Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କଟକ ଓଏମପି ଛକଠାରୁ କନ୍ଦରପୁର ପର୍ଯ୍ୟନ୍ତ ନିର୍ମାଣ ହେବ ଏଲିଭେଟେଡ କରିଡର: ସାଂସଦ କଲେ ବଡ ଘୋଷଣା
ଆଜିର ଖବର

କଟକ ଓଏମପି ଛକଠାରୁ କନ୍ଦରପୁର ପର୍ଯ୍ୟନ୍ତ ନିର୍ମାଣ ହେବ ଏଲିଭେଟେଡ କରିଡର: ସାଂସଦ କଲେ ବଡ ଘୋଷଣା

July 28, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

କଟକ: କଟକ ଓଏମପି ଛକଠାରୁ କନ୍ଦରପୁର ପର୍ଯ୍ୟନ୍ତ ଏଲିଭେଟେଡ କରିଡର ନିର୍ମାଣ କରାଯିବ ବୋଲି ସାଂସଦ ଭର୍ତ୍ତୃହରି ମହତାବ ସୂଚନା ଦେଇଛନ୍ତି। ଭିଡ଼ କମାଇବା ପାଇଁ ନିର୍ମାଣ ହେବାକୁ ଥିବା ଏହି ବିକଳ୍ପ ରାସ୍ତା ଲାଗି ୬୪୦ କୋଟି ଟଙ୍କା ବ୍ୟୟ କରାଯିବ। ଓଏମ୍ପି ଛକ, ଚାଉଳିଆଗଞ୍ଜ ଏବଂ ନୂଆ ବଜାରରେ ଗାଡ଼ି ମୋଟର ସଂଖ୍ୟା ବୃଦ୍ଧି ଯୋଗୁ ଟ୍ରାଫିକ ସମସ୍ୟା ସୃଷ୍ଟି ହେଉଛି। ଏହାକୁ ଦୂର କରିବା ପାଇଁ ଏଲିଭେଟେଡ କରିଡର ନିର୍ମାଣ ଲାଗି ପ୍ରସ୍ତାବ ରହିଛି।

ଏହି ପ୍ରସ୍ତାବକୁ କେନ୍ଦ୍ର ସଡ଼କ ଓ ପରିବହନ ମନ୍ତ୍ରୀ ନୀତିନ ଗଡକରୀ ଗ୍ରହଣ କରି ଆସନ୍ତା ୩ ମାସ ମଧ୍ୟରେ ଏଲିଭେଟେଡ କରିଡର ନିର୍ମାଣ ପାଇଁ ପ୍ରକ୍ରିୟା ଆରମ୍ଭ କରିବେ ବୋଲି କହିଛନ୍ତି। ସେହିପରି ଚାରିବାଟିଆରେ ଥିବା ବିମାନବନ୍ଦରର ପୁନରୁଦ୍ଧାର ଏବଂ ସେଠାରେ ପ୍ରତିରକ୍ଷା ବିଭାଗର ଏକ କାରଖାନା ନିର୍ମାଣ ଲାଗି ପ୍ରସ୍ତାବ ଦିଆଯାଇଥିବା କଟକ ସାଂସଦ ଶ୍ରୀ ମହତାବ କହିଛନ୍ତି। ଭୁବନେଶ୍ବର ବିମାନବନ୍ଦରରେ ବିମାନ ସଂଖ୍ୟା ବୃଦ୍ଧି ପାଉଥିବାରୁ ଚାରିବାଟିଆକୁ ଏକ କାର୍ଗୋ ବିମାନବନ୍ଦରରେ ପରିଣତ କରିବା ଲାଗି ପ୍ରସ୍ତାବ ରହିଥିବା ସେ ସୂଚନା ଦେଇଛନ୍ତି।

କଟକ ଭର୍ତ୍ତୃହରି ମହତାବ
Share. Facebook Twitter LinkedIn Email WhatsApp Copy Link

Related Posts

ଟ୍ରେଣ୍ଡସ ରଜ ଫ୍ୟାସନ ଆଇକନ ଗ୍ରାଣ୍ଡ ଫିନାଲେ: ବିଜେତାମାନେ ପିନ୍ଧିଲେ ମୁକୁଟ

June 22, 2026

ଉନବିଂଶତମ ମୁମ୍ବାଇ ଅନ୍ତର୍ଜାତୀୟ ଚଳଚ୍ଚିତ୍ର ମହୋତ୍ସବ ଉଦଯାପିତ

June 22, 2026

ବିସ୍ତୃତ ରାଶିଫଳ: ଜୁନ ୨୨ ତାରିଖ ସାତୋଟି ରାଶିର ଲୋକେ ହେବେ ଲକ୍ଷପତି

June 22, 2026

ଦୁର୍ଘଟଣାଗ୍ରସ୍ତ ଓଡ଼ିଆ ଶ୍ରମିକ ମାନଙ୍କ ସହାୟତା ପାଇଁ ୩ ବରିଷ୍ଠ ଅଧିକାରୀଙ୍କ ତାମିଲନାଡୁ ଗସ୍ତ

June 21, 2026
Latest News

ଟ୍ରେଣ୍ଡସ ରଜ ଫ୍ୟାସନ ଆଇକନ ଗ୍ରାଣ୍ଡ ଫିନାଲେ: ବିଜେତାମାନେ ପିନ୍ଧିଲେ ମୁକୁଟ

June 22, 2026

ଉନବିଂଶତମ ମୁମ୍ବାଇ ଅନ୍ତର୍ଜାତୀୟ ଚଳଚ୍ଚିତ୍ର ମହୋତ୍ସବ ଉଦଯାପିତ

June 22, 2026

ପୁଣି କଂଗ୍ରେସର ମତଠାରୁ ଭିନ୍ନ!: ଜମ୍ମୁ କାଶ୍ମୀର ସମ୍ପର୍କରେ ବଡ଼ ବିବୃତ୍ତି ଦେଲେ ଶଶି ଥରୁର

June 22, 2026

ବିସ୍ତୃତ ରାଶିଫଳ: ଜୁନ ୨୨ ତାରିଖ ସାତୋଟି ରାଶିର ଲୋକେ ହେବେ ଲକ୍ଷପତି

June 22, 2026

ଦୁର୍ଘଟଣାଗ୍ରସ୍ତ ଓଡ଼ିଆ ଶ୍ରମିକ ମାନଙ୍କ ସହାୟତା ପାଇଁ ୩ ବରିଷ୍ଠ ଅଧିକାରୀଙ୍କ ତାମିଲନାଡୁ ଗସ୍ତ

June 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.