Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜିଏସ୍‌ଟି କାଉନ୍‌ସିଲ୍‌ ବୈଠକ : ଇ ଯାନ ଉପରେ ଜିଏସ୍‌ଟି ହ୍ରାସ ନିଷ୍ପତ୍ତି
ଆଜିର ଖବର

ଜିଏସ୍‌ଟି କାଉନ୍‌ସିଲ୍‌ ବୈଠକ : ଇ ଯାନ ଉପରେ ଜିଏସ୍‌ଟି ହ୍ରାସ ନିଷ୍ପତ୍ତି

July 27, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଆଜି ଜିଏସଟି କାଉନସିଲର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଆୟୋଜନ କରାଯାଇଛି । ଏହି ବୈଠକରେ ବ୍ୟାଟେରୀ ଚାଳିତ କାର ଏବଂ ସ୍କୁଟରରେ ଜିଏସଟି ହ୍ରାସ କରିବା ପାଇଁ ନିଷ୍ପତି ନିଆଯାଇଛି । ବିଦ୍ୟୁତ୍ ଚାଳିତ ଯାନବାହନ ଉପରେ ଜିଏସଟି 12 ପ୍ରତିଶତ ରହିଥିବା ବେଳେ ଏହାକୁ 5 ପ୍ରତିଶତକୁ ହ୍ରାସ କରାଯାଇଛି । ଏହି ଦର ଆସନ୍ତା ଅଗଷ୍ଟ 1 ତାରିଖରୁ ଲାଗୁ ହେବ । ଗତ ଜିଏସଟି କାଉନସିଲିଂରେ ଏହି ପ୍ରସ୍ତାବ ଉପରେ ଆଲୋଚନା ହୋଇଥିଲା । ଚାର୍ଜର ଉପରେ ଲାଗୁଥିବା 18 ପ୍ରତିଶତ ଜିଏସଟିକୁ 12 ପ୍ରତିଶତକୁ ହ୍ରାସ କରାଯାଇଛି । ଏହା ବ୍ୟତୀତ 12ରୁ ଅଧିକ ଯାତ୍ରୀବାହୀ କ୍ଷମତା ବିଶିଷ୍ଟ ଇଲେକ୍ଟ୍ରିକ ବସ କିଣିବାପାଇଁ କୌଣସି ଜିଏସ୍‌ଟି ଶୁଳ୍କ ଲାଗୁ କରାଯିବ ନାହିଁ ବୋଲି ଜଣା ପଡିଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ଚର୍ମ ତତ୍ୱାବଧାନକୁ ନେଇ ସୋଆ ଏସପିଏସ ପକ୍ଷରୁ ଆର୍ନ୍ତଜାତିକ ସମ୍ମିଳନୀ ଆୟୋଜିତ

January 22, 2026

ଗାୟତ୍ରୀ ପରିବାର ଦ୍ୱାରା ଆୟୋଜିତ “ଶତବାର୍ଷିକୀ ସମାରୋହ-୨୦୨୬” କୁ ସମ୍ବୋଧିତ କଲେ ଅମିତ ଶାହ

January 22, 2026

ଖଲ୍ଲିକୋଟ ଷ୍ଟେସନରେ ବିଶାଖା ଏବଂ ଫଲକନୁମା ଏକ୍ସପ୍ରେସର ପରୀକ୍ଷାମୂଳକ ରହଣି

January 22, 2026

ଗୁଟଖା, ନିକୋଟିନ ବ୍ୟାନ୍: ରାଜ୍ୟ ସରକାର ଜାରି କଲେ ବିଜ୍ଞପ୍ତି

January 22, 2026
Latest News

ଚର୍ମ ତତ୍ୱାବଧାନକୁ ନେଇ ସୋଆ ଏସପିଏସ ପକ୍ଷରୁ ଆର୍ନ୍ତଜାତିକ ସମ୍ମିଳନୀ ଆୟୋଜିତ

January 22, 2026

ଗାୟତ୍ରୀ ପରିବାର ଦ୍ୱାରା ଆୟୋଜିତ “ଶତବାର୍ଷିକୀ ସମାରୋହ-୨୦୨୬” କୁ ସମ୍ବୋଧିତ କଲେ ଅମିତ ଶାହ

January 22, 2026

ଖଲ୍ଲିକୋଟ ଷ୍ଟେସନରେ ବିଶାଖା ଏବଂ ଫଲକନୁମା ଏକ୍ସପ୍ରେସର ପରୀକ୍ଷାମୂଳକ ରହଣି

January 22, 2026

ଆଶ୍ଚର୍ଯ୍ୟଜନକ ଭବିଷ୍ୟବାଣୀ: ବିଶ୍ୱର ସର୍ବବୃହତ ଅର୍ଥନୀତି ହେବ ଭାରତ, ପଛରେ ପଡ଼ିବ ଆମେରିକା

January 22, 2026

ଗୁଟଖା, ନିକୋଟିନ ବ୍ୟାନ୍: ରାଜ୍ୟ ସରକାର ଜାରି କଲେ ବିଜ୍ଞପ୍ତି

January 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.