Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଅର୍ଥ ହେରଫେର ମାମଲା : ବ୍ୟବସାୟୀ ସାନା ସତୀଶ ବାବୁ ଗିରଫ
ଆଜିର ଖବର

ଅର୍ଥ ହେରଫେର ମାମଲା : ବ୍ୟବସାୟୀ ସାନା ସତୀଶ ବାବୁ ଗିରଫ

July 27, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଅର୍ଥ ହେରଫେର ମାମଲାରେ ବ୍ୟବସାୟୀ ସାନା ସତୀଶ ବାବୁଙ୍କୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଗିରଫ କରିଛି । ଅର୍ଥ ହେରଫେର ମାମଲାରେ ସତୀଶ ବାବୁଙ୍କୁ ଶୁକ୍ରବାର ବିଳମ୍ବିତ ରାତ୍ରିରେ ଦିଲ୍ଳୀରୁ ଗିରଫ କରାଯାଇଛି । ବିବାଦୀୟ ମାଂସ ରପ୍ତାନୀକାରୀ ମୋଇନ୍‌ କ୍ୟୁରେଶୀ ଅର୍ଥ ହେରଫେର ମାମଲାରେ ଏହି ଗିରଫଦାରୀ କରାଯାଇଥିବା ନେଇ ପ୍ରବର୍ତ୍ତନ ଅଧିକାରୀ ଶନିବାର ସୂଚନା ଦେଇଛନ୍ତି । ଏହି ମାମଲାର ସାକ୍ଷୀ ରହିଥିବା ସତୀଶଙ୍କୁ ଅନ୍ୟତମ ଅଭିଯୁକ୍ତ ଭାବରେ ଗିରଫ କରାଯାଇଛି । ଗତକାଲି ସତୀଶ ଦିଲ୍ଲୀସ୍ଥିତ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ କାର୍ଯ୍ୟାଳୟକୁ ସାକ୍ଷ୍ୟ ପ୍ରଦାନ ନିମନ୍ତେ ଯାଇଥିଲେ । ତଦନ୍ତରେ ଅସହଯୋଗ ନିମନ୍ତେ ବାବୁଙ୍କୁ ଗିରଫ କରାଯାଇଥିବା ଜଣାପଡିଛି । ଆଜି ସତୀଶଙ୍କୁ ଏକ ସ୍ବତନ୍ତ୍ର କୋର୍ଟରେ ହାଜର କରାଯିବ ଏବଂ ରିମାଣ୍ଡ ପାଇଁ ଆବେଦନ କରାଯିବ ବୋଲି ଇଡି ପକ୍ଷରୁ କୁହାଯାଇଛି । ଏକ ବର୍ଷ ପୂର୍ବରୁ ସିବିଆଇର ଉପ ନିର୍ଦ୍ଦେଶକ ରାକେଶ ଅସ୍ଥାନାଙ୍କ ନାମରେ 2 କୋଟି ଟଙ୍କାର ଉତ୍କୋଚ ନେବାର ଅଭିଯୋଗ ଆଣିଥିଲେ ସାନା ସତୀଶ ବାବୁ ।

Share. Facebook Twitter LinkedIn Email WhatsApp Copy Link

Related Posts

ଚର୍ମ ତତ୍ୱାବଧାନକୁ ନେଇ ସୋଆ ଏସପିଏସ ପକ୍ଷରୁ ଆର୍ନ୍ତଜାତିକ ସମ୍ମିଳନୀ ଆୟୋଜିତ

January 22, 2026

ଗାୟତ୍ରୀ ପରିବାର ଦ୍ୱାରା ଆୟୋଜିତ “ଶତବାର୍ଷିକୀ ସମାରୋହ-୨୦୨୬” କୁ ସମ୍ବୋଧିତ କଲେ ଅମିତ ଶାହ

January 22, 2026

ଖଲ୍ଲିକୋଟ ଷ୍ଟେସନରେ ବିଶାଖା ଏବଂ ଫଲକନୁମା ଏକ୍ସପ୍ରେସର ପରୀକ୍ଷାମୂଳକ ରହଣି

January 22, 2026

ଗୁଟଖା, ନିକୋଟିନ ବ୍ୟାନ୍: ରାଜ୍ୟ ସରକାର ଜାରି କଲେ ବିଜ୍ଞପ୍ତି

January 22, 2026
Latest News

ଚର୍ମ ତତ୍ୱାବଧାନକୁ ନେଇ ସୋଆ ଏସପିଏସ ପକ୍ଷରୁ ଆର୍ନ୍ତଜାତିକ ସମ୍ମିଳନୀ ଆୟୋଜିତ

January 22, 2026

ଗାୟତ୍ରୀ ପରିବାର ଦ୍ୱାରା ଆୟୋଜିତ “ଶତବାର୍ଷିକୀ ସମାରୋହ-୨୦୨୬” କୁ ସମ୍ବୋଧିତ କଲେ ଅମିତ ଶାହ

January 22, 2026

ଖଲ୍ଲିକୋଟ ଷ୍ଟେସନରେ ବିଶାଖା ଏବଂ ଫଲକନୁମା ଏକ୍ସପ୍ରେସର ପରୀକ୍ଷାମୂଳକ ରହଣି

January 22, 2026

ଆଶ୍ଚର୍ଯ୍ୟଜନକ ଭବିଷ୍ୟବାଣୀ: ବିଶ୍ୱର ସର୍ବବୃହତ ଅର୍ଥନୀତି ହେବ ଭାରତ, ପଛରେ ପଡ଼ିବ ଆମେରିକା

January 22, 2026

ଗୁଟଖା, ନିକୋଟିନ ବ୍ୟାନ୍: ରାଜ୍ୟ ସରକାର ଜାରି କଲେ ବିଜ୍ଞପ୍ତି

January 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.