ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରାଜସ୍ଥାନର ଝଲୱାର ସ୍କୁଲ ଦୁର୍ଘଟଣାରେ ଗଭୀର ଦୁଃଖ ପ୍ରକାଶ କରିଛନ୍ତି । “ଏଭଳି ଦୁଃଖର ଘଡ଼ସନ୍ଧି ମୁହୂର୍ତ୍ତରେ ପୀଡ଼ିତ ଛାତ୍ରଛାତ୍ରୀ ଓ ସେମାନଙ୍କ ପରିବାର ସହ ମୋର ସମବେଦନା” ଶ୍ରୀ ମୋଦୀ କହିଛନ୍ତି।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ୍ସ ରେ ପୋଷ୍ଟ କରାଯାଇଛି:
“ରାଜସ୍ଥାନର ଝଲୱାରୀ ସ୍କୁଲରେ ଦୁର୍ଘଟଣା ଅତ୍ୟନ୍ତ ଦୁଃଖଦ ଘଟଣା। ଏଭଳି ଦୁଃଖର ଘଡ଼ସନ୍ଧି ମୁହୂର୍ତ୍ତରେ ପୀଡ଼ିତ ଛାତ୍ରଛାତ୍ରୀ ଓ ସେମାନଙ୍କ ପରିବାର ସହ ମୋର ସମବେଦନା। ଆହତମାନଙ୍କ ଆଶୁ ଆରୋଗ୍ୟ କାମନା କରୁଛି।