Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଗ୍ରାମୀଣ ଭାରତର ଉନ୍ନତି କ୍ଷେତ୍ରରେ ପଞ୍ଚାୟତିରାଜ ଅନୁଷ୍ଠାନର ଗୁରୁତ୍ବପୂର୍ଣ୍ଣ ଭୂମିକା ରହିଛି: ପଞ୍ଚାୟତିରାଜ ମନ୍ତ୍ରୀ
ଆଜିର ଖବର

ଗ୍ରାମୀଣ ଭାରତର ଉନ୍ନତି କ୍ଷେତ୍ରରେ ପଞ୍ଚାୟତିରାଜ ଅନୁଷ୍ଠାନର ଗୁରୁତ୍ବପୂର୍ଣ୍ଣ ଭୂମିକା ରହିଛି: ପଞ୍ଚାୟତିରାଜ ମନ୍ତ୍ରୀ

July 29, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ଗ୍ରାମୀଣ ଭାରତର ଉନ୍ନତି କ୍ଷେତ୍ରରେ ପଞ୍ଚାୟତିରାଜ ଅନୁଷ୍ଠାନର ଗୁରୁତ୍ବପୂର୍ଣ୍ଣ ଭୂମିକା ରହିଛି। ଗ୍ରାମ ସ୍ବରାଜର ଲକ୍ଷ୍ୟ ଓ ସ୍ବାୟତ୍ତ ଶାସନ ବ୍ୟବସ୍ଥା ସକ୍ରିୟ କରି ଦାରିଦ୍ର୍ୟ ହ୍ରାସ, ସ୍ବାସ୍ଥ୍ୟ, ଶିକ୍ଷା, ସ୍ବଚ୍ଛତା, ସୁଶାସନ ଓ ଜନସେବା କ୍ଷେତ୍ରରେ ପଞ୍ଚାୟତିରାଜ ଉଲ୍ଲେଖନୀୟ କାର୍ଯ୍ୟ କରିଛି ବୋଲି ପଞ୍ଚାୟତିରାଜ ଓ ପାନୀୟ ଜଳ ତଥା ଗ୍ରାମ ଉନ୍ନୟନ ମନ୍ତ୍ରୀ ରବି ନାରାୟଣ ନାୟକ କହିଛନ୍ତି। ଭୁବନେଶ୍ବରଠାରେ ଏକ ସାମ୍ବାଦିକ ସମ୍ମିଳନୀରେ ସେ ପଞ୍ଚାୟତିରାଜ ପୁରସ୍କାର ସମ୍ପର୍କରେ ସୂଚନା ଦେଇ କହିଛନ୍ତି, ୯ଟି ଥିମ ଓ ଶ୍ରେଷ୍ଠ ପ୍ରଦର୍ଶନ ପାଇଁ ୧୨୯ଟି ପୁରସ୍କାର ପ୍ରଦାନ କରାଯିବ।

ରାଜ୍ୟ ସରକାରଙ୍କ ପକ୍ଷରୁ ଏଥିପାଇଁ ୪ କୋଟି ଟଙ୍କାର ବ୍ୟବସ୍ଥା କରାଯାଇଛି ବୋଲି ସେ କହିଛନ୍ତି। ଏହି ୯ଟି ଥିମ ମଧ୍ୟରେ ମନରେଗା, ସ୍ବଚ୍ଛତା-ବାହ୍ୟ ମଳମୁକ୍ତ, ଜଳଜୀବନ ମିଶନ, ସୁଶାସନ, ଦକ୍ଷତା ବିକାଶ, ଆୟ ସ୍ରୋତ ବୃଦ୍ଧି ଇତ୍ୟାଦି ରହିଛି। ଗ୍ରାମ ପଞ୍ଚାୟତଗୁଡିକୁ ପ୍ରଥମ ସ୍ଥାନ ପାଇଁ ୧୫ ଲକ୍ଷ ଟଙ୍କା ଦିଆଯିବାର ବ୍ୟବସ୍ଥା ଥିବାବେଳେ ଦ୍ବିତୀୟ ସ୍ଥାନ ପାଇଁ ୧୦ ଲକ୍ଷ ଟଙ୍କା ଓ ତୃତୀୟ ସ୍ଥାନ ପାଇଁ ୫ ଲକ୍ଷ ଟଙ୍କାର ଅର୍ଥରାଶି ପ୍ରଦାନ କରାଯିବ । ସେହିପରି ପ୍ରଥମ ସ୍ଥାନ ଅଧିକାର କରିଥିବା ଜିଲ୍ଲା ପରିଷଦଗୁଡିକୁ ୨୫ ଲକ୍ଷ, ଦ୍ବିତୀୟ ସ୍ଥାନ ପାଇଁ ୨୦ ଲକ୍ଷ ଓ ତୃତୀୟ ସ୍ଥାନ ପାଇଁ ୧୫ ଲକ୍ଷ ଟଙ୍କା ଦିଆଯିବ ବୋଲି ମନ୍ତ୍ରୀ ଶ୍ରୀ ନାୟକ କହିଛନ୍ତି।

ଗ୍ରାମୀଣ ଭାରତ ପଞ୍ଚାୟତିରାଜ ମନ୍ତ୍ରୀ
Share. Facebook Twitter LinkedIn Email WhatsApp Copy Link

Related Posts

ଟି-୨୦ ବିଶ୍ୱକପ୍ ସମୟରେ ବଡ଼ ସଙ୍କଟ: ଇସ୍ରାଏଲ-ଇରାନ ଯୁଦ୍ଧ ଯୋଗୁଁ ଫସି ରହିଲେ ଏହି ଖେଳାଳି

March 2, 2026

ଆଧାର କେନ୍ଦ୍ର ଖୋଜିବା ଏବେ ବହୁତ ସହଜ!: ଗୋଟିଏ କ୍ଲିକ୍‌ରେ ପାଇବେ ସଠିକ୍ ସ୍ଥାନ

March 2, 2026

ଇସ୍ରାଏଲୀ ଏବଂ ଆମେରିକା ଆକ୍ରମଣରେ ନିହତ ହେଲା ହିଜବୁଲ୍ଲାର ଶୀର୍ଷ କମାଣ୍ଡର

March 2, 2026

ଓଡିଶାରେ ଉର୍ଫି ଜାଭେଦ୍: ହୋଟେଲ ସାଣ୍ଡିସ ଟାୱାରରେ ଖେଳିବେ ହର୍ବାଲ ହୋଲି

March 2, 2026
Latest News

ଟି-୨୦ ବିଶ୍ୱକପ୍ ସମୟରେ ବଡ଼ ସଙ୍କଟ: ଇସ୍ରାଏଲ-ଇରାନ ଯୁଦ୍ଧ ଯୋଗୁଁ ଫସି ରହିଲେ ଏହି ଖେଳାଳି

March 2, 2026

ଆଧାର କେନ୍ଦ୍ର ଖୋଜିବା ଏବେ ବହୁତ ସହଜ!: ଗୋଟିଏ କ୍ଲିକ୍‌ରେ ପାଇବେ ସଠିକ୍ ସ୍ଥାନ

March 2, 2026

ଇସ୍ରାଏଲୀ ଏବଂ ଆମେରିକା ଆକ୍ରମଣରେ ନିହତ ହେଲା ହିଜବୁଲ୍ଲାର ଶୀର୍ଷ କମାଣ୍ଡର

March 2, 2026

ଇଣ୍ଡିଆ-ଏଆଇ ଇମ୍ପାକ୍ଟ ସମିଟ୍ ୨୦୨୬: ସମସ୍ତଙ୍କ ପାଇଁ କଲ୍ୟାଣ, ସମସ୍ତଙ୍କ ପାଇଁ ଆନନ୍ଦ

March 2, 2026

ଓଡିଶାରେ ଉର୍ଫି ଜାଭେଦ୍: ହୋଟେଲ ସାଣ୍ଡିସ ଟାୱାରରେ ଖେଳିବେ ହର୍ବାଲ ହୋଲି

March 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.