Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସୋପିଆଁରେ ସୁରକ୍ଷା ବଳ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଏନ୍‌କାଉଣ୍ଟର : ଦୁଇ ଆତଙ୍କବାଦୀ ନିହତ
ଆଜିର ଖବର

ସୋପିଆଁରେ ସୁରକ୍ଷା ବଳ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଏନ୍‌କାଉଣ୍ଟର : ଦୁଇ ଆତଙ୍କବାଦୀ ନିହତ

July 27, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଜମ୍ମୁ କାଶ୍ମୀରର ସୋପିଆଁରେ ସୁରକ୍ଷା ବଳ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଏକ ଏନକାଉଣ୍ଟର ସଙ୍ଗଠିତ ହୋଇଛି । ଶନିବାର ସକାଳୁ ଏହି ସଂଘର୍ଷ ସଙ୍ଗଠିତ ହୋଇଥିବା ବେଳେ ଦୁଇ ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି । ଆତଙ୍କୀଙ୍କ ମଧ୍ୟରେ ଜଣେ ପାକିସ୍ତାନୀ ନାଗରିକ ରହିଥିବା ବେଳେ ଅନ୍ୟ ଜଣେ ସ୍ଥାନୀୟ ନାଗରିକ ରହିଛନ୍ତି । ମୁନ୍ନା ଲାହୋରୀ ନାମକ ଉକ୍ତ ଆତଙ୍କୀ ଜଣକ ଏକାଧିକ ହତ୍ୟା ମାମଲା ରହିଛି । ମୁନ୍ନା ଲାହୋରୀ ଜୈସ୍‌ ଏ ମୁଜାହିଦ୍ଦିନିର ସଦସ୍ୟ ଅଟନ୍ତି । ଉଭୟଙ୍କ ନିକଟକରୁ ଆଇଡି ବିସ୍ଫୋରକ ଜବତ କରାଯାଇଛି । ଦକ୍ଷିଣ କାଶ୍ମୀରର ବୋନ୍‌ ବଜାର ଅଞ୍ଚଳରେ ଶନିବାର ସକାଳୁ ସର୍ଚ୍ଚ ଅପରେସନ୍‌ କରାଯାଉଥିବା ସମୟରେ ଆତଙ୍କବାଦୀଙ୍କ ପକ୍ଷରୁ ଗୁଳିଚାଳନା କରାଯାଇଥିଲା । ବୋନ୍‌ ବଜାରରେ ଇଣ୍ଟରନେଟ୍‌ ସେବା ବନ୍ଦ ରଖାଯାଇଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ପାକିସ୍ତାନରେ ଅଧିକ ଦରମା ସତ୍ତ୍ୱେ IPLରେ ଯୋଗଦେଲେ ଏହି ଖେଳାଳି: ଧୋନିଙ୍କ ସହିତ ଖେଳିବାକୁ ଆଗ୍ରହୀ

March 25, 2026

ଦୁଷ୍କର୍ମ ଅଭିଯୋଗ ମାମଲା: ୭ ମାସ ଧରି ଫେରାର ଥିବା ଆପ ବିଧାୟକଙ୍କୁ ଗିରଫ କଲା ପୋଲିସ

March 25, 2026

‘ଚୁକ୍ତିରେ ରାଜି ହେଲା ଇରାନ, ଆମ ପାଇଁ ପଠାଇଲା ଅତ୍ୟନ୍ତ ମୂଲ୍ୟବାନ ଉପହାର’: ଟ୍ରମ୍ପଙ୍କ ବଡ଼ ଦାବି

March 25, 2026

ସିପିଗ୍ରାମ୍ସ ପୋର୍ଟାଲ ଦ୍ଵାରା ଢେଙ୍କାନାଳରେ ପାନୀୟ ଜଳ ସମସ୍ୟାର ହେଲା ସମାଧାନ

March 25, 2026
Latest News

ପାକିସ୍ତାନରେ ଅଧିକ ଦରମା ସତ୍ତ୍ୱେ IPLରେ ଯୋଗଦେଲେ ଏହି ଖେଳାଳି: ଧୋନିଙ୍କ ସହିତ ଖେଳିବାକୁ ଆଗ୍ରହୀ

March 25, 2026

ଦୁଷ୍କର୍ମ ଅଭିଯୋଗ ମାମଲା: ୭ ମାସ ଧରି ଫେରାର ଥିବା ଆପ ବିଧାୟକଙ୍କୁ ଗିରଫ କଲା ପୋଲିସ

March 25, 2026

‘ଚୁକ୍ତିରେ ରାଜି ହେଲା ଇରାନ, ଆମ ପାଇଁ ପଠାଇଲା ଅତ୍ୟନ୍ତ ମୂଲ୍ୟବାନ ଉପହାର’: ଟ୍ରମ୍ପଙ୍କ ବଡ଼ ଦାବି

March 25, 2026

ଆଜି ଖୋଲିବ ରତ୍ନ ଭଣ୍ଡାରର ସିନ୍ଧୁକ, ହେବ ଗଣତିମଣତି

March 25, 2026

୩ ନିଲମ୍ବିତ କଂଗ୍ରେସ ବିଧାୟକଙ୍କ କୁଶପୁତ୍ତଳିକା ଦାହ କଲା ଯୁବ କଂଗ୍ରେସ

March 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.