Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭାରତ-ବ୍ରିଟେନ ମୁକ୍ତ ବାଣିଜ୍ୟ ରାଜିନାମା ସ୍ୱାକ୍ଷର କରିଥିବାରୁ ପ୍ରଧାନମନ୍ତ୍ରୀଙ୍କୁ ଅଭିନନ୍ଦନ ଜଣାଇଲେ କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ
ଆଜିର ଖବର

ଭାରତ-ବ୍ରିଟେନ ମୁକ୍ତ ବାଣିଜ୍ୟ ରାଜିନାମା ସ୍ୱାକ୍ଷର କରିଥିବାରୁ ପ୍ରଧାନମନ୍ତ୍ରୀଙ୍କୁ ଅଭିନନ୍ଦନ ଜଣାଇଲେ କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ

July 25, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ଗୃହମନ୍ତ୍ରୀ
୬ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ପାଇଁ ୧୯୧୩ କୋଟିର ଅତିରିକ୍ତ କେନ୍ଦ୍ରୀୟ ସହାୟତା ମଞ୍ଜୁର

ନୂଆଦିଲ୍ଲୀ: ଐତିହାସିକ ଭାରତ-ବ୍ରିଟେନ ମୁକ୍ତ ବାଣିଜ୍ୟ ରାଜିନାମା (ଏଫଟିଏ) ସ୍ୱାକ୍ଷର କରିଥିବାରୁ କେନ୍ଦ୍ର ସ୍ୱରାଷ୍ଟ୍ର ତଥା ସମବାୟ ମନ୍ତ୍ରୀ ଅମିତ ଶାହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି।

ଏକ୍ସ ପ୍ଲାଟଫର୍ମରେ ଏକ ପୋଷ୍ଟରେ କେନ୍ଦ୍ର ସ୍ୱରାଷ୍ଟ୍ର ତଥା ସମବାୟ ମନ୍ତ୍ରୀ କହିଛନ୍ତି ଯେ “ଭାରତ ବିଶ୍ୱ ବାଣିଜ୍ୟରେ ଆଉ ଏକ ମାଇଲଖୁଣ୍ଟ ସ୍ଥାପନ କରିଛି। ଏହା ପ୍ରତ୍ୟେକ ନାଗରିକଙ୍କ ପାଇଁ ଗର୍ବ ଏବଂ ସମ୍ଭାବନାର ମୁହୂର୍ତ୍ତ। ଐତିହାସିକ ଭାରତ-ବ୍ରିଟେନ ଏଫଟିଏ ସ୍ୱାକ୍ଷରିତ ହୋଇଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଜୀଙ୍କୁ ହାର୍ଦ୍ଦିକ ଅଭିନନ୍ଦନ। ଏହି ଚୁକ୍ତି ମୋଦୀ ଜୀଙ୍କ ଜନ କୈନ୍ଦ୍ରିକ ବାଣିଜ୍ୟ କୂଟନୀତି ଭାବେ ଉଭା ହୋଇଛି, ଯାହା ୯୫% କୃଷି ରପ୍ତାନୀ ଉପରେ ଶୁଳ୍କ ଛାଡ଼ ଏବଂ ୯୯% ସାମୁଦ୍ରିକ ରପ୍ତାନୀ ଉପରେ ଶୂନ୍ୟ ଶୁଳ୍କ ସହିତ ଆମର ମତ୍ସ୍ୟଜୀବୀମାନଙ୍କୁ ଉପକୃତ କରି ଆମ କୃଷକମାନଙ୍କ ପାଇଁ ସମୃଦ୍ଧିର ଏକ ନୂତନ ଯୁଗର ସୂଚନା ଦେଇଛି। ମେକ୍ ଇନ୍ ଇଣ୍ଡିଆ ସଂକଳ୍ପକୁ ପ୍ରୋତ୍ସାହନ ଦେବା ଏବଂ ଆମର କାରିଗର, ବୁଣାକାର, ବୟନଶିଳ୍ପ, ଚମଡ଼ା, ଜୋତା, ରତ୍ନ ଅଳଙ୍କାର ଏବଂ ଖେଳନା ପାଇଁ ବ୍ୟାପକ ବଜାର ଖୋଲି ଆମର ସ୍ଥାନୀୟ ଉତ୍ପାଦଗୁଡ଼ିକର ଜଗତୀକରଣ କରିବାରେ ଏହି ରାଜିନାମା ସେମାନଙ୍କ ସାମର୍ଥ୍ୟକୁ ଏକ ସମ୍ପୂର୍ଣ୍ଣ ନୂତନ ଉଚ୍ଚତାକୁ ଉନ୍ନୀତ କରେ।

ଅମିତ ଶାହ ନରେନ୍ଦ୍ର ମୋଦୀ ଭାରତ-ବ୍ରିଟେନ ମୁକ୍ତ ବାଣିଜ୍ୟ ରାଜିନାମା ସ୍ୱରାଷ୍ଟ୍ର ମନ୍ତ୍ରଣାଳୟ
Share. Facebook Twitter LinkedIn Email WhatsApp Copy Link

Related Posts

ବିକଶିତ ଓଡ଼ିଶା ଦିଗରେ ବଡ଼ ପଦକ୍ଷେପ: ୨୦୨୬-୨୭ ବଜେଟ୍‌ରେ ଗ୍ରାମୀଣ ବିକାଶକୁ ସର୍ବାଧିକ ଗୁରୁତ୍ୱ

March 18, 2026

ବିଜୁ ନବୀନ ଟ୍ରଷ୍ଟକୁ ନେଇ ଶେଷରେ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ, କହିଲେ…

March 18, 2026

ଶିଶୁ ସୁରକ୍ଷା ସେବା ସହିତ ଜଡ଼ିତ ‘ମିଶନ ବାତ୍ସଲ୍ୟ ପୋର୍ଟାଲ’ ପୁନଃପ୍ରସ୍ତୁତ

March 18, 2026

ଭାରତୀୟ କପା ନିଗମକୁ ୧,୭୧୮.୫୬ କୋଟିର ଏମଏସପି ପାଣ୍ଠି ମଞ୍ଜୁର କଲା କ୍ୟାବିନେଟ୍

March 18, 2026
Latest News

ବିକଶିତ ଓଡ଼ିଶା ଦିଗରେ ବଡ଼ ପଦକ୍ଷେପ: ୨୦୨୬-୨୭ ବଜେଟ୍‌ରେ ଗ୍ରାମୀଣ ବିକାଶକୁ ସର୍ବାଧିକ ଗୁରୁତ୍ୱ

March 18, 2026

ବଡ଼ ମେଡିକାଲ ଅଗ୍ନିକାଣ୍ଡ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଦୃଢ଼ କାର୍ଯ୍ୟାନୁଷ୍ଠାନ: ଚାରି ଅଧିକାରୀ ନିଲମ୍ୱିତ

March 18, 2026

ବିଜୁ ନବୀନ ଟ୍ରଷ୍ଟକୁ ନେଇ ଶେଷରେ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ, କହିଲେ…

March 18, 2026

ଶିଶୁ ସୁରକ୍ଷା ସେବା ସହିତ ଜଡ଼ିତ ‘ମିଶନ ବାତ୍ସଲ୍ୟ ପୋର୍ଟାଲ’ ପୁନଃପ୍ରସ୍ତୁତ

March 18, 2026

ଭାରତୀୟ କପା ନିଗମକୁ ୧,୭୧୮.୫୬ କୋଟିର ଏମଏସପି ପାଣ୍ଠି ମଞ୍ଜୁର କଲା କ୍ୟାବିନେଟ୍

March 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.