Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଓଡିଶା ସାହିତ୍ୟ ଏକାଡେମୀ ପ୍ରତିଯୋଗିତାରେ ଦ୍ୱିତୀୟ ସ୍ଥାନରେ ସନୟା
ଆଜିର ଖବର

ଓଡିଶା ସାହିତ୍ୟ ଏକାଡେମୀ ପ୍ରତିଯୋଗିତାରେ ଦ୍ୱିତୀୟ ସ୍ଥାନରେ ସନୟା

July 27, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ରଣପୁର: ଓଡିଶା ସାହିତ୍ୟ ଏକାଡେମୀର ୬୮ତମ ସ୍ଵନକ୍ଷତ୍ର ଦିବସ ପାଳନ ଅବସରରେ ରାଜ୍ୟ ସ୍ତରୀୟ କନିଷ୍ଠ ବର୍ଗ ପ୍ରବନ୍ଧ ପ୍ରତିଯୋଗିତାରେ ରଣପୁର ଅଞ୍ଚଳର ଛାତ୍ରୀ ଦ୍ଵିତୀୟ ସ୍ଥାନ ଅଧିକାର ବର୍ଗ ସମଗ୍ର ରଣପୁର ବ୍ଲକ ତଥା ନୟାଗଡ଼ ଜିଲ୍ଲା ପାଇଁ ଗୌରବ ଅର୍ଜନ କରିପାରିଛନ୍ତି। ସେ ଛାତ୍ରୀ ଜଣକ ହେଉଛନ୍ତି ରଣପୁର ଓଡିଶା ଆଦର୍ଶ ବିଦ୍ୟାଳୟର ଛାତ୍ରୀ ସନୟା ସୁପ୍ରିୟା। ଏହି ସ୍ଵନକ୍ଷତ୍ର ଦିବସ ପାଳନ କାର୍ଯ୍ୟକ୍ରମ ଭୁବନେଶ୍ୱର ରବୀନ୍ଦ୍ର ମଣ୍ଡପ ଠାରେ ଆୟୋଜିତ ହୋଇଥିଲା।

ଏହି କାର୍ଯ୍ୟକ୍ରମରେ ସଂସ୍କୃତି ବିଭାଗ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଓଡିଶା ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଶାନ୍ତନୁ କୁମାର ଆଚାର୍ଯ୍ୟ ପ୍ରମୁଖ ଅତିଥି ଭାବେ ଯୋଗ ଦେଇ ସନୟାଙ୍କୁ ଟ୍ରଫି ଓ ମାନପତ୍ର ଦେଇ ପୁରସ୍କୃତ କରିବା ସହ ୪ ହଜାର ଟଙ୍କା ଅର୍ଥ ରାଶି ପ୍ରଦାନ କରିଥିଲେ। ଛାତ୍ରୀଙ୍କର ମାଆ ସନ୍ଧ୍ୟାରାଣୀ ସେଠି ଯିଏକି ଜଣେ ଶିକ୍ଷୟତ୍ରୀ ଓ ପିତା ରବୀନ୍ଦ୍ର ସେଠିଙ୍କ ପିତା ପାଥୋଲୋଜିଷ୍ଟ ଅଟନ୍ତି। ଉଭୟ ପିତା ଓ ମାତା ଝିଅ ସନୟାର ସଫଳତାରେ ବେଶ ଖୁସି ଅନୁଭବ କରୁଛନ୍ତି। ସନୟା ଏହି ସଫଳତା ପାଇଁ ପିତାମାତା, ଶିକ୍ଷକ ଶିକ୍ଷୟତ୍ରୀ ଓ ପରିବାର ବର୍ଗଙ୍କ ଆଶୀର୍ବାଦ ପାଇଁ ସମ୍ଭବ ହୋଇ ପାରିଛି ବୋଲି କହିଛନ୍ତି।

ଓଡ଼ିଶା ସାହିତ୍ୟ ଏକାଡେମୀ ରଣପୁର ବ୍ଲକ
Share. Facebook Twitter LinkedIn Email WhatsApp Copy Link

Related Posts

ଚାଷୀଙ୍କୁ ମିଳିଲା ସିଏମ କିଷାନ ଟଙ୍କା

April 20, 2026

କଟକରେ ଆସନ୍ତା ତିନିଦିନ ପାଇଁ ସ୍କୁଲ ଓ କଲେଜ ଛୁଟି ଘୋଷଣା

April 20, 2026

ଗଞ୍ଜାମ ଜିଲ୍ଲାରେ ତିନିଦିନ ସ୍କୁଲ ଛୁଟି

April 20, 2026

ଭାରତୀୟ ନୌସେନାର ପ୍ରଶିକ୍ଷଣରତ ଅଗ୍ନିବୀରଙ୍କ ମୃତଦେହ ଉଦ୍ଧାର

April 20, 2026
Latest News

ଚାଷୀଙ୍କୁ ମିଳିଲା ସିଏମ କିଷାନ ଟଙ୍କା

April 20, 2026

କଟକରେ ଆସନ୍ତା ତିନିଦିନ ପାଇଁ ସ୍କୁଲ ଓ କଲେଜ ଛୁଟି ଘୋଷଣା

April 20, 2026

ଗଞ୍ଜାମ ଜିଲ୍ଲାରେ ତିନିଦିନ ସ୍କୁଲ ଛୁଟି

April 20, 2026

ଭାରତୀୟ ନୌସେନାର ପ୍ରଶିକ୍ଷଣରତ ଅଗ୍ନିବୀରଙ୍କ ମୃତଦେହ ଉଦ୍ଧାର

April 20, 2026

ମୃତ୍ୟୁ ପରେ ମଧ୍ୟ ଜୀବନ ବଞ୍ଚାଇ ଉଦାହରଣ ସୃଷ୍ଟି କଲେ ମହିଳା ଡାକ୍ତର

April 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.