Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟରେ ସମୁଦାୟ ଭିକାରୀ ସଂଖ୍ୟା 6390 : କଟକରେ ସର୍ବାଧିକ 1060
ଆଜିର ଖବର

ରାଜ୍ୟରେ ସମୁଦାୟ ଭିକାରୀ ସଂଖ୍ୟା 6390 : କଟକରେ ସର୍ବାଧିକ 1060

July 27, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ରାଜ୍ୟରେ ଭିକାରୀ ସଂଖ୍ୟା ନେଇ ବିଧାନସଭାରେ ଉତ୍ତର ରଖାଯାଇଛି । ମନ୍ତ୍ରୀ ଅଶୋକ ପଣ୍ଡା ଉତ୍ତର ରଖି ରାଜ୍ୟର ସମୁଦାୟ ଭିକାରୀ ସଂଖ୍ୟା ସମ୍ପର୍କରେ ସୂଚନା ଦେଇଛନ୍ତି । ରାଜ୍ୟରେ ସମୁଦାୟ 6390 ଭିକାରୀ ରହିଥିବା ବେଳେ କଟକ ଜିଲ୍ଲାରେ ସର୍ବାଧିକ 1060 ଭିକାରୀ ରହିଥିବା ସୂଚନା ମିଳିଛି । ସେହିପରି ଦେବଗଡରେ ସର୍ବନିମ୍ନ 16 ଜଣ ଭିକାରୀ ରହିଥିବା ଜଣାପଡିଛି । ବୌଦ୍ଧରେ 19 ଏବଂ ମାଲକାନଗିରିରେ 21 ଜଣ ଭିକାରୀଙ୍କୁ ଚିହ୍ନଟ କରାଯାଇଛି । କଟକ ପରେ ଦ୍ବିତୀୟ ସର୍ବାଧିକ ଭିକାରୀ ବଲାଙ୍ଗୀର ଜିଲ୍ଲାରେ ରହିଛନ୍ତି । ବଲାଙ୍ଗୀରରେ 708 ଜଣ ଭିକାରୀଙ୍କୁ ଚିହ୍ନଟ କରାଯାଇଥିବା ବେଳେ ମୟୁରଭଞ୍ଜରେ 485, ଗଞ୍ଜାମରେ 458 ଏବଂ ପୁରୀରେ 120 ଜଣ ଭିକାରୀଙ୍କୁ ଚିହ୍ନଟ କରାଯାଇଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ପୁରୀ ଏସପିଙ୍କ ନିର୍ଦ୍ଧେଶରେ ୮୦ କିମିର ଗ୍ରୀନ କରିଡର: ବଞ୍ଚିଲା ଶିଶୁର ଜୀବନ

July 30, 2026

ହତ୍ୟା ଅଭିଯୁକ୍ତ ମାଇଁ ଓ ଭଣଜାକୁ ଆଜୀବନ କାରାଦଣ୍ଡ

July 30, 2026

ଚୟନକର୍ତ୍ତାଙ୍କ ଉପରେ ବର୍ଷିଲେ ଇରଫାନ ପଠାନ: ଟିମ୍ ଇଣ୍ଡିଆର ଚୟନ ଉପରେ ଉଠାଇଲେ ପ୍ରଶ୍ନ

July 30, 2026

ୱାଇଲ୍ଡ ଓଡ଼ିଶା ଫାଉଣ୍ଡେସନ ପକ୍ଷରୁ ‘ବାଘ ପାଇଁ ଦିନଟିଏ’ କାର୍ଯ୍ୟକ୍ରମ ଆୟୋଜିତ

July 30, 2026
Latest News

ପୁରୀ ଏସପିଙ୍କ ନିର୍ଦ୍ଧେଶରେ ୮୦ କିମିର ଗ୍ରୀନ କରିଡର: ବଞ୍ଚିଲା ଶିଶୁର ଜୀବନ

July 30, 2026

ହତ୍ୟା ଅଭିଯୁକ୍ତ ମାଇଁ ଓ ଭଣଜାକୁ ଆଜୀବନ କାରାଦଣ୍ଡ

July 30, 2026

ଚୟନକର୍ତ୍ତାଙ୍କ ଉପରେ ବର୍ଷିଲେ ଇରଫାନ ପଠାନ: ଟିମ୍ ଇଣ୍ଡିଆର ଚୟନ ଉପରେ ଉଠାଇଲେ ପ୍ରଶ୍ନ

July 30, 2026

ୱାଇଲ୍ଡ ଓଡ଼ିଶା ଫାଉଣ୍ଡେସନ ପକ୍ଷରୁ ‘ବାଘ ପାଇଁ ଦିନଟିଏ’ କାର୍ଯ୍ୟକ୍ରମ ଆୟୋଜିତ

July 30, 2026

ଲୋକସଭାରେ ଗୋପାଳପୁର-ରାୟଗଡ଼ା ନୂଆ ରେଳ ଲାଇନ ସମ୍ପର୍କରେ ସୂଚନା ଦେଲେ ରେଳ ମନ୍ତ୍ରୀ

July 30, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.