Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଖରିଫ ଧାନ ବିକ୍ରୟ ପାଇଁ ଯଥାସମୟରେ ପଞ୍ଜିକରଣ କରିବାକୁ ଚାଷୀଙ୍କୁ ଅନୁରୋଧ କଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ
ଆଜିର ଖବର

ଖରିଫ ଧାନ ବିକ୍ରୟ ପାଇଁ ଯଥାସମୟରେ ପଞ୍ଜିକରଣ କରିବାକୁ ଚାଷୀଙ୍କୁ ଅନୁରୋଧ କଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ

July 27, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ଖରିଫ ଧାନ ବିକ୍ରୟ ପାଇଁ ଯଥାସମୟରେ ପଞ୍ଜିକରଣ କରିବାକୁ ରାଜ୍ୟ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସବୁ ଚାଷୀମାନଙ୍କୁ ଅନୁରୋଧ କରିଛନ୍ତି। ଦୁଇଦିନିଆ ନବରଙ୍ଗପୁର ଗସ୍ତରେ ଆସି ଶ୍ରୀ ପାତ୍ର କହିଛନ୍ତି, ଚାଷୀଙ୍କର ସହଜ ପଞ୍ଜିକରଣ ପାଇଁ ସମସ୍ତ ବ୍ୟବସ୍ଥା କରାଯାଇଛି। ପଞ୍ଜିକରଣ ପାଇଁ ସ୍ବତନ୍ତ୍ର ଫର୍ମ ଉପଲବ୍ଧ ହେଉଛି। ଏହି ଫର୍ମ ଜରିଆରେ ପଞ୍ଜିକରଣ କରାଯାଇପାରିବ।

ସରକାର ଇନପୁଟ ସବ୍ସିଡି ସହିତ କ୍ବିଣ୍ଟାଲ ପିଛା ୩୧ଶହ ଟଙ୍କାରେ ଧାନ କିଣିବା ପାଇଁ ବ୍ୟବସ୍ଥା କରିଛନ୍ତି। ଏହାଦ୍ବାରା ରାଜ୍ୟର ଚାଷୀମାନେ ଯେପରି ଅଧିକରୁ ଅଧିକ ଲାଭ ପାଇପାରିବେ ସେ ସଂପର୍କରେ ଶ୍ରୀ ପାତ୍ର ସୂଚନା ଦେଇଛନ୍ତି। ସେହିପରି ମନ୍ତ୍ରୀ ଶ୍ରୀ ପାତ୍ର ତେନ୍ତୁଳିଖୁଣ୍ଟି ବ୍ଲକରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ୨୧ଜଣ ନୂତନ ହିତାଧିକାରୀଙ୍କୁ ରାସନକାର୍ଡ ବଣ୍ଟନ କରିଛନ୍ତି। ଏଥିସହ ଏକ ପେଡ୍ ମା କେ ନାମ୍ କାର୍ଯ୍ୟକ୍ରମ ଅଧିନରେ ଚାରା ରୋପଣ କରିଛନ୍ତି।

କୃଷ୍ଣଚନ୍ଦ୍ର ପାତ୍ର ଖରିଫ ଧାନ ବିକ୍ରୟ
Share. Facebook Twitter LinkedIn Email WhatsApp Copy Link

Related Posts

ନବସୃଜନକୁ ପ୍ରୋତ୍ସାହିତ କରିବ ଏବଂ ସମାଜକୁ ସୁରକ୍ଷା ଦେବ ଅନଲାଇନ୍‌ ଗେମିଂ ବିଲ୍‌, ୨୦୨୫

August 20, 2025

କୋଦଳା ଉପକାରାଗାରରେ ବିଚାରଧୀନ ବୃଦ୍ଧଙ୍କ ମୃତ୍ୟୁ

August 20, 2025

ଦିଲ୍ଲୀରେ ଓଡ଼ିଶା ଭବନ ନିର୍ମାଣ କାର୍ଯ୍ୟର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

August 20, 2025

ରାସ୍ତାରେ ଲୋକଙ୍କୁ ଅଟକାଇ ଲୁଟ୍ ପ୍ରସଙ୍ଗ: କୋର୍ଟ ଚାଲାଣ ହେଲେ ୪ ଅଭିଯୁକ୍ତ

August 20, 2025
Latest News

ନବସୃଜନକୁ ପ୍ରୋତ୍ସାହିତ କରିବ ଏବଂ ସମାଜକୁ ସୁରକ୍ଷା ଦେବ ଅନଲାଇନ୍‌ ଗେମିଂ ବିଲ୍‌, ୨୦୨୫

August 20, 2025

କୋଦଳା ଉପକାରାଗାରରେ ବିଚାରଧୀନ ବୃଦ୍ଧଙ୍କ ମୃତ୍ୟୁ

August 20, 2025

ଦିଲ୍ଲୀରେ ଓଡ଼ିଶା ଭବନ ନିର୍ମାଣ କାର୍ଯ୍ୟର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

August 20, 2025

ରାସ୍ତାରେ ଲୋକଙ୍କୁ ଅଟକାଇ ଲୁଟ୍ ପ୍ରସଙ୍ଗ: କୋର୍ଟ ଚାଲାଣ ହେଲେ ୪ ଅଭିଯୁକ୍ତ

August 20, 2025

ଦଳରେ ସାମିଲ ହେଲେନି ଶ୍ରେୟସ ଆୟର: ସମାଲୋଚନା କଲେ ପୂର୍ବତନ ଟିମ୍ ଇଣ୍ଡିଆ କୋଚ୍

August 20, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.