନ୍ଦ୍ର ଇଲେକ୍ଟ୍ରୋନିକ୍ସ ଏବଂ ଆଇଟି ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଏହାକୁ ସ୍ୱାଗତ କରି କହିଛନ୍ତି, ‘‘ଭାରତର ଗୁରୁତ୍ୱପୂର୍ଣ୍ଣ ନିର୍ମାଣ କ୍ଷମତା ରହିଛି। ଭାରତରେ ସେମିକଣ୍ଡକ୍ଟର ଡିଜାଇନକୁ ସମର୍ଥନ କରୁଥିବା ଇଣ୍ଡିଆ ସେମିକଣ୍ଡକ୍ଟର ମିଶନ ସହିତ ନେତ୍ରସେମିର ସଫଳତା ଅନ୍ୟ ଭାରତୀୟ ଷ୍ଟାର୍ଟଅପ୍‌ଗୁଡ଼ିକୁ ଉତ୍ସାହିତ କରିବ।’’

୨୦୨୨ରେ ନିର୍ମାଣ ଆଧାରିତ ପ୍ରୋତ୍ସାହନ ଯୋଜନାର ଶୁଭାରମ୍ଭ କରାଯାଇଥିଲା। ଚିପ୍‌ ଡିଜାଇନ ବା ପ୍ରସ୍ତୁତି କରୁଥିବା ୨୨ଟି କମ୍ପାନୀର ପ୍ରକଳ୍ପଗୁଡ଼ିକୁ ୨୩୪ କୋଟି ଟଙ୍କାର ସହାୟତା ଯୋଗାଇ ଦେଇଛନ୍ତି । ଏହି ପ୍ରକଳ୍ପଗୁଡ଼ିକର ମୋଟ୍‌ ମୂଲ୍ୟ ହେଉଛି ୬୯୦ କୋଟି ଟଙ୍କା। ଏହି ଚିପ୍ସଗୁଡ଼ିକ ସିସିଟିଭି କ୍ୟାମେରା, ମୋବାଇଲ୍ ନେଟୱାର୍କ, ସାଟେଲାଇଟ୍, କାର, ସ୍ମାର୍ଟ ଡିଭାଇସ୍ ଇତ୍ୟାଦିରେ ବ୍ୟବହୃତ ହେବ। ଏହି ଷ୍ଟାର୍ଟଅପଗୁଡ଼ିକ ମିଳିତ ଭାବରେ ଭେଞ୍ଚର କ୍ୟାପିଟାଲିଷ୍ଟ ନିବେଶକଙ୍କଠାରୁ 380 କୋଟିରୁ ଅଧିକ ଟଙ୍କାର ନିବେଶ ସଂଗ୍ରହ କରିଛନ୍ତି। ପାଞ୍ଚଟି ଷ୍ଟାର୍ଟଅପ୍ ପୂର୍ବରୁ ବିଶ୍ୱସ୍ତରୀୟ ଚିପ୍ ନିର୍ମାତାଙ୍କ ସହିତ ସେମାନଙ୍କର ଚିପ୍ ଡିଜାଇନ୍ ନିର୍ମାଣ ଏବଂ ପରୀକ୍ଷଣ କରିସାରିଛନ୍ତି। ଚିପ୍ସ ଡିଜାଇନ୍ କରିବାରେ ସାହାଯ୍ୟ କରିବା ପାଇଁ ୭୨ ରୁ ଅଧିକ କମ୍ପାନୀକୁ ଉନ୍ନତ ସଫ୍ଟୱେର୍ ଉପକରଣର ପ୍ରବେଶ ଦିଆଯାଇଛି।

ଉଦାହରଣସ୍ୱରୂପ ସିସିଟିଭି ଚିପ୍‌ ଡିଜାଇନ୍‌ କରୁଥିବା ମାଇଣ୍ଡଗ୍ରୁଭ୍‌ ଟେକ୍ନୋଲୋଜି ୮୫ କୋଟି ଟଙ୍କାର ନିବେଶ ହାସଲ କରିଛି । ଉପଗ୍ରହ ଯୋଗାଯୋଗ ଚିପ୍‌ ଡିଜାଇନ କରୁଥିବା ଫର୍ମିଓନିକ୍‌ ଡିଜାଇନ୍‌ ୫୦ କୋଟି ଟଙ୍କାର ନିବେଶ ହାସଲ କରିଛି। ମୋର୍ଫିଂ ମେସିନ, ଇନକୋର୍‌ ସେମିକଣ୍ଡକ୍ଟର ଏବଂ ବିଗ୍‌ ଏଣ୍ଡିଆନ୍‌ ସେମିକଣ୍ଡକ୍ଟର ଉତ୍ପାଦନ ସ୍ତରରେ ପହଞ୍ଚିବା ଲାଗି ଦ୍ରୁତ ଗତିରେ ବିକଶିତ ହେଉଛନ୍ତି।

ଏକ ‘ଉତ୍ପାଦ ରାଷ୍ଟ୍ର’ ହେବାର ମନୋଭାବ ନେଇ ସରକାର ନୂଆ କମ୍ପାନୀଗୁଡ଼ିକୁ ଚିପ୍ ଡିଜାଇନ୍‌ରେ ଦୃଢ଼ ପଦକ୍ଷେପ ନେବାକୁ ଉତ୍ସାହିତ କରୁଛନ୍ତି । ଏଭଳି କମ୍ପାନୀଗୁଡ଼ିକର ଚିପ୍ସ ଉତ୍ପାଦନକୁ ବୃଦ୍ଧି କରିବା ଏବଂ ବଜାରକୁ ଆଣିବା ପାଇଁ ଘରୋଇ ନିବେଶକମାନେ ସେମାନଙ୍କୁ ସମର୍ଥନ କରୁଛନ୍ତି।

*******

P.S

ଅଶ୍ୱିନୀ ବୈଷ୍ଣବ ସେମିକଣ୍ଡକ୍ଟର
Share. Facebook Twitter LinkedIn Email WhatsApp Copy Link

Related Posts

ଗୁରୁ କେଳୁଚରଣ ମହାପାତ୍ର ସମ୍ମାନ ଉତ୍ସବ ଉଦ୍‍ଯାପିତ, ଓଡ଼ିଶୀ ନୃତ୍ୟ ‘ଦୁର୍ଯ୍ୟୋଧନ’ ପରିବେଷଣ

September 10, 2025

ଟେକ୍ନୋ ଇଣ୍ଡିଆ ଗ୍ରୁପର କର୍ପୋରେଟ ଯୋଗାଯୋଗ ମୁଖ୍ୟଙ୍କ ସହ ଆଲୋଚନା କଲେ ଉପମୁଖ୍ୟମନ୍ତ୍ରୀ

September 10, 2025

ବିଶିଷ୍ଟ ଶିଳ୍ପପତି ଆନନ୍ଦ ମହିନ୍ଦ୍ରା ଉଦୀୟମାନ ଧାବକ ଅନିମେଷ କୁଜୁରଙ୍କୁ କଲେ ପ୍ରଶଂସା, କହିଲେ… 

September 10, 2025

ମହିଳାଙ୍କ ସୁରକ୍ଷାକୁ ନେଇ ଓଡିଶା ପୁଲିସ ପକ୍ଷରୁ ରାଜ୍ୟସ୍ତରୀୟ କର୍ମଶାଳା

September 10, 2025
Latest News

ଗୁରୁ କେଳୁଚରଣ ମହାପାତ୍ର ସମ୍ମାନ ଉତ୍ସବ ଉଦ୍‍ଯାପିତ, ଓଡ଼ିଶୀ ନୃତ୍ୟ ‘ଦୁର୍ଯ୍ୟୋଧନ’ ପରିବେଷଣ

September 10, 2025

ଟେକ୍ନୋ ଇଣ୍ଡିଆ ଗ୍ରୁପର କର୍ପୋରେଟ ଯୋଗାଯୋଗ ମୁଖ୍ୟଙ୍କ ସହ ଆଲୋଚନା କଲେ ଉପମୁଖ୍ୟମନ୍ତ୍ରୀ

September 10, 2025

ବିଶିଷ୍ଟ ଶିଳ୍ପପତି ଆନନ୍ଦ ମହିନ୍ଦ୍ରା ଉଦୀୟମାନ ଧାବକ ଅନିମେଷ କୁଜୁରଙ୍କୁ କଲେ ପ୍ରଶଂସା, କହିଲେ… 

September 10, 2025

ମହିଳାଙ୍କ ସୁରକ୍ଷାକୁ ନେଇ ଓଡିଶା ପୁଲିସ ପକ୍ଷରୁ ରାଜ୍ୟସ୍ତରୀୟ କର୍ମଶାଳା

September 10, 2025

ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ବଜ୍ରପାତ ସମ୍ଭାବନା

September 10, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.