Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଓଭରବ୍ରିଜ ନିର୍ମାଣ ପାଇଁ ଜାତୀୟ ରାଜପଥ କର୍ତ୍ତୃପକ୍ଷ କାର୍ଯ୍ୟାଳୟରେ ଧାରଣା
ଆଜିର ଖବର

ଓଭରବ୍ରିଜ ନିର୍ମାଣ ପାଇଁ ଜାତୀୟ ରାଜପଥ କର୍ତ୍ତୃପକ୍ଷ କାର୍ଯ୍ୟାଳୟରେ ଧାରଣା

July 28, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ବ୍ରହ୍ମପୁର ସହର ଉପକଣ୍ଠ ଲାଞ୍ଜିପଲୀ ବାଇପାସ୍ ରାସ୍ତାରେ ଦୈନନ୍ଦିନ ଦୁର୍ଘଟଣା ଘଟି ବହୁ ଧନଜୀବନ ନଷ୍ଟ ହେଉଥିବା ବେଳେ କର୍ତ୍ତୁପକ୍ଷ କୌଣସି ପଦକ୍ଷେପ ନେଉନାହାନ୍ତି। ଇତ୍ୟବସରରେ ସହରବାସୀଙ୍କ ପକ୍ଷରୁ ଗଞ୍ଜାମ ଜିଲ୍ଲା ଓକିଲ ସଂଘ ସଭାପତି ମନୋଜ କୁମାର ପଟ୍ଟନାୟକ ବହୁବାର ଦାବି ଉପସ୍ଥାପନା କରିଥିଲେ ଓ ସମୟ ଧାର୍ଯ୍ୟ କରି ଧାରଣାର ଚେତାବନୀ ଦେଇଥିଲେ।

ଏହି ପରିପ୍ରେକ୍ଷୀରେ ଆଜି ଓକିଲ ସଂଘ ସଭାପତି ମନୋଜ କୁମାର ପଟ୍ଟନାୟକଙ୍କ ନେତୃତ୍ଵରେ ଧାରଣା ପ୍ରଦର୍ଶନ କରାଯାଉଛି। ଉକ୍ତ କାର୍ଯ୍ୟକ୍ରମରେ ସହରର ବହୁ ମାନ୍ୟଗଣ୍ୟ ବ୍ୟକ୍ତିବିଶେଷ ଯଥା ଆଇନଜୀବୀ ପ୍ରଣବ କୁମାର ପଣ୍ଡା, ସମାଜସେବୀ ଅବନୀ ଗୟାଙ୍କ ସମେତ ବହୁ ବୁଦ୍ଧିଜୀବୀ ଯୋଗ ଦେଇଥିଲେ। କର୍ତ୍ତୁପକ୍ଷ ଯଦି ଆଗାମୀ ୧୫ ଦିନ ମଧ୍ୟରେ କୌଣସି ପଦକ୍ଷେପ ନନିଅନ୍ତି, ତେବେ ଆମରଣ ଅନଶନରେ ବସିବା ପାଇଁ ମହଲତ ଦେଇଛନ୍ତି।

ଓଭରବ୍ରିଜ ନିର୍ମାଣ ଜାତୀୟ ରାଜପଥ
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ଜୁଲାଇ ୨୯ ତାରିଖ ମଙ୍ଗଳବାର ଦିନ ପାଞ୍ଚୋଟି ରାଶି ପାଇଁ ରହିଛି ଶୁଭବେଳା

July 29, 2025

ରଣପୁର ବ୍ଲକ ଛାତ୍ର କଂଗ୍ରେସ ର କର୍ମୀ ସମ୍ମିଳନୀ

July 28, 2025

ପୂର୍ବତଟ ରେଳପଥ ଖୋର୍ଦ୍ଧା ରୋଡ୍ ରେଳମଣ୍ଡଳର ଡିଆରଏମ ଭାବରେ ଆଲୋକ ତ୍ରିପାଠୀଙ୍କ ଯୋଗଦାନ

July 28, 2025

ଖୋର୍ଦ୍ଧା ଜିଲ୍ଲାପାଳ ଭାବେ ଯୋଗଦାନ କଲେ ଆଇଏଏସ ଅମ୍ରିତ୍ ଋତୁରାଜ

July 28, 2025
Latest News

ଆଜି ଜୁଲାଇ ୨୯ ତାରିଖ ମଙ୍ଗଳବାର ଦିନ ପାଞ୍ଚୋଟି ରାଶି ପାଇଁ ରହିଛି ଶୁଭବେଳା

July 29, 2025

ରଣପୁର ବ୍ଲକ ଛାତ୍ର କଂଗ୍ରେସ ର କର୍ମୀ ସମ୍ମିଳନୀ

July 28, 2025

ପୂର୍ବତଟ ରେଳପଥ ଖୋର୍ଦ୍ଧା ରୋଡ୍ ରେଳମଣ୍ଡଳର ଡିଆରଏମ ଭାବରେ ଆଲୋକ ତ୍ରିପାଠୀଙ୍କ ଯୋଗଦାନ

July 28, 2025

ଭାରତ-ଯୁକ୍ତରାଜ୍ୟ ବ୍ୟାପକ ବାଣିଜ୍ୟ ରାଜିନାମା ଯୋଗୁଁ ୩ ବର୍ଷରେ ୫୦% ବୃଦ୍ଧି ପାଇବ ଭାରତର କୃଷି ରପ୍ତାନି

July 28, 2025

ଖୋର୍ଦ୍ଧା ଜିଲ୍ଲାପାଳ ଭାବେ ଯୋଗଦାନ କଲେ ଆଇଏଏସ ଅମ୍ରିତ୍ ଋତୁରାଜ

July 28, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.