Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଉମରକୋଟ ଠାରେ ନିର୍ବାଚନ ମଣ୍ଡଳୀ ଉନ୍ନୟନ କମିଟି ବୈଠକ ଅନୁଷ୍ଠିତ
ଆଜିର ଖବର

ଉମରକୋଟ ଠାରେ ନିର୍ବାଚନ ମଣ୍ଡଳୀ ଉନ୍ନୟନ କମିଟି ବୈଠକ ଅନୁଷ୍ଠିତ

July 30, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ନବରଙ୍ଗପୁର ଜିଲ୍ଲାର ଉମରକୋଟ ଠାରେ ନିର୍ବାଚନ ମଣ୍ଡଳୀ ଉନ୍ନୟନ କମିଟି ବୈଠକ ଅନୁଷ୍ଠିତ ହୋଇଛି। ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଏହି ବୈଠକରେ ଯୋଗ ଦେଇଥିଲେ। ଉମରକୋଟ ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଉମରକୋଟ ଓ ରାଇଘର ବ୍ଳକ ଉନ୍ନତି ପାଇଁ ବିଭିନ୍ନ ପ୍ରକଳ୍ପ କାର୍ଯ୍ୟକାରିତା ସମ୍ପର୍କ ରେ ଆଲୋଚନା କରାଯାଇଥିଲା।

ମନ୍ତ୍ରୀ ଶ୍ରୀ ଗଣ୍ଡ ବିଭିନ୍ନ ପ୍ରକଳ୍ପ ସମ୍ପର୍କରେ ଆଲୋଚନା କରି ବାକି ପଡ଼ିଥିବା ପ୍ରକଳ୍ପ କାର୍ଯ୍ୟ ଶୀଘ୍ର ଶେଷ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏଥି ସହ ମନ୍ତୀ ଶ୍ରୀ ଗଣ୍ଡ ରାଇଘର ଓ ଉମରକୋଟ ବ୍ଲକ ର ଆବଶ୍ୟକତାକୁ ଦୃଷ୍ଟି ରେ ରଖି ଯେଉଁ ପ୍ରକଳ୍ପ ଆବଶ୍ୟକ, ତାର ତାଲିକା ପ୍ରସ୍ତୁତ କରିବାକୁ ନିର୍ଦେଶ ଦେଇଥିଲେ।

ଏହି ବୈଠକରେ ଅତିରିକ୍ତ ଜିଲ୍ଲପାଳ ତପନ ଖୁଣ୍ଟିଆ, ଅତିରିକ୍ତ ପ୍ରକଳ୍ପ ନିର୍ଦ୍ଦେଶକ ଯଦୁମଣି ନାୟକ, ରାଇଘର ବ୍ଳକ ସାଂସଦ ପ୍ରତିନିଧି ପ୍ରୀତି ସ୍ନିଗ୍ଧ ମହାପାତ୍ର, ଉମରକୋଟ ବ୍ଳକ ସାଂସଦ ପ୍ରତିନିଧି ରାମ ନାୟକ, ବିଡ଼ିଓ ଉମରକୋଟ ମନୋଜ ମେହେର, ରାଇଘର ଭାରପ୍ରାପ୍ତ ବିଡ଼ିଓ ତଥା ତହସିଲଦାର ରିତୁ ସିଂ , ଉମରକୋଟ ପୌର ପାଳିକା କାର୍ଯ୍ୟ ନିର୍ବାହୀ ଅଧିକାରୀ। ଆଲୋକ ଅନୁଗୁଲିଆ ଙ୍କ ସହ ଉଭୟ ବ୍ଳକ ର ସମସ୍ତ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।

ଉମରକୋଟ ନବରଙ୍ଗପୁର ନିତ୍ୟାନନ୍ଦ ଗଣ୍ଡ
Share. Facebook Twitter LinkedIn Email WhatsApp Copy Link

Related Posts

ଗଞ୍ଜେଇ ଜବତ କଲା ବ୍ରହ୍ମପୁର ଅବକାରୀ ବିଭାଗ: ମୋଟରସାଇକେଲ ସମେତ ଦୁଇ ଅଟକ

October 13, 2025

ନୂଆପଡ଼ା ଉପନିର୍ବାଚନ: ଆଜିଠୁ ନାମାଙ୍କନ ପ୍ରକ୍ରିୟା ଆରମ୍ଭ

October 13, 2025

କୋଲଡ୍ରିଫ୍ କଫ୍ ସିରପ୍ ମାମଲାରେ ଇଡିର ବଡ଼ କାର୍ଯ୍ୟାନୁଷ୍ଠାନ, ଚେନ୍ନାଇର ୭ଟି ସ୍ଥାନରେ ଚଢାଉ

October 13, 2025

ଲଗାତାର ଦୁଇଟି ପରାଜୟ ସତ୍ତ୍ୱେ ସେମିଫାଇନାଲରେ ପହଞ୍ଚିପାରିବ କି ଭାରତ? ଜାଣନ୍ତୁ ସମୀକରଣ

October 13, 2025
Latest News

ଗଞ୍ଜେଇ ଜବତ କଲା ବ୍ରହ୍ମପୁର ଅବକାରୀ ବିଭାଗ: ମୋଟରସାଇକେଲ ସମେତ ଦୁଇ ଅଟକ

October 13, 2025

ଏଆଇ ଜରିଆରେ ଭାରତରେ ପରିବର୍ତ୍ତନ

October 13, 2025

ନୂଆପଡ଼ା ଉପନିର୍ବାଚନ: ଆଜିଠୁ ନାମାଙ୍କନ ପ୍ରକ୍ରିୟା ଆରମ୍ଭ

October 13, 2025

ଭାରତ ଗସ୍ତରେ ଆସିଲେ କାନଡା ବୈଦେଶିକ ମନ୍ତ୍ରୀ ଅନିତା ଆନନ୍ଦ, ଜାଣନ୍ତୁ କାରଣ

October 13, 2025

କୋଲଡ୍ରିଫ୍ କଫ୍ ସିରପ୍ ମାମଲାରେ ଇଡିର ବଡ଼ କାର୍ଯ୍ୟାନୁଷ୍ଠାନ, ଚେନ୍ନାଇର ୭ଟି ସ୍ଥାନରେ ଚଢାଉ

October 13, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.