Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମାଳଦ୍ୱୀପର ୬୦ତମ ସ୍ୱାଧୀନତା ଦିବସ ସମାରୋହରେ ସମ୍ମାନିତ ଅତିଥି ଭାବରେ ଯୋଗଦେଲେ ପ୍ରଧାନମନ୍ତ୍ରୀ
ଆଜିର ଖବର

ମାଳଦ୍ୱୀପର ୬୦ତମ ସ୍ୱାଧୀନତା ଦିବସ ସମାରୋହରେ ସମ୍ମାନିତ ଅତିଥି ଭାବରେ ଯୋଗଦେଲେ ପ୍ରଧାନମନ୍ତ୍ରୀ

July 27, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶନିବାର ମାଲେଠାରେ ମାଳଦ୍ୱୀପର ୬୦ତମ ସ୍ୱାଧୀନତା ଦିବସ ସମାରୋହରେ ‘ସମ୍ମାନିତ ଅତିଥି’ ଭାବରେ ଯୋଗ ଦେଇଛନ୍ତି। ପ୍ରଥମ ଥର କୌଣସି ଭାରତୀୟ ପ୍ରଧାନମନ୍ତ୍ରୀ ମାଳଦ୍ୱୀପର ସ୍ୱାଧୀନତା ଦିବସ ସମାରୋହରେ ଯୋଗ ଦେଇଛନ୍ତି। ପ୍ରଧାନମନ୍ତ୍ରୀ ମୋଦୀ ମଧ୍ୟ ପ୍ରଥମ ବିଦେଶୀ ନେତା ଯାହାଙ୍କୁ ରାଷ୍ଟ୍ରପତି ମୁଇଜୁ ଆତିଥ୍ୟ ପ୍ରଦାନ କରିଛନ୍ତି।

ପ୍ରଧାନମନ୍ତ୍ରୀ ମାଳଦ୍ୱୀପର ରାଷ୍ଟ୍ରପତି ମହାମହିମ ଡକ୍ଟର ମହମ୍ମଦ ମୁଇଜୁଙ୍କ ସହ ରିପବ୍ଲିକ୍‌ ସ୍କୋୟାର ଠାରେ ସ୍ୱାଧୀନତା ଦିବସ ପରେଡ୍ ଦେଖିଥିଲେ। ଏହି ଅବସରରେ, ପ୍ରଧାନମନ୍ତ୍ରୀ ମାଳଦ୍ୱୀପର ଜନସାଧାରଣ ଏବଂ ସରକାରଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଜଣାଇଥିଲେ। ଏହି ଉତ୍ସବରେ ମାଳଦ୍ୱୀପର ଜାତୀୟ ପ୍ରତିରକ୍ଷା ବାହିନୀ ଏବଂ ଅନ୍ୟାନ୍ୟ ସ୍ଥାନୀୟ ୟୁନିଟ୍ ଦ୍ୱାରା ଚିତ୍ତାକର୍ଷକ ପରେଡ୍ ପ୍ରଦର୍ଶିତ ହୋଇଥିଲା। ଏକ ଆଧୁନିକ ରାଷ୍ଟ୍ର ଭାବରେ ମାଳଦ୍ୱୀପର ସଫଳତା ଉପରେ ଆଧାରିତ ସାଂସ୍କୃତିକ ପ୍ରଦର୍ଶନର ଏକ ଧାରାବାହିକ ମଧ୍ୟ ପ୍ରଦର୍ଶିତ ହୋଇଥିଲା।

ପ୍ରଧାନମନ୍ତ୍ରୀ ଶ୍ରୀ ମୋଦୀ ରାଷ୍ଟ୍ରପତି ମୁଇଜୁ ଏବଂ ମାଳଦ୍ୱୀପର ଜନସାଧାରଣଙ୍କୁ ସେମାନଙ୍କ ସାଦର ନିମନ୍ତ୍ରଣ ପାଇଁ ଧନ୍ୟବାଦ ଜଣାଇଥିଲେ। ସ୍ୱାଧୀନତା ଦିବସ ସମାରୋହରେ ‘ସମ୍ମାନିତ ଅତିଥି’ ଭାବରେ ତାଙ୍କର ଯୋଗଦାନ ଦୁଇ ଦେଶ ମଧ୍ୟରେ ଦ୍ୱିପାକ୍ଷିକ ସମ୍ପର୍କରେ ଏକ ମାଇଲଖୁଣ୍ଟ। ୨୦୨୫ରେ ଭାରତ ଏବଂ ମାଳଦ୍ୱୀପ ମଧ୍ୟରେ କୂଟନୀତିକ ସମ୍ପର୍କ ସ୍ଥାପନର ୬୦ ବର୍ଷ ପୂର୍ତ୍ତି ମଧ୍ୟ ପାଳନ କରାଯାଉଛି ।

ନରେନ୍ଦ୍ର ମୋଦୀ ମାଲେ ମାଳଦ୍ୱୀପ ସ୍ୱାଧୀନତା ଦିବସ
Share. Facebook Twitter LinkedIn Email WhatsApp Copy Link

Related Posts

ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି: ୫୧ ଜଣଙ୍କୁ ମିଳିଲା ୫୫ ଲକ୍ଷ ଟଙ୍କାର ଆର୍ଥିକ ସହାୟତା

July 29, 2025

ଜରୁରୀ କାଳୀନ ସହାୟତା କେନ୍ଦ୍ର ଗସ୍ତ କରି କାର୍ଯ୍ୟକାରିତା ସମ୍ପର୍କରେ ବିସ୍ତୃତ ସମୀକ୍ଷା କଲେ ମୁଖ୍ୟ ଶାସନ ସଚିବ

July 29, 2025

ଆଜି ଜୁଲାଇ ୨୯ ତାରିଖ ମଙ୍ଗଳବାର ଦିନ ପାଞ୍ଚୋଟି ରାଶି ପାଇଁ ରହିଛି ଶୁଭବେଳା

July 29, 2025

ରଣପୁର ବ୍ଲକ ଛାତ୍ର କଂଗ୍ରେସ ର କର୍ମୀ ସମ୍ମିଳନୀ

July 28, 2025
Latest News

ସାବଧାନ….ଏଣିକି ବିନା କାଗଜପତ୍ରରେ ଗାଡି ଚଳେଇଲେ, ଗାଡି ରେଜିଷ୍ଟ୍ରେସନ ହେବ ବାତିଲ

July 29, 2025

ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି: ୫୧ ଜଣଙ୍କୁ ମିଳିଲା ୫୫ ଲକ୍ଷ ଟଙ୍କାର ଆର୍ଥିକ ସହାୟତା

July 29, 2025

ଜରୁରୀ କାଳୀନ ସହାୟତା କେନ୍ଦ୍ର ଗସ୍ତ କରି କାର୍ଯ୍ୟକାରିତା ସମ୍ପର୍କରେ ବିସ୍ତୃତ ସମୀକ୍ଷା କଲେ ମୁଖ୍ୟ ଶାସନ ସଚିବ

July 29, 2025

ଆଜି ଜୁଲାଇ ୨୯ ତାରିଖ ମଙ୍ଗଳବାର ଦିନ ପାଞ୍ଚୋଟି ରାଶି ପାଇଁ ରହିଛି ଶୁଭବେଳା

July 29, 2025

ରଣପୁର ବ୍ଲକ ଛାତ୍ର କଂଗ୍ରେସ ର କର୍ମୀ ସମ୍ମିଳନୀ

July 28, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.