Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜିଏସ୍‌ଟି କାଉନ୍‌ସିଲ୍‌ ବୈଠକ : ଇ ଯାନ ଉପରେ ଜିଏସ୍‌ଟି ହ୍ରାସ ନିଷ୍ପତ୍ତି
ଆଜିର ଖବର

ଜିଏସ୍‌ଟି କାଉନ୍‌ସିଲ୍‌ ବୈଠକ : ଇ ଯାନ ଉପରେ ଜିଏସ୍‌ଟି ହ୍ରାସ ନିଷ୍ପତ୍ତି

July 27, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଆଜି ଜିଏସଟି କାଉନସିଲର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଆୟୋଜନ କରାଯାଇଛି । ଏହି ବୈଠକରେ ବ୍ୟାଟେରୀ ଚାଳିତ କାର ଏବଂ ସ୍କୁଟରରେ ଜିଏସଟି ହ୍ରାସ କରିବା ପାଇଁ ନିଷ୍ପତି ନିଆଯାଇଛି । ବିଦ୍ୟୁତ୍ ଚାଳିତ ଯାନବାହନ ଉପରେ ଜିଏସଟି 12 ପ୍ରତିଶତ ରହିଥିବା ବେଳେ ଏହାକୁ 5 ପ୍ରତିଶତକୁ ହ୍ରାସ କରାଯାଇଛି । ଏହି ଦର ଆସନ୍ତା ଅଗଷ୍ଟ 1 ତାରିଖରୁ ଲାଗୁ ହେବ । ଗତ ଜିଏସଟି କାଉନସିଲିଂରେ ଏହି ପ୍ରସ୍ତାବ ଉପରେ ଆଲୋଚନା ହୋଇଥିଲା । ଚାର୍ଜର ଉପରେ ଲାଗୁଥିବା 18 ପ୍ରତିଶତ ଜିଏସଟିକୁ 12 ପ୍ରତିଶତକୁ ହ୍ରାସ କରାଯାଇଛି । ଏହା ବ୍ୟତୀତ 12ରୁ ଅଧିକ ଯାତ୍ରୀବାହୀ କ୍ଷମତା ବିଶିଷ୍ଟ ଇଲେକ୍ଟ୍ରିକ ବସ କିଣିବାପାଇଁ କୌଣସି ଜିଏସ୍‌ଟି ଶୁଳ୍କ ଲାଗୁ କରାଯିବ ନାହିଁ ବୋଲି ଜଣା ପଡିଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ପ୍ରିୟଙ୍କା ଗାନ୍ଧୀଙ୍କୁ ଖୋଲା ଚିଠି ଲେଖିଲେ ୨୧୫ ଭାଇସ-ଚାନ୍ସେଲର: ଜାଣନ୍ତୁ କାରଣ

July 30, 2026

ଲୋକସଭାରେ ପାରିତ ହେଲା ବନ୍ଦେ ମାତରମ୍ ବିଲ୍

July 30, 2026

ଖଡଗେଙ୍କ ମନୁସ୍ମୃତି ଉପରେ ବୟାନ ସଂସଦରେ ହଙ୍ଗମା: ବିରୋଧ କଲା ବିଜେପି

July 30, 2026

ଇଣ୍ଡିଆନ ଆଇଡଲ ବିଜେତା ଜ୍ୟୋତିର୍ମୟୀଙ୍କୁ ସମ୍ବର୍ଦ୍ଧିତ କଲେ ରାଜ୍ୟପାଳ

July 30, 2026
Latest News

କେନ୍ଦ୍ର ଜଳଶକ୍ତି ମନ୍ତ୍ରୀ ଓ ଛତିଶଗଡ ମୁଖ୍ୟମନ୍ତ୍ରୀଙ୍କ ସହିତ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଆଲୋଚନା

July 30, 2026

ଓଡ଼ିଶାରେ ପର୍ଯ୍ୟଟନର ବିକାଶ ପାଇଁ ୩୧୮ କୋଟିରୁ ଅଧିକ ଟଙ୍କା ମଞ୍ଜୁର: କେନ୍ଦ୍ର ପର୍ଯ୍ୟଟନ ମନ୍ତ୍ରୀ

July 30, 2026

ବାଙ୍କିପୁର ଉପନିର୍ବାଚନ: ବିଜେପି ନା ପ୍ରଶାନ୍ତ କିଶୋର?, ଆଶ୍ଚର୍ଯ୍ୟ କଲା ସର୍ଭେ

July 30, 2026

ପ୍ରିୟଙ୍କା ଗାନ୍ଧୀଙ୍କୁ ଖୋଲା ଚିଠି ଲେଖିଲେ ୨୧୫ ଭାଇସ-ଚାନ୍ସେଲର: ଜାଣନ୍ତୁ କାରଣ

July 30, 2026

ଲୋକସଭାରେ ପାରିତ ହେଲା ବନ୍ଦେ ମାତରମ୍ ବିଲ୍

July 30, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.