Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଝାଡ଼ଖଣ୍ଡର ଦେଓଘରରେ ଭୟଙ୍କର ସଡ଼କ ଦୁର୍ଘଟଣା: ବସ୍-ଟ୍ରକ୍ ଧକ୍କାରେ ୧୮ ଶ୍ରଦ୍ଧାଳୁଙ୍କ ମୃତ୍ୟୁ
ଆଜିର ଖବର

ଝାଡ଼ଖଣ୍ଡର ଦେଓଘରରେ ଭୟଙ୍କର ସଡ଼କ ଦୁର୍ଘଟଣା: ବସ୍-ଟ୍ରକ୍ ଧକ୍କାରେ ୧୮ ଶ୍ରଦ୍ଧାଳୁଙ୍କ ମୃତ୍ୟୁ

July 29, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ସଡ଼କ ଦୁର୍ଘଟଣା
ଜେସିବି ଧକ୍କାରେ ମୋଟରସାଇକେଲ ଆରୋହୀ ମୃତ

ଦେଓଘର: ଝାଡ଼ଖଣ୍ଡର ଦେଓଘରରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଛି, ଯେଉଁଥିରେ ୧୮ ଜଣ ଶ୍ରଦ୍ଧାଳୁଙ୍କ ମୃତ୍ୟୁ ଘଟିଛି ଏବଂ ଅନେକ ଆହତ ହୋଇଛନ୍ତି। କୁହାଯାଉଛି ଯେ, ମୋହନପୁର ଥାନା ଅଞ୍ଚଳର ଜମୁନିଆରେ କାଉଡ଼ିଆ ଭର୍ତ୍ତି ଏକ ବସ୍ ଏବଂ ଟ୍ରକ୍ ମଧ୍ୟରେ ଭୟଙ୍କର ଧକ୍କା ହୋଇଥିଲା।। ଆହତମାନଙ୍କୁ ସଦର ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ମୃତ୍ୟୁ ସଂଖ୍ୟା ବଢ଼ିପାରେ। ସ୍ଥାନୀୟ ସାଂସଦ ନିଶିକାନ୍ତ ଦୁବେ କହିଛନ୍ତି ଯେ, ମୃତ୍ୟୁ ସଂଖ୍ୟା ୧୮, କିନ୍ତୁ ଏପର୍ଯ୍ୟନ୍ତ ଏହା ସରକାରୀ ଭାବରେ ନିଶ୍ଚିତ ହୋଇନାହିଁ। କୁହାଯାଉଛି ଯେ, ସମସ୍ତ ଭକ୍ତ ବାବାଧାମରୁ ବାସୁକିନାଥ ଧାମକୁ ପୂଜାର୍ଚ୍ଚନା ପାଇଁ ଯାଉଥିଲେ।

Deoghar jharakhand road accident
Share. Facebook Twitter LinkedIn Email WhatsApp Copy Link

Related Posts

ଓଡ଼ିଶାରେ ଆଇସିଡିଆଇର ପରାମର୍ଶ କର୍ମଶାଳା ଆୟୋଜିତ

September 25, 2026

ପାର୍ବଣ ଋତୁରେ ଅତିରିକ୍ତ ଯାତ୍ରୀ ଭିଡ଼କୁ ଦୃଷ୍ଟିରେ ରଖି ପୂଜା ସ୍ପେଶାଲ ଟ୍ରେନ

September 25, 2026

ସ୍ୱଚ୍ଛତା, ସଚେତନତା ଓ ଜନସହଭାଗିତାରେ ଏମସିଏଲ୍‌ର ‘ସ୍ୱଚ୍ଛତା ହିଁ ସେବା-୨୦୨୬’ ଅଭିଯାନ

September 25, 2026

ଦିବ୍ରୁଗଡ଼ ସ୍ଥିତ ଆଇସିଏମଆର-ଏନଆଇଏଚଆର ପରିଦର୍ଶନ କଲେ ଓଡ଼ିଶା ଗଣମାଧ୍ୟମ ପ୍ରତିନିଧି

September 25, 2026
Latest News

ବିଜୁ ଜନତା ଦଳ ପକ୍ଷରୁ ଖୋର୍ଦ୍ଧା ସାଂଗଠନିକ ଜିଲ୍ଲା କମିଟି ଘୋଷଣା

September 25, 2026

ଓଡ଼ିଶାରେ ଆଇସିଡିଆଇର ପରାମର୍ଶ କର୍ମଶାଳା ଆୟୋଜିତ

September 25, 2026

ପାର୍ବଣ ଋତୁରେ ଅତିରିକ୍ତ ଯାତ୍ରୀ ଭିଡ଼କୁ ଦୃଷ୍ଟିରେ ରଖି ପୂଜା ସ୍ପେଶାଲ ଟ୍ରେନ

September 25, 2026

ସ୍ୱଚ୍ଛତା, ସଚେତନତା ଓ ଜନସହଭାଗିତାରେ ଏମସିଏଲ୍‌ର ‘ସ୍ୱଚ୍ଛତା ହିଁ ସେବା-୨୦୨୬’ ଅଭିଯାନ

September 25, 2026

ଦିବ୍ରୁଗଡ଼ ସ୍ଥିତ ଆଇସିଏମଆର-ଏନଆଇଏଚଆର ପରିଦର୍ଶନ କଲେ ଓଡ଼ିଶା ଗଣମାଧ୍ୟମ ପ୍ରତିନିଧି

September 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.