Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଫିଲିପାଇନ୍ସରେ ଶକ୍ତିଶାଳୀ ଭୂକମ୍ପ : 7 ମୃତ, 12 ଆହତ
ଆଜିର ଖବର

ଫିଲିପାଇନ୍ସରେ ଶକ୍ତିଶାଳୀ ଭୂକମ୍ପ : 7 ମୃତ, 12 ଆହତ

July 27, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
mild Earthquake
mild Earthquake

ଭୂକମ୍ପପ୍ରବଣ ଫିଲିପାଇନ୍ସରେ ଦୁଇଟି ଶକ୍ତିଶାଳୀ ଭୂକମ୍ପ ସଙ୍ଗଠିତ ହୋଇଛି । ଏହି ଭୂମିକମ୍ପରେ ଅନ୍ୟୁନ 7 ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ 12ଜଣ ଆହତ ହୋଇଛନ୍ତି । ଶନିବାର ଅନୁଷ୍ଠିତ ଭୂମିକମ୍ପଟି ଫିଲିପାଇନ୍ସର ଉତ୍ତର ଭାଗ ଲୁଜୋନ୍‌ ଷ୍ଟ୍ରେଟ୍‌ରେ ଅନୁଭୂତ ହୋଇଥିଲା । ପ୍ରଥମ ଥର ହୋଇଥିବା ଭୂକମ୍ପରେ 5 ଜଣ ନିହତ ହୋଇଥିବା ବେଳେ ଦ୍ବିତୀୟ ଥର ଅନୁଭୂତ ଭୂକମ୍ପରେ 2 ଜଣ ନିହତ ହୋଇଥିଲେ । ପୁରାତନ କୋଠା ଗୁଡିକ ଏହି ଭୂକମ୍ପରେ ଭୁଷୁଡି ପଡିଥିବା ବେଳେ ଏହା ତଳେ ଅନେକ ଲୋକ ଫସି ରହିଛନ୍ତି । ପ୍ରଥମ ଭୂକମ୍ପର ତୀବ୍ରତା 5.9 ରହିଥିବା ବେଳେ ଦ୍ବିତୀୟ ଭୂକମ୍ପର ତୀବ୍ରତା 6.4 ରହିଥିଲା । ଫିଲିପାଇନ୍ସ ସରକାରଙ୍କ ଅଗ୍ନିଶମ ବିଭାଗ ପକ୍ଷରୁ ଉଦ୍ଧାର କାର୍ଯ୍ୟ ଜାରି ରହିଥିବା ବେଳେ 2800 ଲୋକଙ୍କୁ ସ୍ଥାନାନ୍ତର କରାଯାଇଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ଶତକ ହାସଲ କରି ଇତିହାସ ରଚିଲେ କୁପର୍ କନୋଲି: ଭାଙ୍ଗିଲେ ଡି କକ୍‌ଙ୍କ ୧୦ ବର୍ଷର ପୁରୁଣା ରେକର୍ଡ  

May 7, 2026

ଆଜି ମହଙ୍ଗା ହେଲା ସୁନା: ଜାଣନ୍ତୁ ରୂପା ଦର

May 7, 2026

ଟର୍ବୁଲାନ୍ସ ଯୋଗୁଁ ବିମାନରେ ଆତଙ୍କ: ସୁରକ୍ଷିତ ଅବତରଣ କଲେ କ୍ୟାପ୍ଟେନ୍ ରାଜୀବ ପ୍ରତାପ ରୁଡି

May 7, 2026

ପିଏ ହତ୍ୟା ମାମଲା ନେଇ ମୁହଁ ଖୋଲିଲେ ଶୁଭେନ୍ଦୁ ଅଧିକାରୀ

May 7, 2026
Latest News

ବିହାରରେ ସମ୍ରାଟଙ୍କ କ୍ୟାବିନେଟ୍ ବିସ୍ତାର: ମନ୍ତ୍ରୀ ହେଲେ ନୀତିଶଙ୍କ ପୁଅ

May 7, 2026

ଶତକ ହାସଲ କରି ଇତିହାସ ରଚିଲେ କୁପର୍ କନୋଲି: ଭାଙ୍ଗିଲେ ଡି କକ୍‌ଙ୍କ ୧୦ ବର୍ଷର ପୁରୁଣା ରେକର୍ଡ  

May 7, 2026

ଆଜି ମହଙ୍ଗା ହେଲା ସୁନା: ଜାଣନ୍ତୁ ରୂପା ଦର

May 7, 2026

ଟର୍ବୁଲାନ୍ସ ଯୋଗୁଁ ବିମାନରେ ଆତଙ୍କ: ସୁରକ୍ଷିତ ଅବତରଣ କଲେ କ୍ୟାପ୍ଟେନ୍ ରାଜୀବ ପ୍ରତାପ ରୁଡି

May 7, 2026

ପିଏ ହତ୍ୟା ମାମଲା ନେଇ ମୁହଁ ଖୋଲିଲେ ଶୁଭେନ୍ଦୁ ଅଧିକାରୀ

May 7, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.